ମୃତ୍ୟୁ ପୂର୍ବରୁ ବାଣ୍ଟିଥିଲେ କେକ୍, ମିଠା
କୁଆଁରମୁଣ୍ଡା,୧୦।୩(ଡି.ଏନ୍.ଏ.): ମୃତ୍ୟୁର କିଛି ଘଣ୍ଟା ଆଗରୁ ସାଙ୍ଗସାଥୀ, ସମ୍ପର୍କୀୟଙ୍କୁ ମିଠା, କେକ୍, ଆଇସ୍କ୍ରିମ ଆଦି ବାଣ୍ଟିବା ଘଟଣା ସାଧାରଣତଃ ବିରଳ। ହେଲେ ଏଭଳି ଏକ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳରେ। ମୃତ୍ୟୁର କିଛି ଘଣ୍ଟା ଆଗରୁ ବୀରମିତ୍ରପୁର…
ଉତ୍ସାହିତ ପ୍ରାର୍ଥୀ: ୧୪ ପରେ ଅସଲ ଲଢେଇ
ସୁନ୍ଦରଗଡ଼,୮।୩(ଡି.ଏନ୍.ଏ.): ପ୍ରାର୍ଥତ୍ପତ୍ର ଦାଖଲର ଅନ୍ତିମ ଦିନରେ ପ୍ରମୁଖ ରାଜନୈତିକ ଦଳ ସମେତ ସ୍ବାଧୀନ ପ୍ରାର୍ଥୀ ନିଜ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏପରି କି ପୌର ପରିଷଦର କାର୍ଯ୍ୟକାଳ ସମାପ୍ତର ଦୀର୍ଘ ୩ ବର୍ଷ ପରେ ପୌର…
ପୁଣି ମୁଣ୍ଡ ନେଲା କନାକୁଣ୍ଡ: ଇବ୍ ନଦୀରେ ବୁଡ଼ି ଚାଲିଗଲା ଜୀବନ
ସୁନ୍ଦରଗଡ଼,୭।୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ଗାଁ ନିକଟ ଇବ୍ ନଦୀର କନାକୁଣ୍ଡ ଘାଟରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଜଣେ ଯୁବକ ନଦୀରେ ବୁଡ଼ି ମୃତ୍ୟୁ ଘଟିଛି । ଯୁବକ ଜଣକ ବିହାର ପାଟଣାର ରୁପେଶ…
ଛାତ୍ରୀକୁ ଧରି ଫେରାର ହୋଇଗଲେ ଶିକ୍ଷକ
କୁତ୍ରା,୭।୩ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଞ୍ଚଳରେ ଜଣେ ଶିକ୍ଷକ ଛାତ୍ରୀଙ୍କୁ ଧରି ଫେରାର ହୋଇଯାଇଥିବା ଜଣାପଡିଛି। ଏ ନେଇ ଶିକ୍ଷକଙ୍କ ନାଁରେ କୁତ୍ରା ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ରାଜଗାଙ୍ଗପୁର ଅଞ୍ଚଳର ଜଣେ ଶିକ୍ଷକ ରାଞ୍ଚିରୋଡ…
ବାର୍ହା ଭାବି ଯୁବତୀଙ୍କୁ ଗୁଳି
ସୁନ୍ଦରଗଡ଼,୭।୩(ଡି.ଏନ୍.ଏ.): ଜଙ୍ଗଲକୁ ଜାଳେଣି ସଂଗ୍ରହ କରିବାକୁ ଯାଇଥିଲେ। ହେଲେ ବନ୍ୟଜନ୍ତୁ ଶିକାର ପାଇଁ ଛକିଥିବା ଶିକାରୀ ବାର୍ହା ଭାବି ଚଳାଇଦେଲେ ଗୁଳି। ଏଥିରେ ଜଣେ ଯୁବତୀ ଆହତ ହୋଇଛନ୍ତି। ସେ ହେଲେ ଉର୍ବଶୀ ନାଏକ (୧୮)। ସୁନ୍ଦରଗଡ଼ ସଦର ବ୍ଲକ ଧରୁଆଡିହି…
କାଠ ସଂଗ୍ରହ କରିବାକୁ ଯାଇ ଯୁବତୀ ଖାଇଲେ ଗୁଳି ମାଡ଼
ସୁନ୍ଦରଗଡ଼, ୬।୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ସଦର ବ୍ଲକ ଧରୁଆଡିହି ଥାନା ଅନ୍ତର୍ଗତ ଲମଟି ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ରବିବାର ଅଭାବନୀୟ ଘଟଣା ଘଟିଛି। ମହିଳାମାନଙ୍କ ସହ ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ କରିବାକୁ ଯାଇଥିବା ଉର୍ବଶୀ ନାଏକ (୧୮) ନାମ୍ନୀ ଜଣେ…
ନଦୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୪ ନାବାଳିକା
ରାଉରକେଲା ଅଫିସ,୫ା୩: ରାଉରକେଲାସ୍ଥିତ ପାନପୋଷ ବ୍ରାହ୍ମଣୀ ଘାଟିରେ ଗାଧୋଇବାକୁ ଯାଇ ୪ ନାବାଳିକା ବୁଡ଼ି ଯାଇଛନ୍ତି। ପାଟି ଶୁଣି ନିକଟରେ ଥିବା ସ୍ଥାନୀୟ କିଛି ଲୋକ ଦୌଡ଼ି ଆସିଥିଲେ। ନଦୀ ଭିତରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ନାବାଳିକା…
ୟୁକ୍ରେନ୍ରୁ ସୁନ୍ଦରଗଡ଼ ଫେରିଲେ ୨ଛାତ୍ରୀଛାତ୍ର, କହିଲେ ଅନୁଭୂତି
ସୁନ୍ଦରଗଡ଼, ୩।୩ (ଡି.ଏନ୍.ଏ.): ୟୁକ୍ରେନ୍ରେ ଡାକ୍ତରୀ ପଢୁଥିବା ସୁନ୍ଦରଗଡ଼ ଜିଲାର ୨ ଛାତ୍ରୀଛାତ୍ର ବୁଧବାର ଘରକୁ ଫେରିଛନ୍ତି। ସେମାନେ ହେଲେ ସୁନ୍ଦରଗଡ ଜିଲା କିଞ୍ଜିରିକେଲା ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡା. ଫ୍ରାଙ୍କଲିନ୍ କୁଜୁରଙ୍କ କନ୍ୟା ସ୍ମିତି କୁଜୁର ଓ ରାଉରକେଲାର ସାକିତ ସୋହେବ…
ପରିବା ଭିତରେ ଗଞ୍ଜେଇ ଚାଲାଣ
ରାଜଗାଙ୍ଗପୁର, ୨।୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୋଲିସ ଦ୍ୱାରା ମଙ୍ଗଳବାର ପରିବା ଭିତରେ ଗଞ୍ଜେଇ ଚାଲାଣ ଘଟଣା ଧରାପଡ଼ିଛି। ପୋଲିସ ୫୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ବିଶେଷ…
ଭୋଟ୍ ନ ଦେଇ ଫେରିଲେ ଶତାଧିକ ଭୋଟର
ସୁନ୍ଦରଗଡ଼,୨୪ା୨(ଡି.ଏନ୍.ଏ.): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟରେ ଗୁରୁବାର ସୁନ୍ଦରଗଡ଼ ଜିଲାରେ ମତଦାନ ଶେଷ ହୋଇଛି। ତେବେ ଟାଙ୍ଗରପାଲି ବ୍ଲକ ‘ଖ’ ନମ୍ବର ଜୋନ୍ ସାନପତ୍ରାପାଲି ପଞ୍ଚାୟତ ଅନ୍ତର୍ଗତ ଅଲେଇକେରା ଗ୍ରାମର ୩ଟି ଓ୍ବାର୍ଡରେ ଭୋଟର ତାଲିକା…
ସରିଲା ନିର୍ବାଚନ: ଭୋଟ୍ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍
ସୁନ୍ଦରଗଡ଼,୨୪ା୨(ଡି.ଏନ୍.ଏ.): ଗୁରୁବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଭୋଟ୍ ଗ୍ରହଣ ସୁନ୍ଦରଗଡ ଜିଲାରେ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଛି। ସୁନ୍ଦରଗଡ଼ ସଦର,ଟାଙ୍ଗରପାଲି ଏବଂ ଗୁରୁଣ୍ଡିଆ ବ୍ଲକର ୬ଟି ଜିଲା ପରିଷଦ ଜୋନ୍ ଏବଂ ୪୨ଟି ପଞ୍ଚାୟତର ୫୫୦ଟି…
ପ୍ରଚାର ଅବଧି ଶେଷ ପରେ ବି ଘରକୁ ଘର ବୁଲୁଛନ୍ତି ଏମ୍ପି, ଘେରିଲେ ଭାଜପା କର୍ମୀ
ସୁନ୍ଦରଗଡ଼,୨୩ା୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୁନ୍ଦରଗଡ଼ ଜିଲାର ସଦର, ଟାଙ୍ଗରପାଲି ଓ ଗୁରଣ୍ଡିଆ ବ୍ଲକର ୬ଟି ଜିଲାପରିଷଦ ଜୋନ୍ରେ ଗୁରୁବାର ଅନ୍ତିମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏଥିପାଇଁ ମଙ୍ଗଳବାର ସନ୍ଧ୍ୟାଠାରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏହା ପରେ…
Archives


