ସୁନ୍ଦରଗଡ଼

ନକ୍‌ଆଉଟ ପ୍ରତିଯୋଗିତା: ଖଣ୍ଡାଧାର ଟାଇଟନ ଦଳ ଚାମ୍ପିୟନ

ଲହୁଣିପଡ଼ା,୨୫ା୧(ଦାଶରଥି ପଣ୍ଡା): ସୁନ୍ଦରଗଡ ଜିଲା ଲହୁଣିପଡ଼ା କ୍ରିକେଟ ଖେଳ ପଡ଼ିଆଠାରେ ଲହୁଣୀପଡ଼ା ସ୍ପୋର୍ଟସ ଆସୋସିଏଶନ ପକ୍ଷରୁ ଚାଲିଥିବା ୧୭ତମ ପାଞ୍ଚଦିନିଆ ନକ୍‌ଆଉଟ କ୍ରିକେଟ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ୧୬ଟି କ୍ରିକେଟ ଦଳ ଅଂଶ ଗ୍ରହଣ କରିଥିବା ବେଳେ ଫାଇନାଲ…

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ବିଲାଇମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ରତ୍ନାକର ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ହେମଗିର…

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର ଶିଶୁ ପୁତ୍ରର ଜୀବନ ଚାଲିଯାଇଛି। ମୃତ ଶିଶୁଟି ସହରର ସୁନାରୀପଡ଼ା ଅଞ୍ଚଳର ସଞ୍ଜିତ ସିହ୍ନାଙ୍କ…

ଯୋଗେନ୍ଦ୍ରଙ୍କୁ ମିଳିଲା ଗୁରୁଦାୟିତ୍ୱ: ନବୀନଙ୍କୁ ଜଣାଇଲେ କୃତଜ୍ଞତା

ବଡ଼ଗାଁ, ୧୮।୧(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ବିଜେଡି ସଭାପତି ଭାବେ ଫୁଲବାରୀ ସରପଞ୍ଚ ତଥା ବଡ଼ଗାଁ ବ୍ଲକ ସରପଞ୍ଚ ସଂଘ ସଭାପତି ଯୋଗେନ୍ଦ୍ର କିଷାନ ମନୋନୀତ ହୋଇଛନ୍ତି । ପୁରୁଖା ବିଜେଡି କର୍ମୀ ଭାବେ ସେ ବଡ଼ଗାଁ ବ୍ଲକରେ…

ରାଉରକେଲା ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି, ୫ ମାସ ଯାଏ ସମସ୍ତ…

ରାଉରକେଲା,୧୮ା୧: ରାଉରକେଲା ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ସୁଶାନ୍ତ କୁମାର ବିଶ୍ୱାଳଙ୍କ ପରିବାରର ଜଣଙ୍କୁ ନିଯୁକ୍ତି ମିଳିବ। ଏନେଇ ଇଣ୍ଡିଆ ଓ୍ବାନ୍‌ ଏୟାର ସିଇଓ ପ୍ରେମ କୁମାର ଗର୍ଗ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍‌…

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା… 

ରାଉରକେଲା,୧୭।୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାରେ  ଗୁରୁତର ଥିବା ସୁଶାନ୍ତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଛି। ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ତେବେ ଗତ ଶନିବାର(୧୦ ତାରିଖ)ରେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା…

ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ: ୬ ଗିରଫ, ଖୋଲିଲା ସ୍କୁଲ, କଲେଜ

ସୁନ୍ଦରଗଡ,୧୭।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ରେ ଘଟିଥିବା ୨ ଗୋଷ୍ଠୀ ସଂଘର୍ଷ ଘଟଣାରେ ଟାଉନଥାନା ପୋଲିସ ଶୁକ୍ରବାର ରାତିରେ ଉଭୟ ପକ୍ଷରୁ ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗୁରୁବାର ପ୍ରଶାସନ ପକ୍ଷରୁ ଶାନ୍ତି କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି କ୍ରମେ…

୨୪ ଘଣ୍ଟା ପରେ ଫେରିଲା ଇଣ୍ଟରନେଟ ସେବା

ସୁନ୍ଦରଗଡ଼,୧୭ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରେ ଗୋ-ମାଂସ ବିକ୍ରିକୁ କେନ୍ଦ୍ର କରି ଗୁରୁବାର ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ନାଗରିକ ଓ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାଙ୍କୁ ନେଇ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା।…

ଶାନ୍ତି କମିଟି ବୈଠକ ପରେ ସୁନ୍ଦରଗଡ଼ରେ ହଟିଲା ୧୬୩

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରୁ ହଟିଲା ବିଏନ୍‌ଏସ୍‌ ୧୬୩ ଧାରା। ଶାନ୍ତି କମିଟି ବୈଠକ ପରେ ଜିଲାପାଳ ଶଭୁଙ୍କର ମହାପାତ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏପରିକି ସହରରେ ଇଣ୍ଟରନେଟ ସେବା ସ୍ବାଭାବିକ କରିବା ସହ ଶାନ୍ତି ଶୋଭାଯାତ୍ରା କରିବାକୁ ମଧ୍ୟ…

ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବସିଲା ଶାନ୍ତି କମିଟି ବୈଠକ

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ଅଧୀନ ରିଜେଣ୍ଟ ମାର୍କେଟରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି କିଛି ଲୋକ ବିରୋଧ କରିଥିଲେ । ଏହାକୁ ନେଇ ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ସଂଘର୍ଷରେ ୪ ପୋଲିସ କର୍ମଚାରୀ ଙ୍କ ସମେତ ୧୨…

ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ରାଉରକେଲା, ରାଜଗାଙ୍ଗପୁରକୁ ବଢ଼ିଲା ଇଣ୍ଟରନେଟ୍ କଟକଣା

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଭୟାବହ ସଂଘର୍ଷ ଘଟିଛି। ଏହି ହିଂସାକାଣ୍ଡରେ ପୋଲିସ କର୍ମଚାରୀଙ୍କ ସମେତ ୧୨ ଜଣ ଆହତ ହୋଇଥିବା ବେଳେ ସହରରେ ଉତ୍ତେଜନାପୂର୍ଣ୍ଣ ସ୍ଥିତି…

ଶିମିଳିପାଳ ଅଭୟାରଣ୍ୟ ଅଂଚଳରେ ହାଡ଼ ଭାଙ୍ଗୁଛି ଜାଡ, ତାପମାତ୍ରା ୧°C

ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ରହିଛି । ଚାରି ଦିନ ଧରି ତାପମାତ୍ରା ୧ ଡିଗ୍ରୀରେ ଜାରି ରହିଛି । ଗୁଡୁଗୁଡିଆରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri