ସୁନ୍ଦରଗଡ଼

ଟ୍ରକ୍‌ ପଛରେ ପିଟିଲା ପିକ୍‌ଅପ୍‌, ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବଣାଇ,୧୯ା୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ବିରତୋଳା ବଜାର ନିକଟରେ ଏକ ଟ୍ରକ୍‌ ପଛରେ ପିକ୍‌ଅପ୍‌ଟି ପିଟି ହୋଇଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, ଓଡି ୧୪ ଏଏ ୧୪୮୧…

ବାଦାମ ଲଡୁ କାରଖାନାରେ ଚଢ଼ାଉ

ରାଉରକେଲା ଅଫିସ,୧୯।୧୧: ରାଉରକେଲା ଉଦିତନଗର ଥାନା ଅନ୍ତର୍ଗତ ଓରାମପଡା ଅଞ୍ଚଳରେ ଦୀର୍ଘଦିନ ଧରି ଅସ୍ବାସ୍ଥ୍ୟକର ପରିବେଶରେ ଚିକି ଓ ବାଦାମ ଲଡୁ ତିଆରି କରୁଥିବା ଏକ କାରଖାନାରେ ଆରଏମ୍‌ସିର ସ୍ବାସ୍ଥ୍ୟ ବିଭାଗ ଶୁକ୍ରବାର ଚଢ଼ାଉ କରିଛି। ଚଢାଉ ସମୟରେ ବିଭାଗୀୟ ଅଧିକାରୀମାନେ…

ପ୍ରଶାସନର ଔଷଧ ବିକଳରେ ତାଟିଆ କାମୁଡ଼ା

ଲେଫ୍ରିପଡ଼ା,୧୮।୧୧(ଡ଼ି.ଏନ.ଏ. ): ଲେଫ୍ରିପଡ଼ା ବ୍ଲକର ବାଢୁନଝରିଆରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଘଟଣାରେ ବ୍ଲକ ପ୍ରଶାସନ ଔଷଧ ବିକଳରେ ତାଟିଆ କାମୁଡା ନୀତି ଅଲମ୍ବନ କରୁଥିବା ଅଭିଯୋଗ ହେଉଛି। ବାଢୁନଝରିଆ ମୁଖ୍ୟ କେନାଲଠାରୁ ମାଝୀ କୁଦର ରାସ୍ତାର ଉନ୍ନତିକରଣ ସହ ଗାର୍ଡୱାଲ ଏବଂ ସିଡ଼ି…

ଷ୍ଟିଲ ସିଟିରେ ନକଲି ସସ୍‌ ଫ୍ୟାକ୍‌ଟ୍ରି ଠାବ

ରାଉରକେଲା ଅଫିସ,୧୮ା୧୧:ଷ୍ଟିଲସିଟି ରାଉରକେଲାରେ ବହୁ ଦିନ ଧରି ନକଲି ସସ୍‌ କାରବାର କରୁଥିବା କେତେଜଣ ବ୍ୟବସାୟୀଙ୍କ ଉପରେ ରାଉରକେଲା ମହାନଗର ନିଗମ (ଆର୍‌ଏମ୍‌ସି)ର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଇଛି। ଏହି ଚଢାଉ ସମୟରେ ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ…

୩୦ ସୁଦ୍ଧା ହକି ଷ୍ଟାଡିୟମ, ବିମାନବନ୍ଦର କାର୍ଯ୍ୟ ଶେଷକର

ରାଉରକେଲା ଅଫିସ,୧୮ା୧୧:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ରାଉରକେଲାକୁ ଦିନିକିଆ ଗସ୍ତରେ ଆସି ବିପିୟୁଟି ପରିସରରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଓ ରାଉରକେଲା ବିମାନବନ୍ଦର ସହିତ ବିଭିନ୍ନ ଭିତ୍ତିଭୂମି…

‘ବାପାଙ୍କ ସହ ଦିନେ’ କାର୍ଯ୍ୟକ୍ରମ

ଲହୁଣୀପଡା,୧୬।୧୧(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ରାଜାମୁଣ୍ତା ପଞ୍ଚାୟତ ମିଶରପାଲିସ୍ଥିତ ଯୋଗମାୟା ଉଚ୍ଚ ମାଧ୍ୟମିକ ମହିଳା ବିଦ୍ୟାଳୟ ପରିସରରେ ରାଜାମୁଣ୍ଡା ବୋଲ ବମ୍‌ ସେବା ସଂଘ ତରଫରୁ ଏକ ନିଆରା କାର୍ଯ୍ୟକ୍ରମ ‘ବାପାଙ୍କ ସହ ଦିନେ’ ଅନୁଷ୍ଠିତ ହୋଇଯାଇଛି ା ଏଥିରେ…

ଏସ୍‌ଏଚ୍‌ଜିରୁ ଏସ୍‌ଏମ୍‌ଇ ଲକ୍ଷ୍ୟ

ସୁନ୍ଦରଗଡ,୧୬।୧୧(ଡି.ଏନ.ଏ.): ମିଶନ ଶକ୍ତି ଅଧୀନରେ ପରିଚାଳିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଅଭିନବ ଦକ୍ଷତା ପ୍ରଦର୍ଶନ କରିଛନ୍ତି ା ସେମାନଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ଆଗାମୀ ଦିନରେ ‘ଏସଏଚଜି’ରୁ ‘ଏସଏମଇ’ ବା କ୍ଷୁଦ୍ର…

ଗଛରୁ ମିଳିଲା ଝୁଲନ୍ତା ମୃତଦେହ

ଲହୁଣୀପଡା,୧୪।୧୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ-୧୪୩ ନମ୍ବର ଜାତୀୟ ରାଜପଥର ଠିଆବେର୍ଣ୍ଣା ଛକର ବାମ ପଟ ଜଙ୍ଗଲରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଲହୁଣୀପଡା ପୋଲିସ ମୃତଦେହକୁ ଗଛରୁ ଝୁଲନ୍ତା ଅବସ୍ଥାରେ ଜବତ କରି ବଣାଇ ଡାକ୍ତରଖାନା…

ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହେଲା ବାଇକ୍‌

ରାଉରକେଲା ଅଫିସ,୧୩।୧୧: ରାଉରକେଲା ସେକ୍ଟର-୩ ଥାନା ଅଧୀନ ସିଡବ୍ଲ୍ୟୁଏସ୍‌ ହସ୍ପିଟାଲ ସମ୍ମୁଖରେ ରବିବାର ଭାରସାମ୍ୟ ହରାଇ ଏକ ବାଇକ୍‌ ରାସ୍ତାକଡ଼ ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇଯାଇଥିଲା। ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଇ. ଲକ୍ଷ୍ମୀ ସୁରେଶ ବାବୁ।…

ମାଣ୍ଡିଆ ଚାଷ ଦେଲା ସ୍ବତନ୍ତ୍ର ପରିଚୟ

ସୁନ୍ଦରଗଡ଼,୧୨।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ଟାଙ୍ଗରପାଲି ଗ୍ରାମ ପଞ୍ଚାୟତର ଏକ ରାଜସ୍ବ ଗ୍ରାମ ହେଉଛି ରୂପାବାହାଲ। ଦିନେ କୌଣସି ସ୍ବତନ୍ତ୍ର ପରିଚୟ ପାଇ ନ ଥିବା ଏହି ଗ୍ରାମଟି ଆଜି ମାଣ୍ଡିଆ ଚାଷ ପାଇଁ ପ୍ରସିଦ୍ଧି ଲାଭ କରିଛି…

ଉସତାଲି ଘାଟିରୁ ବଜ୍ରକାପ୍ତା ଉଦ୍ଧାର

ହେମଗିରି,୧୦ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିରିସ୍ଥିତ ଉସତାଲି ଘାଟି ନିକଟରୁ ଗୁରୁବାର ଭୋର୍‌ ସମୟରେ ବନ ବିଭାଗ ଏକ ବଜ୍ରକାପ୍ତା ଉଦ୍ଧାର କରିଛି। ମିଳିଥିବା ସୂଚନାନୁସାରେ, ଉସତାଲି ଠାରେ ରାସ୍ତା ପାର୍‌ କରୁଥିବା ସମୟରେ ବନ ବିଭାଗ କର୍ମଚାରୀମାନେ ଦେଖି ଏହାକୁ ଉଦ୍ଧାର…

୧୭ରୁ ଆଞ୍ଚଳିକ କଳିଙ୍ଗ ହର୍ବାଲ୍‌ ମେଳା

ରାଉରକେଲା ଅଫିସ,୮ା୧୧: ଆସନ୍ତା ୧୭ ତାରିଖରୁ ସେକ୍ଟର-୫ ସ୍ଥିତ ଭଞ୍ଜଭବନ ପଡିଆରେ ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଅନୁଷ୍ଠିତ ହେବ। ଏହି ମେଳା ରାଉରକେଲା ବନଖଣ୍ଡ ଓ ରାଜ୍ୟ ଔଷଧୀୟ ବୃକ୍ଷ ପରିଷଦ ପକ୍ଷରୁ ମିଳିତ ଭାବେ ଆୟୋଜିତ ହେବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?