ସୁନ୍ଦରଗଡ଼

ବର୍ଷା ବିତ୍ପାତ: ଭାଙ୍ଗିଲା ଘର, ଲୋକେ ହନ୍ତସନ୍ତ

ଲେଫ୍ରିପଡ଼ା/କୁତ୍ରା,୧୫।୮(ଡି.ଏନ୍‌.ଏ.): ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଥିବା ବେଳେ ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଓ କୁତ୍ରା ବ୍ଲକ ଅଞ୍ଚଳରେ ରବିବାର ବର୍ଷା ବିତ୍ପାତ ଦେଖିବାକୁ ମିଳିଛି। ଉଭୟ ବ୍ଲକରେ ଲୋକଙ୍କ ମାଟିଘର ଭାଙ୍ଗିଯାଇଛି। ପୂର୍ବରୁ ଲେଫ୍ରିପଡା ବ୍ଲକରେ ଅଭାବୀ ବର୍ଷା ହେବାରୁ…

ସୁନ୍ଦରଗଡ଼-ଝାରସୁଗୁଡ଼ା ଯୋଗାଯୋଗ ବିଚ୍ଛିନ୍ନ

ହେମଗିରି,୧୪ା୮(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ତୁହାକୁ ତୁହା ଲଗାଣବର୍ଷା ଜନଜୀବନ ଅସ୍ତବ୍ୟସ୍ତ କରିଥିବା ବେଳେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲାକୁ ସଂଯୋଗ କରୁଥିବା ଚାଉରିମହୁଲ ବ୍ରିଜ ଉପରେ ପ୍ରାୟ ୨ରୁ ୩ ଫୁଟ…

‘ଜନକଲ୍ୟାଣରେ ଭାଗୀଦାର ହେଉ ଏନ୍‌ଆଇଟି’

ରାଉରକେଲା ଅଫିସ,୧୪ ।୮: ରାଉରକେଲା ସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ(ଏନ୍‌ଆଇଟି)ର ୧୯ତମ ସମାବର୍ତ୍ତନ ଉତ୍ସବ ଶନିବାର ଭୁବନେଶ୍ୱର ବେହେରା ପ୍ରେକ୍ଷାଳୟରେ ଉଦ୍‌ଘାଟିତ ହୋଇଛି। ସମାରୋହରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ…

ହାତରେ ତ୍ରିରଙ୍ଗା ଧରି ରାସ୍ତାରେ ଚାଲିଲେ ମହିଳା

ହେମଗିରି,୧୩ା୮(ଡି.ଏନ୍‌.ଏ.): ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଅମୃତ ମହୋତ୍ସବ ପାଳନ କରୁଥିବା ବେଳେ ଶନିବାର ସୁନ୍ଦରଗଡ଼ ଜିଲା ହେମଗିରିଠାରେ ମହିଳାମାନେ ହାତରେ ତ୍ରିରଙ୍ଗା ଧରି ରାସ୍ତାରେ ରାଲି କରିଛନ୍ତି। ବିଡିଓ ଡ. ଜଗଦୀଶ ମହାନନ୍ଦଙ୍କ ତତ୍ତ୍ବାବଧାନ କ୍ରମେ ହେମଗିରି…

ସୁନ୍ଦରଗଡ଼ର ୮ଖେଳାଳି ଖେଳିବେ ଜାତୀୟ କିକ୍‌ବକ୍ସିଂ

ବଡ଼ଗାଁ, ୧୩।୮(ଡି.ଏନ୍‌.ଏ.): ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଖେଳ ପ୍ରତିଭାର ଅଭାବ ନାହିଁ। କିନ୍ତୁ ଗ୍ରାମାଞ୍ଚଳରେ ଥିବା ପ୍ରତିଭାକୁ ଚିହ୍ନଟ କରି ସେମାନଙ୍କୁ ପ୍ରସ୍ତୁତ କରିବାର ବ୍ୟବସ୍ଥା କରାଯାଉ ନ ଥିବାରୁ ଅନେକ ପ୍ରତିଭା ସମ୍ପନ୍ନ ଖେଳାଳି ବଣମଲ୍ଲି ଭଳି ରହି…

ଆଜି ଏନ୍‌ଆଇଟିର ସମାବର୍ତ୍ତନ ଉତ୍ସବ

ରାଉରକେଲା ଅଫିସ,୧୩।୮: ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍‌ଆଇଟି) ରାଉରକେଲାର ୧୯ତମ ସମାବର୍ତ୍ତନ ଉତ୍ସବ ଶନିବାର ଭୁବନେଶ୍ୱର ବେହେରା ପ୍ରେକ୍ଷାଳୟରେ ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି, ସୁନ୍ଦରଗଡ ଏମ୍‌ପି ଜୁଏଲ ଓରାମ ଓ ରାଉରକେଲା ବିଧାୟକ…

ଚନ୍ଦଲି ଶକ୍ତିପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ

ଲେଫ୍ରିପଡ଼ା,୧୨।୮(ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ରାଏ ପଞ୍ଚାୟତ ଅନ୍ତର୍ଗତ ଉଜ୍ୱଲପୁର ଠାରୁ ଦର୍ଲିପାଲି ପିଡ଼ବ୍ଲ୍ୟୁଡ଼ି ରାସ୍ତା କଡ଼ ଏନଟିପିସି ପ୍ରକଳ୍ପ ନିକଟରେ ରହିଛି ପ୍ରସିଦ୍ଧ ଚନ୍ଦଳି ଶକ୍ତିପୀଠ। କେଉଁ ଆବାହମାନ କାଳରୁ ଏଠାରେ ମା’ ଚନ୍ଦଳି ପାଟ ପୂଜା ପାଇ…

୫୦ଟଙ୍କା ପାଇଁ ନାବାଳକଙ୍କ ଆତ୍ମହତ୍ୟା

ଟେନ୍‌ସା,୧୧।୮(ଡି.ଏନ୍‌.ଏ.): ମା’ଙ୍କୁ ମାଗିଲେ ୫୦ଟଙ୍କା ଦିଅ। ମିଟିଂରୁ ଫେରେ ତତେ ଟଙ୍କା ଦେବି କହି ମା’ ଗ୍ରାମକୁ ଗ୍ରୁପ ମିଟିଂ କରିବାକୁ ଚାଲି ଯାଇଥିଲେ। ଏତିକିରେ ନାବାଳକ ରାଗି ଯାଇ ଘର ଭିତରେ ଥିବା ରୁଅରେ ଏକ ଧୋତିରେ ରଶି ଲଗାଇ…

ଆଦିବାସୀଙ୍କ ଅଧିକାରକୁ ଉଚ୍ଛେଦ ଉଦ୍ୟମ କଲେ ପରିସ୍ଥିତି ଭୟାବହ ହେବ

ସୁନ୍ଦରଗଡ଼,୧୦ା୮(ଡି.ଏନ.ଏ.): ପ୍ରକୃତିର ପ୍ରଥମ ସନ୍ତାନ ତଥା ଦେଶର ମୂଳନିବାସୀ କୁହାଯାଉଥିବା ଆଦିବାସୀଙ୍କ ଆଦିବାସୀତ୍ୱ ଏବଂ ସାମ୍ବିଧାନିକ ଅଧିକାରକୁ ଛଡ଼ାଇନେବାକୁ ଉଦ୍ୟମ କଲେ ପରିସ୍ଥିତି ଭୟାବହ ହେବ ବୋଲି ବିଶ୍ୱ ଆଦିବାସୀ ଦିବସ ପାଳନ କାର୍ଯ୍ୟକ୍ରମରେ ମତପ୍ରକଶ ପାଇଛି। ସୁନ୍ଦରଗଡ଼ ସର୍ବ ଆଦିବାସୀ…

ଗାଁରେ ଆତଙ୍କ ଖେଳାଉଛି ଗୋଠଛଡ଼ା ହାତୀ

ଟେନ୍‌ସା,୯।୮(ଡି.ଏନ.ଏ.): ଗୋଠଛଡ଼ା ଦନ୍ତା ହାତୀକୁ ଟ୍ରାଙ୍କୁଲାଇଜ କରୁନିି ବଣାଇ ବନ ବିଭାଗ। ଦିନରାତି ଗାଁରେ ଆତଙ୍କ ଚଳାଉଛି ଗୋଠଛଡ଼ା ଦନ୍ତା ହାତୀ। ରବିବାର ବିଳମ୍ବିତ ରାତିରେ ସୁନ୍ଦରଗଡ଼ ଜିଲା କୋଇଡ଼ା ବନାଞ୍ଚଳ ରାଣୀଶାଳ ଫରେଷ୍ଟ ବିଟ୍‌ ଅନ୍ତର୍ଗତ ବଳଡିହି ଓ ପୋଡା…

ପାଣି ନାହିଁ: ଜମି ଫାଟି ଆଁ କଲାଣି

ବଡ଼ଗାଁ, ୮ା୮(ଡି.ଏନ.ଏ.): ଜମି ଫାଟି ଆଁ କରିଛି। ଯାହା ବୁଣା ହୋଇଥିଲା ସେସବୁ ନଷ୍ଟ ହୋଇଗଲା। ରୁଆ ପାଇଁ ତଳି ପକାଇଥିବା ଚାଷୀ ବର୍ଷା ଅପେକ୍ଷାରେ ରହିଲା। ବିଳମ୍ବ ଯୋଗୁ ଧାନ ରୁଆ ମଧ୍ୟ ହୋଇପାରିଲାନି। ଚାଷୀ ଉପାୟ ଶୂନ୍ୟ ହୋଇ…

ଚାଷକୁ ପାଣି ଅଭାବ, ମରୁଡ଼ି ଆଶଙ୍କା

ଲହୁଣୀପଡ଼ା,୮।୮(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ଅଞ୍ଚଳରେ ମରୁଡ଼ି ଆଶଙ୍କା ପ୍ରକାଶ ପାଇିଛି। ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଧାନଚାଷ ବ୍ୟାହତ ହୋଇଛି। ପାଣି ଅଭାବରୁ ଜମି ଫାଟି ଯାଇ ଆଁ କରିଥିବା ବେଳେ ଚାଷୀକୁଳ ହତାଶ ହୋଇ ବର୍ଷାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri