ସୁନ୍ଦରଗଡ଼

ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ କଂଗ୍ରେସର ଚେୟାରମ୍ୟାନ ପ୍ରାର୍ଥୀ

ରାଜଗାଙ୍ଗପୁର,୧୫।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୌରନିର୍ବାଚନ ପ୍ରକ୍ରିୟାରେ ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ରହିଥିଲା। ଏହି ପରିପ୍ରେକ୍ଷୀରେ ଚେୟାରମ୍ୟାନ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଇଫତେକାର ଅହମ୍ମଦ ଓ ସ୍ବାଧୀନ ପ୍ରାର୍ଥୀ ତନ୍ମୟ ସିଂ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିଥିଲେ। ୨ଜଣ…

ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ୮.୩୮ଲକ୍ଷ ଲୁଟ୍‌

ରାଉରକେଲା ଅଫିସ୍‌,୧୫।୩: ରାଉରକେଲା ସହରର ସେକ୍ଟର-୧୯ ଥାନା ନିକଟରୁ ଦିନଦ୍ୱିପ୍ରହରରେ ୨ଜଣ ଦୁର୍ବୃତ୍ତ ଜଣେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ୮ଲକ୍ଷ ୩୮ହଜାର ୫୦୦ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ସହରର ସେକ୍ଟର-୫ ଗୁଣ୍ଡିଚା ମନ୍ଦିର ନିକଟସ୍ଥ ଧନରାଜ ପେଟ୍ରୋଲ ପମ୍ପର ଜୁନିୟର…

ସିଲେଇ ପ୍ରଶିକ୍ଷିକାରୁ ଜିଲାପରିଷଦ ଅଧ୍ୟକ୍ଷା

ସୁନ୍ଦରଗଡ଼,୧୩।୩(ଡି.ଏନ୍‌.ଏ.) ସୁନ୍ଦରଗଡ଼ ଜିଲା ପରିଷଦ ଅଧ୍ୟକ୍ଷା ଭାବେ କୁନ୍ତୀ ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ସକାଶେ ସଂରକ୍ଷିତ ଜିଲା ପରିଷଦ ପଦ ପାଇଁ ସ୍ଥାନୀୟ ବିକାଶ ଭବନଠାରେ ରବିବାର ନିର୍ବାଚନ ହୋଇଥିଲା। ଜିଲାର ୩୫ଟି ଜିଲା ପରିଷଦ…

ପ୍ରେମ ପ୍ରତାରଣା କରି ଯୁବକ ଗିରଫ

ରାଉରକେଲା ଅଫିସ,୧୩।୩: ଜଣେ ଯୁବତୀଙ୍କୁ ପ୍ରେମ ପ୍ରତାରଣା ଅଭିଯୋଗରେ ଟାଙ୍ଗରପାଲି ପୋଲିସ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ତୋଫାନ ଓଝା(୨୮)। ତାଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଛି। ଏ ନେଇ ପୋଲିସ ଏକ ମାମଲା (ନଂ.୩୪/୨୨) ରୁଜୁ…

ଭିକ୍ଷା ମାଗିଲେ ସ୍ବାଧୀନ ପୌରାଧ୍ୟକ୍ଷା ପ୍ରାର୍ଥିନୀ

ସୁନ୍ଦରଗଡ,୧୩।୩(ଡି.ଏନ୍‌.ଏ.): ପୌର ନିର୍ବାଚନ ପାଇଁ ସୁନ୍ଦରଗଡ଼ରେ ଧିରେ ଧିରେ ପ୍ରାର୍ଥତ୍ନୀ ପ୍ରାର୍ଥୀମାନଙ୍କର ପ୍ରଚାର ଜମିବା ଆରମ୍ଭ କଲାଣି। ପୌରାଧ୍ୟକ୍ଷା ପଦବୀ ସମେତ ୧୯ଟି ଓ୍ବାର୍ଡର ପ୍ରାର୍ଥୀମାନେ ଘରକୁ ଘର ବୁଲି ପ୍ରଚାର କାର୍ଯ୍ୟ କରୁଛନ୍ତି। ବିଜେଡି, ଭାଜପା ଓ ସ୍ବାଧୀନ ପୌରାଧ୍ୟକ୍ଷା…

ଲେଫ୍ରିପଡ଼ା ବ୍ଲକ ଅଧ୍ୟକ୍ଷ ହେଲେ ନରେଶ ପ୍ରତାପ

ଲେଫ୍ରିପଡ଼ା,୧୨ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ପାଇଁ ଶନିବାର ଶାନ୍ତି ଶୃଙ୍ଖଳାର ସହ ଭୋଟ ଗ୍ରହଣ ହୋଇଛି। ଏଥିରେ ପୂର୍ବତନ ବିଧାୟକ ତଥା ବିଜେଡି ନେତା ଯୋଗେଶ କୁମାର ସିଂହଙ୍କ ବଡ଼ଭାଇ ନରେଶ ପ୍ରତାପ ସିଂହ ନିର୍ଦ୍ୱନ୍ଦ୍ୱରେ…

ସ୍ବାଧୀନ ପ୍ରାର୍ଥୀଙ୍କ ହାତକୁ ଗଲା ବ୍ଲକ ଅଧ୍ୟକ୍ଷା ପଦବୀ

କୁତ୍ରା,୧୨ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ପଞ୍ଚାୟତ ସମିତି ଅଧ୍ୟକ୍ଷା ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା ପରେ ସମସ୍ତ ରାଜନୈତିକ ଦଳ ପକ୍ଷରୁ ଅଧ୍ୟକ୍ଷା ପଦ ପାଇଁ ଅଙ୍କକଷା ଚାଲିଥିଲା।…

୬ ପୌରାଧ୍ୟକ୍ଷା, ୭୬ କାଉନସିଲର ପ୍ରାର୍ଥୀପତ୍ର କାଏମ

ସୁନ୍ଦରଗଡ଼,୧୧ା୩(ଡି.ଏନ.ଏ.): ସୁନ୍ଦରଗଡ଼ ପୌରନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଯାଞ୍ଚପରେ ୬ ପୌରାଧ୍ୟକ୍ଷ ଏବଂ ୭୬ କାଉନସିଲର ପ୍ରାର୍ଥୀପତ୍ର କାଏମ ରହିଛି। ପୌରାଧ୍ୟକ୍ଷା ପଦବୀରେ ବିଜେଡିର ରଞ୍ଜନା ପଣ୍ଡା, ଭାଜପାର ତନୟା ମିଶ୍ର, କଗ୍ରେସର ସସ୍ମିତା ଯୋଶୀ ଏବଂ ସ୍ବାଧୀନ ପ୍ରାର୍ଥନୀ ଭାବେ ନିନିମା…

ଜଙ୍ଗଲରେ ନାବାଳିକାଙ୍କୁ ବଳାତ୍କାର

ସୁନ୍ଦରଗଡ଼,୧୧ା୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲା ଥାନା ଅନ୍ତର୍ଗତ ଦାଣ୍ଡପାନି ନୁଆଡିହି ଗ୍ରାମରେ ଜଣେ ନାବାଳିକା ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ନାବାଳିକା ଗାଁ ନିକଟ ଜଙ୍ଗଲକୁ ଜାଳେଣି ସଂଗ୍ରହ ପାଇଁ ଯାଇଥିଲେ। ଏହି ସମୟରେ ତାଙ୍କୁ ଅଭିଯୁକ୍ତ ବଳତ୍କାର…

ମୃତ୍ୟୁ ପୂର୍ବରୁ ବାଣ୍ଟିଥିଲେ କେକ୍‌, ମିଠା

କୁଆଁରମୁଣ୍ଡା,୧୦।୩(ଡି.ଏନ୍‌.ଏ.): ମୃତ୍ୟୁର କିଛି ଘଣ୍ଟା ଆଗରୁ ସାଙ୍ଗସାଥୀ, ସମ୍ପର୍କୀୟଙ୍କୁ ମିଠା, କେକ୍‌, ଆଇସ୍‌କ୍ରିମ ଆଦି ବାଣ୍ଟିବା ଘଟଣା ସାଧାରଣତଃ ବିରଳ। ହେଲେ ଏଭଳି ଏକ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳରେ। ମୃତ୍ୟୁର କିଛି ଘଣ୍ଟା ଆଗରୁ ବୀରମିତ୍ରପୁର…

ଉତ୍ସାହିତ ପ୍ରାର୍ଥୀ: ୧୪ ପରେ ଅସଲ ଲଢେଇ

ସୁନ୍ଦରଗଡ଼,୮।୩(ଡି.ଏନ୍‌.ଏ.): ପ୍ରାର୍ଥତ୍ପତ୍ର ଦାଖଲର ଅନ୍ତିମ ଦିନରେ ପ୍ରମୁଖ ରାଜନୈତିକ ଦଳ ସମେତ ସ୍ବାଧୀନ ପ୍ରାର୍ଥୀ ନିଜ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏପରି କି ପୌର ପରିଷଦର କାର୍ଯ୍ୟକାଳ ସମାପ୍ତର ଦୀର୍ଘ ୩ ବର୍ଷ ପରେ ପୌର…

ପୁଣି ମୁଣ୍ଡ ନେଲା କନାକୁଣ୍ଡ: ଇବ୍‌ ନଦୀରେ ବୁଡ଼ି ଚାଲିଗଲା ଜୀବନ

ସୁନ୍ଦରଗଡ଼,୭।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ଗାଁ ନିକଟ ଇବ୍‌ ନଦୀର କନାକୁଣ୍ଡ ଘାଟରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଜଣେ ଯୁବକ ନଦୀରେ ବୁଡ଼ି ମୃତ୍ୟୁ ଘଟିଛି । ଯୁବକ ଜଣକ ବିହାର ପାଟଣାର ରୁପେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri