ସୁନ୍ଦରଗଡ଼

ସରପଞ୍ଚ ପ୍ରାର୍ଥୀଙ୍କୁ ପରୀକ୍ଷା କରାଇଲେ ଭୋଟର

କୁତ୍ରା,୧୨ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଚାର ଜମୁଥିବାବେଳେ ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ମାଲୁପଡ଼ାଠାରେ ଏକ ନୂଆ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ସମସ୍ତ ଭୋଟର ଏକଜୁଟ ହୋଇ କୁତ୍ରା ପଞ୍ଚାୟତ ସରପଞ୍ଚ ପଦବୀ ପାଇଁ ପ୍ରତିଦ୍ବନ୍ଦିତା କରୁଥିବା…

ଏଡିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସୁନ୍ଦରଗଡ଼,୧୧ା୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନ ସମେତ ଜଗତସିଂହପୁର ଜିଲାର ପୈତୃକ ଘର ଜଡ଼ାତିରା, ରଘୁନାଥପୁରର ରେଢ଼ୁଆ,…

ଜେଲ ଗଲେ ଆସିଷ୍ଟାଣ୍ଡ କଲେକ୍ଟର

ରାଉରକେଲା ଅଫିସ,୯।୨: ରାଉରକେଲା ଆସିଷ୍ଟାଣ୍ଡ କଲେକ୍ଟର ମନୋରଞ୍ଜନ ନାଏକଙ୍କୁ ଭିଜିଲାନ୍ସ ଗିରଫ କରିଛି। ୨ କୋଟିରୁ ଅଧିକ ଆୟ ବହିର୍ଭୂତ ସମ୍ପତ୍ତି ଠୁଗଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଥିଲା। ତେବେ…

ଭିଜିଲାନ୍ସ ଜାଲରେ ସହକାରୀ ଜିଲାପାଳ

ରାଉରକେଲା ଅଫିସ, ୮।୨: ରାଉରକେଲାର ସହକାରୀ ଜିଲାପାଳ ମନୋରଞ୍ଜନ ନାୟକଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡ଼ିଛି। ମନୋରଞ୍ଜନଙ୍କ ଛେଣ୍ଡସ୍ଥିତ ୨ଟି ଘର, କାର୍ଯ୍ୟାଳୟ ,…

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି

ରାଉରକେଲା ଅଫିସ,୨୮ା୧: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଲ୍ୟାମ୍ପ୍ସ ଏମ୍‌ଡି ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ। ପରୀକ୍ଷିତଙ୍କ ପୈତୃକ ଘର, ରାଜଗାଙ୍ଗପୁରସ୍ଥିତ ଘରେ ଚଢ଼ାଉ ଚାଲିଛି।…

୨ସ୍ତ୍ରୀ, ୯ ସନ୍ତାନ ଥାଇ ପ୍ରାର୍ଥତ୍ପତ୍ର କାଏମ

କୁଆଁରମୁଣ୍ଡା,୨୫।୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ଦଲକି ପଞ୍ଚାୟତରେ ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କର ୨ସ୍ତ୍ରୀ ଓ ୯ସନ୍ତାନ ଥାଇ ମଧ୍ୟ ପ୍ରାର୍ଥତ୍ପତ୍ର କାଏମ ରହିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ପ୍ରାର୍ଥତ୍ପତ୍ର ନାକଚ କରା ନ ଯିବା ପ୍ରତିବାଦରେ ସୋମବାର…

ରାଉରକେଲା ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ ବିଜେତା

ନୂଆଦିଲ୍ଲୀ/ରାଉରକେଲା ଅଫିସ୍‌, ୧୯।୧:  ଭାରତର ପ୍ରମୁଖ ଶିଳ୍ପ ସହର ରାଉରକେଲାର ଛେଣ୍ଡ୍‌ରେ ୫ ଟନ କ୍ଷମତା ବିଶିଷ୍ଟ ଏକ ଶୀତଳଭଣ୍ଡାର ସ୍ଥାପନ କରାଯାଇଛି। ଏହା କାର୍ଯ୍ୟକ୍ଷମ ହେବା ଫଳରେ ସହରର ଛୋଟ ଚାଷୀ, ପନିପରିବା ତଥା ଫଳ ବ୍ୟବସାୟୀମାନେ ନିଜର ସାମଗ୍ରୀ…

ପ୍ରାର୍ଥୀ ଚୟନ ନେଇ ଅଙ୍କକଷା

ସୁୁନ୍ଦରଗଡ଼,୧୫।୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଘୋଷଣା ପରେ ସୁନ୍ଦରଗଡ଼ ଜିଲାର ଗ୍ରାମାଞ୍ଚଳରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଏପଟେ କରୋନା ସଂକ୍ରମଣ ବୃଦ୍ଧିରେ ଏହି ଜିଲା ଶୀର୍ଷରେ ରହୁଥିବାବେଳେ ଗାଁଗାଁରେ ଏବେ ପଞ୍ଚାୟତ ନିର୍ବାଚନକୁ ନେଇ ଲୋକଙ୍କ…

ସାରା ଜୀବନ ହାତ ଧରିବାକୁ କଥା ଦେଇ ତଣ୍ଟି ଚିପି ମାରିଦେଲେ ସ୍ବାମୀ

ସୁନ୍ଦରଗଡ,୧୨।୧(ଡି.ଏନ୍‌.ଏ.): ଯାହା ହାତ ଧରି ସାରା ଜୀବନ କାଟିଦେବାକୁ ଭାବିଥିଲେ ସେ ହିଁ ଶେଷରେ ତଣ୍ଟି ଚିପିଦେଲେ। ସ୍ତ୍ରୀକୁ ତଣ୍ଟିଚିପି ହତ୍ୟା କରିଛନ୍ତି ସ୍ବାମୀ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ତଳପରା ଥାନା ଅନ୍ତର୍ଗତ ଭଣ୍ଡାରୀଶଙ୍କରା ଗ୍ରାମରେ । ମୃତା…

ଦିନ ମଜୁରିଆ ଯୁବତୀଙ୍କଠୁ ୩୭ ହଜାର ଠକେଇ

ରାଉରକେଲା ଅଫିସ/ କୁଆଁରମୁଣ୍ଡା, ୧୦।୧: ଲକ୍ଷପତି ହେବା ନିଶା ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଅଞ୍ଚଳର ଜଣେ ଦିନ ମଜୁରିଆ ଯୁବତୀଙ୍କ ପାଇଁ ମହଙ୍ଗା ପଡିଛି। ଯୁବତୀ ଜଣକ କେବିସି ଲଟେରି ମାଧ୍ୟମରେ ୨୫ ଲକ୍ଷ ଟଙ୍କା ପାଇବେ ବୋଲି ୩୭ ହଜାର…

କଲେକ୍ଟୋରିଏଟରେ ହେଲା ନମୁନା ସଂଗ୍ରହ

ସୁନ୍ଦରଗଡ଼,୮।୧(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲାରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଗତ ୩ ଦିନ ମଧ୍ୟରେ କରୋନା ସଂକ୍ରମଣ ହାର ଉପରମୁହାଁ ହେବା ଏବେ ଚିନ୍ତା ବଢାଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶୁକ୍ରବାର ସକାଳେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ସୁନ୍ଦରଗଡ଼ ଜିଲାରେ ଗତ…

ରାଉରକେଲା ଏନ୍‌ଆଇଟିରେ ପଶିଲା କରୋନା

ରାଉରକେଲା ଅଫିସ,୩।୧: ରାଉରକେଲା ଏନ୍‌ଆଇଟିରେ ୩ ଜଣ ଛାତ୍ରୀଛାତ୍ର କୋଭିଡ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଛାତ୍ର ଓ ଜଣେ ଛାତ୍ରୀ ଅଛନ୍ତି। ସମସ୍ତଙ୍କୁ ଏନ୍‌ଆଇଟି ଆଇସୋଲେଶନରେ ରଖାଯାଇଛି । ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି । ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri