ସୁନ୍ଦରଗଡ଼

୬ ବର୍ଷ ଧରି କାର୍ଯ୍ୟରେ ଅନୁପସ୍ଥିତ: ଚାକିରୀରୁ ବିଦା ହେଲେ ୨ ଶିକ୍ଷକ

ସୁନ୍ଦରଗଡ଼,୬।୧(ଡି.ଏନ୍‌.ଏ.): ଦୀର୍ଘ ୬ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି କୌଣସି କାରଣ ନ ଦର୍ଶାଇ କାର୍ଯ୍ୟ କ୍ଷେତ୍ରରେ ଅନୁପସ୍ଥିତ ଥିବା ସୁନ୍ଦରଗଡ଼ ଜିଲାର ୨ଜଣ ଶିକ୍ଷକ ଚାକିରିରୁ ବିଦା ହୋଇଛନ୍ତି। ଜିଲାର ବଣାଇ ବ୍ଲକର ଗୋପୀନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ…

ଆଜି ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଉଦ୍‌ଘାଟନ

ରାଉରକେଲା ଅଫିସ୍‌, ୫ା୧:ଷ୍ଟିଲସିଟି ରାଉରକେଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଗସ୍ତ କରୁଛନ୍ତି। ରାଉରକେଲାରେ ପ୍ରଥମ ଥର କରି ପୁରୁଷ ହକି ବିଶ୍ୱକପ୍‌ ମ୍ୟାଚ ଖେଳା ଯାଉଥିବାରୁ ମୁଖ୍ୟମନ୍ତ୍ରୀ ଛେଣ୍ଡ କଳିଙ୍ଗବିହାରସ୍ଥିତ ନବ ନିର୍ମିତ ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମକୁ…

ଇବ୍‌ ଟ୍ରାଜେଡି: ମିଳିଲା ଜଣଙ୍କ ମୃତଦେହ

ସୁନ୍ଦରଗଡ଼,୪ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଇବ୍‌ ନଦୀର କନାକୁଣ୍ଡ ଘାଟକୁ ବୁଧବାର ପିକ୍‌ନିକ୍‌ କରିବାକୁ ଆସି ଥିବା ୨୫ ଜଣଙ୍କ ମଧ୍ୟରୁ ୩ ଯୁବକ ଗାଧୋଉଥିବା ବେଳେ ଅପରାହ୍ନରେ ନଦୀ ପାଣିରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ସ୍ଥାନୀୟ…

ଇବ୍‌ ନଦୀରେ ଭାସିଗଲେ ୩ ଯୁବକ, ଜଣେ ଉଦ୍ଧାର, ୨ ନିଖୋଜ

ସୁନ୍ଦରଗଡ଼,୪ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଇବ୍‌ ନଦୀର କନାକୁଣ୍ଡ ଘାଟରେ ପୁଣି ଘଟିଛି ଅଘଟଣ। ବୁଧବାର ଏଠାକୁ ଆସି ଥିବା ୩ଜଣ ଯୁବକ ଗାଧୋଉଥିବା ବେଳେ ଅପରାହ୍ନରେ ନଦୀ ପାଣିରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣକୁ ସ୍ଥାନୀୟ ଅଗ୍ନିଶମ…

ସେଲ୍‌ଫି ଜୋନ୍‌ ପାଲଟିଛି ହକି ଷ୍ଟାଚ୍ୟୁ

ରାଉରକେଲା ଅଫିସ,୨।୧: ରାଉରକେଲା ସହରରେ ଆଉ ମାତ୍ର ୧୧ ଦିନ ପରେ ଆରମ୍ଭ ହୋଇଯିବ ବିଶ୍ୱକପ୍‌ ହକି ମହାକୁମ୍ଭ। ଏଥିପାଇଁ ରାଉରକେଲା ସହର ହକିମୟ ହୋଇ ପଡିଥିବାବେଳେ ବିଭିନ୍ନ ସମୟରେ ବିର୍ସାମୁଣ୍ଡା ହକି ଷ୍ଟାଡିୟମ ଅଞ୍ଚଳରେ ଭିଡ ଲାଗି ରହୁଥିବା ପରିଲକ୍ଷିତ…

ସେଲ୍‌ଫି ଜୋନ୍‌ ପାଲଟିଛି ହକି ଷ୍ଟାଚ୍ୟୁ

ରାଉରକେଲା ଅଫିସ,୨।୧: ରାଉରକେଲା ସହରରେ ଆଉ ମାତ୍ର ୧୧ ଦିନ ପରେ ଆରମ୍ଭ ହୋଇଯିବ ବିଶ୍ୱକପ୍‌ ହକି ମହାକୁମ୍ଭ। ଏଥିପାଇଁ ରାଉରକେଲା ସହର ହକିମୟ ହୋଇ ପଡିଥିବାବେଳେ ବିଭିନ୍ନ ସମୟରେ ବିର୍ସାମୁଣ୍ଡା ହକି ଷ୍ଟାଡିୟମ ଅଞ୍ଚଳରେ ଭିଡ ଲାଗି ରହୁଥିବା ପରିଲକ୍ଷିତ…

ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ

ରାଉରକେଲା ଅଫିସ,୨।୧: ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ ହୋଇଛି। ଗିରଫ ଅଭିଯୁକ୍ତ ହେଲେ ଝାଡତରଙ୍ଗ ଗ୍ରାମର ଗାନ୍ଧୁ ଗାନ୍ଧୁ ଟୋପୋ(୪୫)। ତାଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଛି। ଏ ନେଇ ପୋଲିସ ଏକ…

ମହିଳାଙ୍କ ଶାଢ଼ୀ ଟାଣି ଯୁବକଙ୍କୁ ମାଡ଼: ସମିତି ସଭ୍ୟଙ୍କ ନାମରେ ମାମଲା

ବଡ଼ଗାଁ,୨।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଟିମନା ଗ୍ରାମର ଚାଟଲି ପାହାଡ଼ ତଳେ ରବିବାର ସାରେ ସ୍ଥାନୀୟ ସମିତି ସଭ୍ୟ ସଞ୍ଜୟ ଗନ୍ଧାଙ୍କ ସହିତ ୧୨ଯୁବକ ଜଣେ ଯୁବକଙ୍କୁ ମାଡ଼ ମାରିବା ଓ ତନ୍ମଧ୍ୟରୁ କେତେକ ଯୁବକ ଜଣେ ମହିଳାଙ୍କ…

ବାଳିକା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧନା

କୁତ୍ରା,୧।୧(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ କାର୍ଯ୍ୟାଳୟରେ ୧୬ ବର୍ଷ ଓଡ଼ିଶା ବାଳିକା ହକି ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ମାଲେସିଆରେ ଗତ ନଭେମ୍ବର ୨୬ରୁ ଡିସେମ୍ବର ୩ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ୧୬ବର୍ଷ ବାଳିକା ହକି ମିରନ ୱାନ…

ରାଉରକେଲାରେ ବିମାନ ଉଡ଼ାଣର ପରୀକ୍ଷଣ

ରାଉରକେଲା ଅଫିସ,୩୧ା୧୨: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଉରକେଲାରେ ବିମାନ ଉଡ଼ାଣର ପରୀକ୍ଷଣ ସଫଳ ହୋଇଛି। ହକି ବିଶ୍ୱକପ୍‌ ପୂର୍ବରୁ ରାଉରକେଲା ବିମାନବନ୍ଦରରେ ୭୨ ସିଟ୍‌ ବିଶିଷ୍ଟ ଯାତ୍ରୀବାହୀ ବିମାନ (ଏଟିଆର-୭୨) ଅବତରଣ କରିଛି। ଏହି ବିମାନ ଶୁକ୍ରବାର ଅପରାହ୍ନ ୩ଟା…

ଖେଳ ଅଭ୍ୟାସ କଲେ ଭାରତ ହକି ଦଳ

ରାଉରକେଲା ଅଫିସ,୩୧।୧୨: ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଭାରତ ଦଳ ଶୁକ୍ରବାର ସକାଳ ଓ ସନ୍ଧ୍ୟାରେ ଅଭ୍ୟାସ କରିବା ପାଇଁ ପଡିଆକୁ ଓହ୍ଲାଇଥିଲେ। ସକାଳ ସାଢେ ୯ଟାରେ ସମସ୍ତ ଖେଳାଳି ବିର୍ସାମୁଣ୍ଡା ଷ୍ଟାଡିୟମରେ ପହଞ୍ଚତ୍ ପ୍ରଥମେ ୱାର୍ମଅପ୍‌ କରିଥିଲେ। ପରେ ନୂତନ…

ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ବଡ଼ଗାଁ,୩୦।୧୨: ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ଜରଙ୍ଗଲୋଇ କୁଟମାମୁଣ୍ଡା ନିକଟ ଝାରମୁଣ୍ଡା ଗ୍ରାମରେ ଏକ ଅଘଟଣ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧଙ୍କୁ ଏକ ଦନ୍ତା ହାତୀ ଦଳି ମାରିଦେଇଛି। ମୃତକ ହେଲେ ବିଲିୟମ୍‌ ବିଲୁଙ୍ଗ(୬୩)। ମିଳିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?