ସୁନ୍ଦରଗଡ଼

୩ ଦିନ ବୃଦ୍ଧଙ୍କ ମୃତଦେହ ଜଗି ରହିଥିଲା ପୋଷାକୁକୁର

ଟେନ୍‌ସା/ଲହୁଣୀପଡ଼ା, ୩।୪(ଡି.ଏନ୍‌.ଏ.): ଜଣେ ଅଚିହ୍ନା ବୃଦ୍ଧଙ୍କ ମୃତଦେହ କାନ୍ଧରେ ବୋହି ସତ୍କାର କରି ମହାନତା ଦେଖାଇଛନ୍ତି ଜଣେ ପୋଲିସ ଅଧିକାରୀ। ଏହି ବୃଦ୍ଧଙ୍କ ମୃତଦେହକୁ ପୋଷାକୁକୁର ୩ ଦିନ ଜଗି ଶେଷରେ ଶ୍ମଶାନ ପର୍ଯ୍ୟନ୍ତ ଯାଇଥିଲା। ଘଟଣାଟି ରବିବାର ସୋସିଆଲ ମିଡିଆରେ…

୨ କୋଟି ଟଙ୍କାର ଜିଏସ୍‌ଟି ଠକେଇ: ମାଲିକଙ୍କ ସମେତ ୩ ଜଣଙ୍କୁ ଜେରା

କୁଆଁରମୁଣ୍ଡା, ୩।୪(ଡି.ଏନ୍‌.ଏ.): କେନ୍ଦ୍ରୀୟ ପଣ୍ୟ ଓ ସେବାକର ବିଭାଗ(ସିଜିଏସ୍‌ଟି) ପକ୍ଷରୁ ୨ ଦିନ ହେଲା କୁଆଁରମୁଣ୍ଡା- ହାତୀବାରୀ ରୋଡରେ ଥିବା ଟପ୍‌ଟେକ୍‌ ନାମକ ଇନ୍‌ଗଟ୍‌ କାରଖାନା ସମେତ ରାଉରକେଲା ସିଭିଲଟାଉନ୍‌ ଏବଂ ଛେଣ୍ଡ ଅଞ୍ଚଳରେ ଥିବା ଏହାର କାର୍ଯ୍ୟାଳୟରେ ଚଢାଉ କରିଥିଲା।…

ଦଶମ ଶ୍ରେଣୀ ଛାତ୍ରୀ ମୃତ୍ୟୁ ଘଟଣା: ଭୟରେ ଛାତ୍ରୀ ଛାଡିଲେ ହଷ୍ଟେଲ

ସୁନ୍ଦରଗଡ଼,୨।୪(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ପଟୁଆଡିହି ହାଇସ୍କୁଲର ଦଶମ ଶ୍ରେଶୀ ଛାତ୍ରୀ ଛାତରୁ ଡେଇଁ ଶୁକ୍ରବାର ଆତ୍ମହତ୍ୟା କରିଥିଲେ। ହେଲେ ଝିଅକୁ ଛାତରୁ ଠେଲି ମାରିଦେଇଥିବା ପରିବାର ଲୋକ ଅଭିଯୋଗ କରିଥିଲେ ଏହି ଘଟଣାକୁ ନେଇ ଭୟରେ ଶନିବାର…

ଭିଜିଲାନ୍ସ ଜାଲରେ ସମ୍ପାଦକ

ସୁନ୍ଦରଗଡ଼,୨।୪(ଡି.ଏନ୍‌.ଏ.) :ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ସର୍ଗିପାଲି ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ ବନମାଳୀ ନାଏକ। ଏହାସାଙ୍ଗେ ୫ଟି ସ୍ଥାନରେ ଚଢାଉ ଜାରି ରହିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଛି । ସୁନ୍ଦରଗଡସ୍ଥିତ ଅଫିସ, ସୁନ୍ଦରଗଡ…

ହଷ୍ଟେଲ ଛାତରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା, ପ୍ରଧାନ ଶିକ୍ଷକ, ଓ୍ବାର୍ଡେନ ଥାନାରେ ଅଟକ

ସୁନ୍ଦରଗଡ଼/ଲେଫ୍ରିପଡା,୧।୪(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ପଟୁଆଡ଼ିହି ପଞ୍ଚାୟତ ଉଚ୍ଚବିଦ୍ୟାଳୟ ହଷ୍ଟେଲ ଛାତରୁ ଶୁକ୍ରବାର ଜଣେ ୧୦ମ ଶ୍ରେଣୀ ଛାତ୍ରୀ ଡେଇଁ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର କାରଣ ପୋଲିସ ସ୍ପଷ୍ଟ କରି ନ ଥିଲେ ହେଁ ମୃତା ଛାତ୍ରୀଙ୍କ ପରିବାର ପକ୍ଷରୁ…

ଧର୍ମଘଟକୁ ସମର୍ଥନ ଦେଲା ସିପିଆଇଏମ୍‌

ଲହୁଣୀପଡ଼ା,୨୭।୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ବ୍ଲକ ଛକସ୍ଥିତ ସିପିଆଇଏମ୍‌ କାର୍ଯ୍ୟାଳୟଠାରେ ରବିବାର ଲହୁଣୀପଡ଼ା ଆଞ୍ଚଳିକ କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଞ୍ଚଳିକ କମିଟି ସମ୍ପାଦକ ଲାଲ ବାହାଦୂର ମାହାନ୍ତ ଅଧ୍ୟକ୍ଷତା କରିଥିବା ବେଳେ ସିପିଆଇଏମ୍‌ ଜିଲା ସମ୍ପାଦକ…

ଟ୍ରେନ୍‌ରେ କଟି ଯୁବତୀଙ୍କ ମୁଣ୍ଡଗଣ୍ଡି ଅଲଗା

କୁଆଁରମୁଣ୍ଡା,୨୬ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ରେଳ ଷ୍ଟେଶନ ନିକଟସ୍ଥ କାଲୋସିହିରିଆ ରେଲଓ୍ବେ ବ୍ରିଜ୍‌ଠାରୁ ଶହେ ମିଟର ଦୂର ବୁଗଦା ପୁଲିଆ ନିକଟରେ ଥିବା ରେଳଧାରଣାର ଶନିବାର ମୁଣ୍ଡଗଣ୍ଡି ଅଲଗା ହୋଇପଡ଼ିଥିବା ଜଣେ ଯୁବତୀଙ୍କର ମୃତଦେହ ଦେଖିବାକୁ ମିଳିଛି। ମୃତ ଯୁବତୀଙ୍କର ପରିଚୟ…

ସୁନ୍ଦରଗଡ଼ରେ ବାଜିମାରିଲା ଭାଜପା

ସୁନ୍ଦରଗଡ଼,୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ପୌର ନିର୍ବାଚନରେ ଭାଜପାର ତନୟା ମିଶ୍ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥୀନୀ ରଞ୍ଜନା ପଣ୍ଡାଙ୍କୁ ପରାଜିତ କରିଛନ୍ତି। ସୁନ୍ଦରଗଡ଼ର ୧୯ଟି ଓ୍ବାର୍ଡରୁ ୧୧ଟିରେ ବିଜେଡି, ଭାଜପା ୭ ଓ ଜଣେ…

ବୀରମିତ୍ରପୁରରେ ବିଜେଡିର ବିଜୟ

ସୁନ୍ଦରଗଡ଼/କୁଆଁରମୁଣ୍ଡା, ୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ପୌର ନିର୍ବାଚନ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ବୀରମିତ୍ରପୁର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବୀରମିତ୍ରପୁର ପୌରପରିଷଦରେ ବିଜେଡି ପ୍ରାର୍ଥୀ ସନ୍ଦୀପ ମିଶ୍ର ପୌରାଧ୍ୟକ୍ଷ ଭାବେ ନିର୍ବାଚତ ହୋଇଛନ୍ତି। ଏପରି କି ବୀରମିତ୍ରପୁରର…

ସୁନ୍ଦରଗଡ଼ରେ ଶାନ୍ତି ଶୃଙ୍ଖଳାରେ ଚାଲିଛି ଭୋଟ ଗ୍ରହଣ

ସୁନ୍ଦରଗଡ଼,୨୪।୩(ଡି.ଏନ୍‌.ଏ.) ସୁନ୍ଦରଗଡ଼ ଜିଲାରେ ଗୁରୁବାର ପୌର ନିର୍ବାଚନ ସକାଶେ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟ ଗ୍ରହଣ । ଜିଲାର ସୁନ୍ଦରଗଡ଼, ରାଜଗାଙ୍ଗପୁର ଓ ବୀରମିତ୍ରପୁର ପୌରାଞ୍ଚଳରେ ସକାଳ ୮ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିଲା। ଭୋଟ ଦେବା ପାଇଁ ବିଭିନ୍ନ କେନ୍ଦ୍ରରେ…

ଦଳୀୟ ପ୍ରାର୍ଥୀଙ୍କୁ ଟକ୍କର ଦେଉଛନ୍ତି ସ୍ବାଧୀନ

ସୁନ୍ଦରଗଡ଼,୨୧।୩(ଡି.ଏନ୍‌.ଏ.): ଚଳିତ ପୌର ନିର୍ବାଚନରେ ସୁନ୍ଦରଗଡ଼ରେ କାହାର ହେବ ବାଜିମାତ। ଚା’ ଖଟି ଠାରୁ ଆରମ୍ଭ କରି ପାନ ଦୋକାନ, ବଜାର, ରାସ୍ତାଘାଟ ସବୁଠି ଏହି ଗୋଟିଏ କଥା। ସୁନ୍ଦରଗଡ଼ ପୌରାଧ୍ୟକ୍ଷ ପଦବୀ ଏଥର ମହିଳାଙ୍କ ପାଇଁ ସଂରକ୍ଷିତ ଥିବା ବେଳେ…

ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ

ସୁନ୍ଦରଗଡ଼,୨୦।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଅଞ୍ଚଳରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri