ସୁନ୍ଦରଗଡ଼

ଇଞ୍ଜିନିୟରିଂ ପାଠୁଆ ହାଇଟେକ ଚାଷୀ

ସୁନ୍ଦରଗଡ଼,୫।୮(ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ସାନପତ୍ରାପାଲି ରାଜସ ଗ୍ରାମର ଜଣେ ସଫଳ ଚାଷୀ ହେଉଛନ୍ତି ମହେଶ୍ୱର ନାଏକ(୩୨)। ଶ୍ରୀୟା ନାଏକ ଓ ସ୍ବର୍ଗତ ଶୁକୃ ନାଏକଙ୍କ ମଝିଆ ପୁଅ ମହେଶ୍ୱର। ପିଲାଟି ଦିନରୁ ପାଠପଢାରେ ଭାରି ଆଗ୍ରହ। ପିଲାଟି…

ଟ୍ରେନ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ରାଉରକେଲା ଅଫିସ,୪।୮: ରାଉରକେଲା ରେଲଓ୍ବେ ଷ୍ଟେଶନ ଡାଉନ୍‌ ଲାଇନରେ ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ହେଲେ ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଏ ନେଇ ରାଉରଜେଲା ଜିଆରପି ଏକ ଅପମୃତ୍ୟୁ ମାମଲା (ନଂ.୪୯।୨୨) ରୁଜୁ କରି ଘଟଣାର ତଦନ୍ତ…

ସ୍କୁଲ ପଛପଟୁ ମିଳିଲା ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ସୁନ୍ଦରଗଡ଼,୨।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅଧୀନ ଗର୍ଜନ ବାହାଲ ହାଇସ୍କୁଲ ପଛପଟୁ ମଙ୍ଗଳବାର ସକାଳେ ଜଣେ ଛାତ୍ରଙ୍କ ମୃତଦେହ ମିଳିଛି। ଖବର ପାଇ ହେମଗିରି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ…

ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ସୁନ୍ଦରଗଡ଼/ସବ୍‌ଡେଗା,୨ା୮ (ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲା ତଳସରା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସଂପାଦକ ଡା. ପ୍ରଫୁଲ୍ଲ କୁମାର ମାଝିଙ୍କ କାର୍‌ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରୁ ଡା. ମାଝି ଓ ତାଙ୍କ…

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୁଆଁରମୁଣ୍ଡା,୨୬।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡାସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି ଜୋର ଧରିଛି । ମଙ୍ଗଳବାର ସକାଳୁ ଛାତ୍ରୀଛାତ୍ରମାନେ ଶ୍ରେଣୀ ଗୃହ ବର୍ଜନ କରି ବିଦ୍ୟାଳୟ ସମ୍ମୁଖରେ ପ୍ରିନ୍ସିପାଲଙ୍କ ମନୋମୁଖୀ କାର୍ଯ୍ୟକଳାପକୁ ବିରୋଧ କରିଛନ୍ତି। ଏପରିକି ଛାତ୍ରୀଛାତ୍ରଙ୍କୁ ଦୁବ୍ୟବହାର…

ଟ୍ରକ୍‌ ପଛରେ ପିଟିହେଲା ଯାତ୍ରୀବାହୀ ବସ୍‌, ଚାଳକ ଗୁରୁତର

ସୁନ୍ଦରଗଡ଼,୨୫ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ୧୦ ନମ୍ବର ରାଜ୍ୟ ରାଜପଥର ଜରଙ୍ଗଲୋଇ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ସୋମବାର ସକାଳୁ ଏକ ସରକାରୀ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ବସ୍‌ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ୫ ଜଣ…

ଶିଶୁ ଶ୍ରମିକ ଚାଲାଣ: ବସ୍‌ଷ୍ଟାଣ୍ଡରୁ ୯ ଶିଶୁଙ୍କୁ ଉଦ୍ଧାର କଲା ପୋଲିସ

ଟେନ୍‌ସା,୨୩।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡା ବସ୍‌ଷ୍ଟାଣ୍ଡରୁ ଶନିବାର କୋଇଡା ପୋଲିସ ୯ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି। ଉଦ୍ଧାର ପରେ ସମସ୍ତ ଶିଶୁଙ୍କୁ ଘରକୁ ପଠାଇ ଦିଆଯାଇଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହିଁ। ଉଦ୍ଧାର ଶିଶୁ…

ଲାଞ୍ଚ ନେଇ ଆୟୁଷ ଡାକ୍ତର ଗିରଫ

କୁତ୍ରା, ୨୩।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଗଏରବାହାଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରିପଡ଼ିଛନ୍ତି। ସରକାରୀ କ୍ବାର୍ଟର୍ସରେ ଜଣେ ଅଟୋ ଚାଳକ ଅରବିନ୍ଦ ଖାଲଖୋଙ୍କଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର

ସୁନ୍ଦରଗଡ଼/କୁତ୍ରା,୨୨ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ଗଏରବହାଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରା ୪ ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରିପଡିଛନ୍ତି। ଘଟଣାରୁ ପ୍ରକାଶ ଯେ, ଗତ ରବିବାର ଅଟୋ ଚାଳକ ଅରବିନ୍ଦ…

ଗାଁରେ ବୁଲୁଛି ଗୋଠଛଡ଼ା ଦନ୍ତା

ଟେନ୍‌ସା,୧୭।୭(ଡ଼ି.ଏନ.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଚାଲିଛି ଗୋଠଛଡ଼ା ଦନ୍ତା। ଗୋଠଛଡ଼ା ଦନ୍ତା ହାତୀକୁ ଟ୍ରାଙ୍କୁଲାଇଜ କରୁନାହାନ୍ତି ବଣାଇ ବନବିଭାଗ। ଦିନରାତି ଗାଁରେ ଆତଙ୍କ ଚଳାଉ ଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ହାତୀଟି ଗାଁ…

କାରଖାନାରୁ ଚୋରି କରି ଗିରଫ ହେଲେ ସମିତି ସଭ୍ୟ

କୁଆଁରମୁଣ୍ଡା,୧୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ ବିଜାବାହାଲାସ୍ଥିତ ପବନ ଜୟ ସ୍ପଞ୍ଜ କାରଖାନାରୁ ତମ୍ବା ଖୁମ୍ବ ଚୋରି ଘଟଣାରେ ପୋଲିସ ରବିବାର ଜଣେ ସମିତି ସଭ୍ୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଉଛନ୍ତି କୁଆଁରମୁଣ୍ଡା ବ୍ଲକ ଖୁଖୁଣ୍ଡୁବାହାଲ…

ଟଙ୍କା ନ ଦେବାରୁ ମା’ଙ୍କୁ କାଠ ଫାଳିଆରେ ଆକ୍ରମଣ

ରାଉରକେଲା ଅଫିସ,୩।୭: ମା’ଙ୍କୁ କାଠ ଫାଳିଆରେ ଆକ୍ରମଣ କରିଥିବା ଅଭିଯୋଗରେ ସେକ୍ଟର-୭ ଥାନା ପୋଲିସ ତାଙ୍କ ପୁଅଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସୋନୁ ପ୍ରସାଦ(୩୨)। ତାଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଛି। ଏ ନେଇ ପୋଲିସ ଏକ ମାମଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri