ଗ୍ରାହକ ହୋଇ ହୋଟେଲରୁ କରିଥିଲେ ଚୋରି, ଧରାଇଦେଲା ସିସି ଟିଭି
ସୁନ୍ଦରଗଡ଼,୨୩।୫(ଡି.ଏନ୍.ଏ.): ସ୍ଥାନୀୟ ହୋଟେଲ ଜୟବିଜୟକୁ ଗ୍ରାହକ ଭାବେ ଆସି ଗତ ୧୬ ତାରିଖ ରାତିରେ କ୍ୟାଶ କାଉଣ୍ଟରରୁ ୧ଲକ୍ଷ ୪୦ ହଜାର ଟଙ୍କା ଚୋରିକରି ଫେରାର୍ ହୋଇଯାଇଥିବା ୨ଅଭିଯୁକ୍ତଙ୍କୁ ସୁନ୍ଦରଗଡ଼ ଟାଉନ ଥାନା ପୋଲିସ ରାଞ୍ଚିରୁ ଗିରଫ କରିଛି। ପୋଲିସ ସେମାନଙ୍କଠାରୁ…
ମୋବାଇଲରେ ଫ୍ରି ଫାୟାର ଖେଳି ୪୫ହଜାର ଟଙ୍କା ହରାଇଲେ ବାଳକ
ବଡ଼ଗାଁ,୨୧।୫(ଡି.ଏନ୍.ଏ.)-ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ କିଞ୍ଜିରକେଲା ଗ୍ରାମର ଜଣେ ବାଳକ ମୋବାଇଲରେ ଫ୍ରି ଫାୟାର ଖେଳିବା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ସୂଚନା ଅନୁଯାୟୀ କିଞ୍ଜିରକେଲା ଗ୍ରାମର ରିତିକରାଜ ବିଶି ଗତ ୩ ବର୍ଷ ହେଲା ମୋବାଇଲରେ ଫ୍ରି ଫାୟାର…
ବରକନ୍ୟାଙ୍କୁ ବେଦିରୁ ଉଠାଇନେଲା ପୋଲିସ
ରାଉରକେଲା ଅଫିସ,୨୧ା୫: ପ୍ରଥମ ସ୍ତ୍ରୀ ଓ ତାଙ୍କର ଏକ ଝିଅ ଥିବା ସତ୍ତ୍ୱେ ଅନ୍ୟ ଜଣେ ଯୁବତୀଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ପୋଲିସ ବାହାଘର ବେଦିରୁ ବର ଓ କନ୍ୟାଙ୍କୁ ଉଠାଇ ନେଇଛି। ଏଭଳି ଏକ ଘଟଣା ଘଟିଛି ରାଉରକେଲା…
ମିଳିଲା ନାହିଁ ସହାୟତା , ପୋଖରୀ ଖୋଳିଲେ ମହିଳା
ବଡ଼ଗାଁ, ୧୬।୫(ଡି.ଏନ୍.ଏ.): ସରକାରଙ୍କ ପକ୍ଷରୁ ମିଳିଲା ନାହିଁ ସହାୟତା , ଜନପ୍ରତିନିଧି ଓ ଦଳୀୟ ନେତାମାନେ ମଧ୍ୟ ଦୃଷ୍ଟି ଦେଲେନି। ଶେଷରେ ଗାଧୋଇବା ସମସ୍ୟାର ଦୂରୀକରଣ ପାଇଁ ଅଣ୍ଟା ଭିଡିଲେ ମହିଳା ଗୋଷ୍ଠୀ। ପୋଖରୀର ଉନ୍ନତିକରଣ କରି ଦେଖାଇଦେଲେ। ଏଭଳି ଏକ…
ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟ ଶାସନ
ରାଉରକେଲା ଅଫିସ,୧୪।୫: ଦୁଇ ଦିନିଆ ସୁନ୍ଦରଗଡ଼ ଜିଲା ଗସ୍ତରେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଶୁକ୍ରବାର ଅପରାହ୍ନ୍ଣରେ ପହଞ୍ଚି କୋପସିଂଙ୍ଗା ଗାଁରେ ନିର୍ମାଣଧିନ ଆଇଏସଏସ ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିବା ସହ ସୁନ୍ଦରଗଡ଼ ମେଡ଼ିକାଲ କଲେଜ ଏଣ୍ଡ…
ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଇନ୍ସପେକ୍ଟର
ସମ୍ବଲପୁର,୧୪ା୫(ବ୍ୟୁରୋ): ରାଜ୍ୟ ଭିଜିଲାନ୍ସ ବିଭାଗର ଆଭ୍ୟନ୍ତରୀଣ ଟିମ୍ ଫାସରେ ପଡ଼ିଛନ୍ତି ସମ୍ବଲପୁର ଭିଜିଲାନ୍ସ ଡିଭିଜନ ଇନ୍ସପେକ୍ଟର ମାନସୀ ଜେନା। ବରଗଡ଼ର ମୁକେଶ ସାହୁ ନାମକ ଯୁବକଙ୍କୁ ମଧ୍ୟସ୍ଥ କରି ସେ ଶୁକ୍ରବାର ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…
ବିରଳ ପକ୍ଷୀ ଉଦ୍ଧାର: ନନ୍ଦନକାନନରେ ରହିବ
ଟେନ୍ସା, ୫।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବନାଞ୍ଚଳର ବରାହମୂଷା ଗ୍ରାମରୁ ବୁଧବାର ସକାଳେ ଏକ ବିରଳ ବିଦେଶୀ ପକ୍ଷୀ ଉଦ୍ଧାର କରାଯାଇଛି। ଏହାକୁ ଗୁରୁବାର ଭୁବନେଶ୍ୱର ନନ୍ଦନକାନନକୁ ପଠାଯିବ ବୋଲି ଜଣାପଡିଛି। ବରାହମୂଷା ଗ୍ରାମର କିଶାନସାହିଠାରେ ଥିବା ପୋଖରୀରେ ଏକ ବିରଳ…
ହକି ଖେଳିବା ବେଳେ ଚାଲିଗଲା ୨ ଜୀବନ
ସୁନ୍ଦରଗଡ଼,୩।୫(ଡି.ଏନ୍.ଏ.): ଖେଳ ହେଲା କାଳ। ହକି ଖେଳିବା ବେଳେ ଚାଲିଗଲା ୨ ଯୁବକଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଅଲଣ୍ଡା ପଞ୍ଚାୟତ ଗରିଆମାଲ ଗ୍ରାମରେ। ମୃତକ ହେଲେ ଝଗଡ଼ପୁର ଗ୍ରାମର ବୀରେନ୍ଦ୍ର କୁଜୁର(୨୦) ଏବଂ…
ଗିରଫ ହେଲେ ସୈତାନ ବାପା
ଟେନ୍ସା,୨ା୫(ଡି.ଏନ୍.ଏ.): ମଦନିଶାରେ ତିନି ୩ ନିଷ୍ପାପ ସନ୍ତାନଙ୍କୁ ହତ୍ୟା କରି ଜଙ୍ଗଲରେ ଲୁଚି ରହିଥିବା ସୈତାନ ବାପାଙ୍କୁ ଜଙ୍ଗଲ ଭିତରୁ ଗିରଫ କରିଛି କୋଇଡା ପୋଲିସ। ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ଡେଙ୍ଗୁଳା ପଞ୍ଚାୟତର କୁଲା ଗ୍ରାମର ମୁଣ୍ଡା ବସ୍ତିରେ…
ହତ୍ୟାକାରୀଙ୍କୁ ଗିରଫ ଦାବିରେ ଥାନା ଘେରିଲେ ମହିଳା
ସୁନ୍ଦରଗଡ,୧।୫(ଡି.ଏନ୍.ଏ.): ସୁନ୍ଦରଗଡ ସରକାରୀ କଲେଜ ରୋଡରେ ଶୁକ୍ରବାର ରାତିରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରବିବାର ମହନ୍ତିଆ ପଡାର ମହିଳାମାନେ ଏକାଠି ହୋଇ ଟାଉନ ଥାନା ଘେରାଉ କରିଥିଲେ। ଗୁଳିକାଣ୍ଡରେ ମହନ୍ତିଆପଡ଼ାର ମୁରାରୀ ତନ୍ତୀଙ୍କ ମୃତ୍ୟୁ ଘଟିଥିଲା।…
ଏଣିକି ଟ୍ରାଫିକ ନିୟମ ଉଲ୍ଲଂଘନ କଲେ କଟିବ ଚାଲାଣ
ସୁନ୍ଦରଗଡ଼,୧ା୫(ଡି.ଏନ୍.ଏ.): ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ଏଥର ଚାଲାଣ କଟିକ। ମେ’ ପହିଲାରୁ ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଟ୍ରାଫିକ ନିୟମ କଡ଼ାକଡ଼ି ଭାବେ ଲାଗୁ କରାଯାଉଛି। ସହରରେ ଟ୍ରାଫିକର ସୁପରିଚାଳନା ଲାଗି ସ୍ବୟଂଚାଳିତ ଟ୍ରାଫିକ୍ ଲାଇଟ୍ ବ୍ୟବସ୍ଥା କରାଯାଇଛି। ଗାଡ଼ି…
ମଦ ନିଶାରେ ସ୍ତ୍ରୀଙ୍କ ସହ ବଚସା; ରାଗରେ କଅଁଳ ୩ ଛୁଆଙ୍କୁ କୂଅରେ ଫିଙ୍ଗି ହତ୍ୟା କଲେ ବାପା
ଟେନସା/ବଣାଇଁ,୧।୫(ଡି.ଏନ୍.ଏ./ସ୍ବ.ପ୍ର.): ମଦ ନିଶାରେ କଅଁଳ ୩ଶିଶୁକୁ କୂଅରେ ଫିଙ୍ଗି ହତ୍ୟା କରିଛି ବାପା। ଶନିବାର ରାତିରେ ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କୁଲା ଗ୍ରାମରେ ଏପରି ଏକ ଲୋମ ଟାଙ୍କୁରା ଘଟଣା ଘଟିଛି। ଖବର ପାଇ କୋଇଡା ପୋଲିସ ଘଟଣାସ୍ଥଳରେ…
Archives


