ସୁନ୍ଦରଗଡ଼

ହାତୀ ମୃତ୍ୟୁକୁ ମାନିଲା ବନବିଭାଗ, ୩ ଅଟକ

ବଣାଇ,୧୯ା୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ତଥା ବଣାଇ ବନାଞ୍ଚଳ ଅନ୍ତର୍ଗତ ତେଣ୍ଡରା ଖସଡ଼ା ଜଙ୍ଗଲରେ ଗୁରୁବାର ଘଟିଥିବା ଏକ ଦନ୍ତାହାତୀର ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ବନବିଭାଗ, ପରିଶେଷରେ ଏହି ଦନ୍ତାର ମୃତ୍ୟୁ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି…

ଚାକିରି ଫେରି ପାଇବାକୁ ଅଧିଆ

ସୁନ୍ଦରଗଡ,୧୯ା୧୧(ଡି.ଏନ୍‌.ଏ.): ଚାକିରି ଫେରି ପାଇବା ପାଇଁ ଗୁରୁବାର ଜଣେ ଆଦିବାସୀ ମହିଳା ସୁନ୍ଦରଗଡ଼ ଜିଲାପାଳଙ୍କ ଅଫିସ ସମ୍ମୁଖ ବାରଣ୍ଡାରେ ମୁହଁମାଡି ଶୋଇ ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି ା ପରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଆସି ତାଙ୍କୁ ତଳୁ ଉଠାଇ…

ସୁନ୍ଦରଗଡ଼ରେ ମମିତା ତାତି

ସୁନ୍ଦରଗଡ,୧୨।୧୧(ଡି.ଏନ୍‌.ଏ.): ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବିରେ କଂଗ୍ରେସର ୬ ଘଣ୍ଟିଆ ବନ୍ଦ ପାଳନ ସୁନ୍ଦରଗଡ଼ରେ ଶାନ୍ତିପୂର୍ଣ୍ଣ ଭାବେ ଦେଖିବାକୁୁ ମିଳିଛି। ହାଇକୋର୍ଟଙ୍କ ଆଦେଶ ମୁତାବକ କଂଗ୍ରେସ କର୍ମୀମାନେ ପିକେଟିଂ ନ କରି ଡିଆରଡିଏ ଛକରେ…

ଭୁଲ୍‌ ରକ୍ତ ନେଲା ଜୀବନ, ଡାକ୍ତରଖାନା ପରିସରରେ ଉତ୍ତେଜନା

ରାଉରକେଲା,୧୨ା୧୧(ଡି.ଏନ୍‌.ଏ.): ରାଉରକେଲା ସରକାରୀ ଡାକ୍ତରଖାନାରେ ଏକ ଅଭାବନୀୟ ଘଟଣା ଘଟିଛି। ଭୁଲ ରକ୍ତ ପ୍ରଦାନ ଯୋଗୁ ରାରକେଲା ସରକାରୀ ଡାକ୍ତରଖାନା ମହିଳା ମେଡିଶିନ୍‌ ଓ୍ବାର୍ଡରେ ବେଡ୍‌ ନମ୍ବର ୧୫୮ରେ ଚିକିତ୍ସିତ ସରୋଜିନୀ କାଖ୍‌(୨୫) ଚିକିତ୍ସିତ ହେଉଥିଲେ। ଗତ ୧୦ ତାରିଖରେ ସିକ୍‌ଲିନ୍‌…

ଠାକୁରଙ୍କୁ ବି ଛାଡିଲେନି: ନେଇ ଗଲେ ରୁପା ନାଗ

ସୁନ୍ଦରଗଡ଼,୧୦।୧୧(ଡି.ଏନ୍‌.ଏ.): ଦେବ ଦେବ ମହାଦେବଙ୍କୁ ବି ଛାଡିଲେନି ଦୁର୍ବୃତ୍ତ। ଶେଷରେ ବୁଲାଇଦେଲେ କଳାକନା । ସୁନ୍ଦରଗଡ଼ ଟାଉନ ଥାନା ଅନ୍ତର୍ଗତ ମହାଦେବ ପଡ଼ା ଇବ୍‌ ନଦୀ କୂଳରେ ଥିବା ବାବା ଚନ୍ଦ୍ରଶେଖର ମହାଦେବଙ୍କ ମନ୍ଦିରରୁ ମଙ୍ଗଳବାର ରାତିରେ ଚୋରି ହୋଇଛି ।…

ବାପା ପୋଲିସରେ, ପୁଅ ଆକ୍ସିସ ବ୍ୟାଙ୍କରୁ ଲୁଟ୍‌ କରି ଫସିଲେ

ସୁନ୍ଦରଗଡ଼,୯।୧୧(ଡି.ଏନ୍‌.ଏ.): ପୋଲିସ ବାପାଙ୍କ ସର୍ଭିସ ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍‌ କରିବା ପଡ଼ିଛି ମହଙ୍ଗା। ଲୁଟେରାଙ୍କୁ କାବୁ କରିଛି ପୋଲିସ। ସୁନ୍ଦରଗଡ଼ ଟାଉନ୍‌ ଥାନା ଆକ୍ସିସ ବ୍ୟାଙ୍କରୁ ମଙ୍ଗଳବାର ବନ୍ଧୁକ ଦେଖାଇ ପାଖାପାଖି ୧୫ ଲକ୍ଷ ଟଙ୍କା ଲୁଟ୍‌ କରି ଚମ୍ପଟ…

ବୋହୂଙ୍କୁ ଫେରାଇ ଆଣିବାକୁ କହିବାରୁ ମା’ଙ୍କୁ ହତ୍ୟା

ସୁନ୍ଦରଗଡ଼,୭ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅଧୀନ ମନଭଲାପଡ଼ାରେ ମଦ୍ୟପ ପୁଅ ନିଜ ମା’ଙ୍କୁ ଇଟାରେ ପିଟି ପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଉକିଆ ବାର୍ଲା (୬୫)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ…

ବାଲିଶଙ୍କରା ସେକ୍ସନରେ ହାତୀ ଉପଦ୍ରବ: ଭାଙ୍ଗିଲା ଘର

ବାଲିଶଙ୍କରା,୨।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ସେକ୍ସନ କଛାରଯୋର ଗ୍ରାମରେ ସୋମବାର ରାତିରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ହାତୀ ଗାଁର ଶ୍ରୀଧର ଦଣ୍ଡସେନାଙ୍କ ଘର ଭାଙ୍ଗିଥିବା ବେଳେ ଅନେକ ଫସଲ ନଷ୍ଟ କରିଛି। ରାତିରେ ଶ୍ରୀଧର ଶୋଇଥିବା ବେଳେ ବଣୁଆ ହାତୀପଲ…

ନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଛାତ୍ର

ରାଉରକେଲା,୩୧ା୧୦(ଡି.ଏନ): ନଦୀରେ ସାଙ୍ଗମାନଙ୍କ ସହ ଗାଧୋଉଥିବା ବେଳେ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ର ପାଣିରେ ବୁଡ଼ି ନିଖୋଜ ହୋଇଛନ୍ତି। ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ନିଖୋଜ ଥିବା ଛାତ୍ର ବିବେକ ସିଂହ ରାଉରକେଲାର…

ପ୍ରେମିକାଙ୍କୁ ପ୍ରତାରଣା, ଜେଲ ଗଲେ ପ୍ରେମିକ

କୁତ୍ରା୨୫।୧୦(ଡି.ଏନ.ଏ): ପ୍ରେମିକାଙ୍କୁ ପ୍ରତାରଣା କରିଥିବା ସୁନ୍ଦରଗଡ଼ ଜିଲା କୁତ୍ରା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ପୋଲିସ ଝରେନ ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୋଗ ମୁତାବକ, ଜଣେ ଯୁବତୀଙ୍କ ସହ ଯୁବକଙ୍କ ପ୍ରେମ ସମ୍ପର୍କ ଗଢିଉଠିଥିଲା। ପରେ ସେ…

ଦୁଆର ମୁହଁରୁ ନେଇଗଲେ ବାଇକ୍‌

ରାଉରକେଲା ଅଫିସ,୨୨।୧୦: ସେକ୍ଟର-୧୯ ସ୍ଥିତ ଏ’ ବ୍ଲକ କ୍ୱାଟର୍ସର ଦୁଆର ମୁହଁରୁ ଏକ ବାଇକ୍‌ ଚୋରି ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଯୁବକ ହେଲେ ଭବାନୀ ବାଗ(୨୯)।…

ଅନ୍ତିମ ସତ୍କାର କରାଇ ଦେଲେନି ମହୁମାଛି

କୁତ୍ରା,୨୧।୧୦(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗ ମାର୍ଟିନପଡା ଗ୍ରାମରେ ମହୁମାଛି ଆକ୍ରମଣରେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ନେଲସନ ସମାଧ, ଆନନ୍ଦ ମାସି ସମାଧ, ମନସିତ କାଣ୍ଡୁଲାନା, ବିନକା ଲୁଗୁନ, ସୁଚିତା ଗୁଡ଼ିଆ, ହର୍ଷିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri