ସୁନ୍ଦରଗଡ଼

ପଶ୍ଚିମ ଓଡ଼ିଶାରେ ନୂଆଁଖାଇ: ମା’ ସମଲେଇ, ଶିଖରବାସିନୀଙ୍କ ପାଖେ ନବାନ୍ନ ଲାଗି

ସୁନ୍ଦରଗଡ଼,୩।୯(ଡି.ଏନ୍‌.ଏ): ସୁନ୍ଦରଗଡ଼ର ପୁରପଲ୍ଲୀରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଛି । ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ଓ ରାଜପରିବାରର ଆରାଧ୍ୟା ଦେବୀ ମା’ ଶିଖରବାସିନୀଙ୍କଠାରେ ମଙ୍ଗଳବାର ଧାର୍ଯ୍ୟ ଲଗ୍ନ ଅନୁଯାୟୀ ନବାନ୍ନ ଲାଗି...

ସଡକ ଦୁର୍ଘଟଣାରେ ୨ ଏନଟିପିସି କର୍ମଚାରୀଙ୍କ ଜୀବନ ଗଲା

ସୁନ୍ଦରଗଡ଼, ୩।୯(ଡି.ଏନ.ଏ.): ସୁନ୍ଦରଗଡ଼ ବାଲିଯୋରୀ ଛକରେ ମଙ୍ଗଳବାର ଏକ ସଡକ ଦୁର୍ଘଟଣାରେ ଦୁଇଜଣ ଏନଟିପିସି କର୍ମଚାରୀଙ୍କ ମୃତ ଘଟିଛି। ସେମାନେ ହେଲେ ସସ୍ମିତା କବିରାଜ ଓ ସୂର୍ଯ୍ୟକାନ୍ତ। ଉଭୟ କର୍ମଚାରୀ ଏକ ସ୍କୁଟି ଯୋଗେ ସୁନ୍ଦରଗଡ଼ରୁ ଦର୍ଲିପାଲି ଫେରୁଥିବାବେଳେ ଏମସିଏଲରୁ...

ଆରଏସ୍‌ପି କ୍ୱାଟର୍ସରୁ ସେକ୍ସ ରାକେଟ ଠାବ: ୫ ଗିରଫ

ରାଉରକେଲା ଅଫିସ୨।୯: ରାଉରକେଲା ସେକ୍ଟର-୧୭ ଅଞ୍ଚଳରେ ଏକ ଆରଏସ୍‌ପି କ୍ୱାଟର୍ସରେ ବେଧଡ଼କ ଚାଲୁଥିବା ସେକ୍ସ ରାକେଟ ଠାବ କରାଯାଇଛି। ରବିବାର ବିଳମ୍ବିତ ରାତିରେ ଉକ୍ତ ସ୍ଥାନରେ ସେକ୍ସ ରାକେଟ ଚାଲୁଥିବା ଖବର ପାଇ ସେକ୍ଟର-୧୫ ଥାନା ପୋଲିସ କ୍ୱାଟର୍ସରେ ପହଞ୍ଚି...

ଇଲେକ୍ଟ୍ରି ଦୋକାନରେ ଅଗ୍ନିକାଣ୍ଡ:୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ସହ ଜଳିଗଲା ନଗଦ ୨ ଲକ୍ଷ

ଟେନ୍‌ସା,୧।୯ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କୋଇଡ଼ା ଛକରେ ଶନିବାର ବିଳମ୍ବିତ ରାତିରେ ଏକ ଇଲେକ୍ଟ୍ରି ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ ଦୋକାନର ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ସହିତ ନଗଦ ୨ ଲକ୍ଷ...

ବଜ୍ରପାତରେ ଆହତ ଯୁବକଙ୍କ ମୃତ୍ୟୁ

ବଡ଼ଗାଁ,୩୦।୮(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ପାମରା ଗ୍ରାମର ୪ ଜଣ ଯୁବକ ଗତ ରବିବାର ଏକମା ଗାଁରୁ ପାମରାକୁ ଚାଲିକି ଆସୁଥିବାବେଳେ ଅପରାହ୍ନରେ ଜୁନାପଡ଼ା ନିକଟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ବିନୋଦ ପୋଢ଼(୩୨) ନାମକ ଜଣେ...

୨ ସ୍କୁଲ, ଘର ଭାଙ୍ଗିଲା ଦନ୍ତା

ବଡ଼ଗାଁ,୨୯।୮(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନ ଜଙ୍ଗଲରେ ଥିବା ୧୬ଟି ହାତୀ ମଧ୍ୟରୁ ଗୋଠଛଡ଼ା ହୋଇଥିବା ଗୋଟିଏ ଦନ୍ତା ବିଭିନ୍ନ ସମୟରେ ଉପଦ୍ରବ କରୁଛି। ପଞ୍ଚରା ଫରେଷ୍ଟ ବିଟ୍‌ ଅଧୀନ କଟଙ୍ଗଝରିଆ ଅଞ୍ଚଳକୁ ଆସି ଆଜି ଘର...

ପଦଯାତ୍ରାରେ ପାକିସ୍ତାନ ଯିବେ ମୁକ୍ତିକାନ୍ତ

ରାଉରକେଲା ଅଫିସ,୨୯।୮: ଦୁଇ ଦେଶ ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଖୁବ୍‌ଶୀଘ୍ର ପାକିସ୍ତାନକୁ ପଦଯାତ୍ରା କରିବେ ରାଉରକେଲାର ଯୁବ ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ। ଏ ନେଇ ବୁଧବାର ସେକ୍ଟର-୨ ସେହେନାଇ ମଣ୍ଡପରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ମୁକ୍ତିକାନ୍ତ...

ହାଇୱା – ଟ୍ରକ ମୁହାଁମୁହିଁ ଧକ୍କା: ୩ ଗୁରୁତର

କୁତ୍ରା, ୨୨।୮ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା କୁତ୍ରା ଦେଇ ଯାଇଥିବା ୧୦ନଂ. ରାଜ୍ୟ ରାଜପଥର କୁତ୍ରା ଥାନା ପାଖରେ ଗୁରୁବାର ଦୁର୍ଘଟଣା ଘଟିଛି। ଭୁଲ ପାର୍ଶ୍ୱରେ ଆସୁଥିବା ଏକ ହାଇୱା ନଂ. ଓଡି ୧୪ ସି- ୬୯୯୧ ସହ ଏକ...

ସଲଙ୍ଗାବାହାଲ ବଜାର ରାସ୍ତା ମରାମତି: ବିଭାଗ କଲାନି, ପୋଲିସ କର୍ମଚାରୀ କରାଇଲେ

କୁଆଁରମୁଣ୍ଡା,୨୨।୮(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର-ସଲଙ୍ଗାବାହାଲ ପୂର୍ତ୍ତ ବିଭାଗ ରାସ୍ତାର ସଲଙ୍ଗାବାହାଲ ବଜାର ନିକଟରେ ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଗତ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ହେଲା ରାସ୍ତା ମରଣଯନ୍ତା ପାଲଟି ଥିଲେ ମଧ୍ୟ ବିଭାଗ ପକ୍ଷରୁ ଏହାର ମରାମତି କାର୍ଯ୍ୟ...

ଠେଲାପେଲା କରିବା ଯୋଗୁ ମହିଳାଙ୍କ ଗର୍ଭପାତ ହୋଇଥିବା ଅଭିଯୋଗ: ସୁନ୍ଦରଗଡ଼ ଏସ୍‌ପିଙ୍କ ନାଁରେ ମାମଲା

ସୁନ୍ଦରଗଡ଼, ୧୮।୮ (ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କନିକା ଗ୍ରାମରେ ଜୁଲାଇ ୪ରେ ଏକ ଦୁର୍ଘଟଣାକୁ କେନ୍ଦ୍ରକରି ଗ୍ରାମବାସୀ ଓ ପୋଲିସ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଥମିବାର ନାଁ ଧରୁନାହିଁ। ପୋଲିସ ସେତେବେଳେ ଫାଣ୍ଡି ଭଙ୍ଗାରୁଜା...

ରାଉରକେଲା ଏନ୍‌ଆଇଟି କ୍ୱାଟର୍ସରୁ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର

ରାଉରକେଲା ଅଫିସ, ୧୭।୮: ରାଉରକେଲାସ୍ଥିତ ଜାତୀୟ ବୈଷୟିକ ଶିକ୍ଷାନୁଷ୍ଠାନ(ଏନ୍‌ଆଇଟି) କ୍ୱାଟର୍ସରୁ ଶନିବାର ଏକ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ ଏନ୍‌ଆଇଟିର ସହକାରୀ ପ୍ରଫେସର ଆର୍‌. ଜୟବାଲାନ(୪୫) ଓ ସ୍ତ୍ରୀ ମାଳିନୀ। ଜୟ ବାଲାନ ଲାଇଫ ସାଇନ୍ସରେ ବୈଜ୍ଞାନିକ...

ସାପ କାମୁଡ଼ାରେ ଭଉଣୀଭାଇଙ୍କ ମୃତ୍ୟୁ

ସୁନ୍ଦରଗଡ଼, ୧୨।୮ (ଡି.ଏନ.ଏ.) -ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସବ୍‌ଡେଗା ବ୍ଲକ ସୁବଲିୟା ନବରଙ୍ଗପୁର ବସ୍ତିରେ ସାପ କାମୁଡାରେ ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବର୍ଷା ଦଣ୍ଡସେନା (୧୩) ଓ ଅବିନାଶ ଦଣ୍ଡସେନା (୮)। ରବିବାର ରାତିରେ ଉଭୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri