ସୁନ୍ଦରଗଡ଼

ବଣାଇ ବନଖଣ୍ଡରେ ଥମୁନି ହାତୀ ଉପଦ୍ରବ

ବଣାଇ, ୧୪।୧୦ (ସ୍ବ.ପ୍ର.):ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଅଞ୍ଚଳରେ ଦୀର୍ଘଦିନ ହେବ ଦୁଇଟି ଦନ୍ତା ତାଣ୍ଡବ ରଚି ଅନେକ ଫସଲ ନଷ୍ଟ କରିବା ସହ ବହୁ ଘର ଭାଙ୍ଗି ଆତଙ୍କ ଖେଳାଇ ଦେଇଛନ୍ତି। ମୁଖ୍ୟତଃ ହାତୀ ଦୁଇଟି ବଣାଇ ଓ କୁଳିପୋଷ…

ଘଉଡାଇବା ପାଇଁ ବାଟୁଳି, ଟେକା ପଥର ମାଡ଼: ବିପଦରେ ହାତୀଙ୍କ ଜୀବନ

ବଣାଇ,୧୩।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଅଞ୍ଚଳରେ ଦୀର୍ଘଦିନ ହେବ ଦୁଇଟି ଦନ୍ତା ତାଣ୍ଡବ ରଚି ଅନେକ ଫସଲ ନଷ୍ଟ କରିବା ସହ ବହୁ ଘର ଭାଙ୍ଗି ଆତଙ୍କ ଖେଳାଉଛନ୍ତି। ମୁଖ୍ୟତଃ ହାତୀ ଦୁଇଟି ବଣାଇ ଓ କୁଳିପୋଷ ବନାଞ୍ଚଳରେ ଘୁରି…

ବ୍ରାହ୍ମଣୀ ନଦୀକୁ ଡେଇଁଲେ ନାବାଳିକା

ଲହୁଣୀପଡ଼ା/ବଣାଁଇ,୧୩।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ରଜାମୁଣ୍ଡା ପଞ୍ଚାୟତ ୧୪୩ ନମ୍ବର ଜାତୀୟ ରାଜପଥର ନରେନ୍ଦ୍ର ପୋଲ ଉପରୁ ବ୍ରହ୍ମଣୀ ନଦୀକୁ ଡେଇଁ ଜନୈକା ନାବାଳିକା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଗ୍ନିଶମ କର୍ମଚାରୀ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରି…

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ଅଫିସ ସମ୍ମୁଖରେ ସିପିଆଇର ଧାରଣା

ସୁନ୍ଦରଗଡ଼,୧୨ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ସମସ୍ତ ଖଣି ଖାଦାନ ଓ ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ବେକାର ଯୁବତୀ ଯୁବକଙ୍କୁ ନିଯୁକ୍ତି, ଜିଲା ଖଣିଜ ପାଣ୍ଠିର ସଦ୍‌ ବିନିଯୋଗ, ଧାନମଣ୍ଡିରେ କଟ୍‌ନି ଛଟ୍‌ନି ବନ୍ଦ ଆଦି ଦାବି ନେଇ ବୁଧବାର ସିପିଆଇ ପକ୍ଷରୁ ସ୍ଥାନୀୟ ଜିଲାପାଳଙ୍କ…

ନଦୀରୁ ମିଳିଲା ମହିଳାଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ରାଉରକେଲା ଅଫିସ,୧୦।୧୦: ରାଉରକେଲା ଛେଣ୍ଡ୍‌ ଥାନା ଅଧୀନ ପ୍ରଧାନପାଲି ନିକଟ କୋଏଲ ନଦୀରୁ ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହକୁ ଆରଜିଏଚ୍‌ ମର୍ଗରେ ରଖି ଘଟଣାର ତଦନ୍ତ କରୁଛି। ସୋମବାର କୋଏଲ ନଦୀରେ ଜଣେ ମହିଳାଙ୍କ ମୃତଦେହ…

ଫୁଟବଲ ଖେଳବେଳେ ପଡ଼ିଆରେ ବଜ୍ରପାତ: ଚାଲିଗଲା ୨ ଖେଳାଳିଙ୍କ ଜୀବନ

ସୁନ୍ଦରଗଡ଼/ନୂଆଗାଁ,୯।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ଅଧୀନ କନ୍ଦରକେଲା ପଞ୍ଚାୟତ ବନେଇଲତା ଗ୍ରାମରେ ରବିବାର ଅପରାହ୍ନରେ ଫୁଟବଲ ଟୁର୍ନାମେଣ୍ଟ ଚାଲିଥିବାବେଳେ ବଜ୍ରପାତ ଘଟି ୨ ଖେଳାଳିଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବା ବେଳେ ଅନ୍ୟଜଣେ ଯୁବକ ଅଛନ୍ତି।…

କଂଗ୍ରେସ ରାଷ୍ଟ୍ରୀୟ ପ୍ରବକ୍ତାଙ୍କ ଗାଡ଼ିକୁ ଅଣ୍ଡାମାଡ଼, କଳାପତାକା ପ୍ରଦର୍ଶନ

ରାଉରକେଲା ଅଫିସ,୯।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅପମାନଜନକ ଶବ୍ଦ ପ୍ରୟୋଗ କରିଥିବାରୁ କଂଗ୍ରେସର ରାଷ୍ଟ୍ରୀୟ ପ୍ରବକ୍ତା ଡ. ଉଦିତରାଜଙ୍କୁ ବିରୋଧ ବଢିବାରେ ଲାଗିଛି। ଅଣସଙ୍ଗଠିତ ଶ୍ରମିକ ଓ କର୍ମଚାରୀ କଂଗ୍ରେସ ପକ୍ଷରୁ ରାଜ୍ୟସ୍ତରୀୟ କନ୍‌ଭେନଶନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଡ.…

ଜୁଆଆଡ୍ଡାରେ ଚଢ଼ାଉ: ୩୮ ହଜାର ଟଙ୍କା, ୩ ବାଇକ୍‌ ସହ କାର୍‌ ଜବତ

କୁଆଁରମୁଣ୍ଡା,୮ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳ ଏବେ ଅସାମାଜିକ ଓ ଅପରାଧିକ ଗୋଷ୍ଠୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଚାରିଆଡ଼େ କୁକୁଡ଼ା ଲଢ଼େଇ ଓ ଜୁଆଖେଳ ଖୁଲମ୍‌ଖୁଲା ଚାଲୁଥିଲେ ମଧ୍ୟ ପୋଲିସ ସାଜିଛି। ନୀରବଦ୍ରଷ୍ଟା କାଁଭାଁ କେତେବେଳେ ଲୋକଦେଖାଣିଆ ଭାବେ ପୋଲିସ ଚଢ଼ାଉ…

ବିନା କାମରେ ଶ୍ରମିକଙ୍କ ନାଁରେ ଉଠୁଛି ଟଙ୍କା

ଲେଫ୍ରିପଡ଼ା,୭।୧୦(ଡି.ଏନ.ଏ.): ସରକାର ଉନ୍ନତିକରଣ ସକାଶେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ ଏହି ଯୋଜନାରେ ଅନିୟମିତତା ଦେଖାଦେଇଛି ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ଅଧୀନରେ। ବ୍ଲକର ଗିରିଙ୍ଗକେଲା ଆଦର୍ଶ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟରେ ବିନା କାମରେ…

ଜମି ହରାଇଥିବା ଲୋକଙ୍କୁ ମିଳିଲା ନାହିଁ କ୍ଷତିପୂରଣ: ପକାଇଲେ ତାଲା

କୁଆଁରମୁଣ୍ଡା,୭।୧୦(ଡି.ଏନ.ଏ.):ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଉଷ୍ରାଠାରେ ଶଙ୍ଖ ନଦୀରୁ ଜଳ ଉଠାଯାଇ କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ ଜଳଯୋଗାଇବା ଲକ୍ଷ୍ୟ ନେଇ ବୃହତ୍ତ ଜଳଯୋଗାଣ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ୨୦୧୯ ମସିହାରୁ ଆରମ୍ଭ ହୋଇ ଏବେ ସମ୍ପୂର୍ଣ୍ଣ ହୋଇଛି। ଏପରିକି…

୫୦ ଫୁଟ ତଳକୁ ଖସିଲା ଟ୍ରକ୍‌, ୨ ଜଣଙ୍କ ଜୀବନ ଗଲା

ସୁନ୍ଦରଗଡ଼,୫ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କାଲଟା ଫାଣ୍ଡି ନିକଟରେ ବୁଧବାର ଏକ ଟ୍ରକ୍‌ ଭାରସାମ୍ୟ ହରାଇ ତୋଡ଼ା ବ୍ରିଜରୁ ୫୦ଫୁଟ ତଳକୁ ଖସି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କ ଜୀବନ ଯାଇଛି। ଉଭୟଙ୍କର…

ଯୁବକଙ୍କୁ ପଥରରେ ଛେଚି ହତ୍ୟା: କାରଣ ଖୋଜୁଛି ପୋଲିସ

ଲହୁଣୀପଡ଼ା,୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ଅଧୀନ ଜାମୁଡ଼ିହି ପଞ୍ଚାୟତ କୁଞ୍ଚପାଣି ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଗ୍ରାମର ସ୍ବର୍ଗତ ଲାକା ମୁଣ୍ଡାଙ୍କ ପୁଅ ବିଲିୟମ ମୁଣ୍ଡା(୩୬)। ମୃତଦେହ ସତ୍କାର ଲାଗି ଗାଁ ଲୋକଙ୍କ ସହିତ ବିଲିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?