ସୁନ୍ଦରଗଡ଼

ସରିଲା ନିର୍ବାଚନ: ଭୋଟ୍‌ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌

ସୁନ୍ଦରଗଡ଼,୨୪ା୨(ଡି.ଏନ୍‌.ଏ.): ଗୁରୁବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ସୁନ୍ଦରଗଡ ଜିଲାରେ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଛି। ସୁନ୍ଦରଗଡ଼ ସଦର,ଟାଙ୍ଗରପାଲି ଏବଂ ଗୁରୁଣ୍ଡିଆ ବ୍ଲକର ୬ଟି ଜିଲା ପରିଷଦ ଜୋନ୍‌ ଏବଂ ୪୨ଟି ପଞ୍ଚାୟତର ୫୫୦ଟି…

ପ୍ରଚାର ଅବଧି ଶେଷ ପରେ ବି ଘରକୁ ଘର ବୁଲୁଛନ୍ତି ଏମ୍‌ପି, ଘେରିଲେ ଭାଜପା କର୍ମୀ

ସୁନ୍ଦରଗଡ଼,୨୩ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୁନ୍ଦରଗଡ଼ ଜିଲାର ସଦର, ଟାଙ୍ଗରପାଲି ଓ ଗୁରଣ୍ଡିଆ ବ୍ଲକର ୬ଟି ଜିଲାପରିଷଦ ଜୋନ୍‌ରେ ଗୁରୁବାର ଅନ୍ତିମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏଥିପାଇଁ ମଙ୍ଗଳବାର ସନ୍ଧ୍ୟାଠାରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏହା ପରେ…

ସୁୁନ୍ଦରଗଡ଼ ଜିଲାରେ ୬୭୪ଟି ବୁଥରେ ଚାଲିଛି ମତଦାନ

ସୁନ୍ଦରଗଡ଼,୨୨।୨(ଡି.ଏନ୍‌.ଏ): ସୁନ୍ଦରଗଡ ଜିଲାରେ ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମଙ୍ଗଳବାର ୨୨ତାରିଖ ଭୋଟ ଗ୍ରହଣ ହେଉଛି। ଏହି ନିର୍ବାଚନରେ ଜିଲାର ହେମଗିର, ଲେଫ୍ରିପଡା ଏବଂ ଲହୁଣୀପଡା ବ୍ଲକର ୬ଟି ଜିଲା ପରିଷଦ ଜୋନ୍‌ରେ ମୋଟ ୨୯ଜଣ ଜିଲା ପରିଷଦ, ୫୩…

ଭୋଟ ପାଇଁ ଖଟିଆରେ ଆସିଲେ ବୃଦ୍ଧ

କୁତ୍ରା,୧୮।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଚାଲିଛି। ଗଣତନ୍ତ୍ରର ଏହି ପର୍ବରେ ନିଜ ଅଧିକାର ସାବ୍ୟସ୍ତ କରୁଛନ୍ତି ଜନସାଧାରଣ। ତେବେ କୁତ୍ରା ପଞ୍ଚାୟତର ଡାହିଜିରା ଗ୍ରାମରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ…

ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା

ସୁନ୍ଦରଗଡ଼,୧୮।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଭୋଟ ଗ୍ରହଣ ଚାଳିଛି। ଜିଲାର ସବଡେଗା, କୁତ୍ରା, ନୂଆଁଗାଁ ଏବଂ ବିଶ୍ରା ବ୍ଲକର ୮ଟି ଜିଲାପରିଷଦ ଜୋନ୍‌ରେ ୨୫୩୮୬୧ ମତଦାତା ୮୨୨ ଭୋଟ ଗ୍ରହଣ କେନ୍ଦ୍ରରେ ନିଜର ମତଦାନ ଅଧିକାର…

ଦନ୍ତାହାତୀର ମୃତ୍ୟୁ, ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା

ଟେନ୍‌ସା,୧୭।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଜରଡ଼ା ରେଞ୍ଜ ଅନ୍ତର୍ଗତ କଂସର ସେକ୍‌ସନ ରାଇପୁରୀ ସଂରକ୍ଷିତ ଜଙ୍ଗଲରେ ଗୁରୁବାର ଏକ ଦନ୍ତାହାତୀର ମୃତ୍ୟୁ ଘଟଛି। ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ବନ ବିଭାଗ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ…

ମତଦାନରୁ ବଞ୍ଚିତ ହେଲେ ଭୋଟର

କୁଆଁରମୁଣ୍ଡା,୧୬।୨(ଡି.ଏନ.ଏ.)-ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ବୁଧବାର ଅନୁଷ୍ଠିତ ହୋଇତ୍ଲା। ଏହି ପର୍ଯ୍ୟାୟରେ ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ବ୍ଲକର ୨ଟି ଜିଲା ପରିଷଦ ଜୋନ୍‌ ରହିଛି ା କୁଆଁରମୁଣ୍ଡା ବ୍ଲକର ସଦର ପଞ୍ଚାୟତରେ ଥିବା ୨୩ଟି ୱାର୍ଡରେ ମୋଟ୍‌ ୯…

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଜାରି: ସାଢ଼େ ୧୦ଟା ସୁଦ୍ଧା ୧୦ ପ୍ରତିଶତ ଭୋଟିଂ

ସୁନ୍ଦରଗଡ,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବୁଧବାର ସୁନ୍ଦରଗଡ଼ ଜିଲାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଜିଲାର ବଡଗାଁ, କୁଆରମୁଣ୍ଡା, ବଣାଁଇଗଡ ଏବଂ ଲାଠିକଟା ବ୍ଲକର ୯ଟି ଜିଲା ପରିଷଦ ଜୋନରେ ବର୍ତ୍ତମାନ ସୁଦ୍ଧା ଶାନ୍ତି…

ବିଧବାଙ୍କୁ ବଳାତ୍କାର

ଲହୁଣୀପଡ଼ା,୧୫।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଟିକି ପାତ୍ର(୩୭)ଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ମହିଳା ଜଣକ ଘରେ ଏକୁଟିଆ ଥିଲେ।…

ଇନ୍‌ଷ୍ଟାଗ୍ରାମରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ

ରାଉରକେଲା ଅଫିସ,୧୪।୨: ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ ଉଦିତନଗର ସାଇବର ଥାନା ପୋଲିସ ଅଭିଯୁକ୍ତଙ୍କୁ ରାଞ୍ଚିରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଅମିତ କୁମାର ମହାତୋ(୨୬)। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଅମିତ ରାଉରକେଲା ଅଞ୍ଚଳର…

ଗିରଫ ହେଲେ ସୁନ୍ଦରଗଡ଼ ଏଡିଏମ୍‌

ଭୁବନେଶ୍ୱର/ସୁନ୍ଦରଗଡ଼,୧୩ା୨(ବ୍ୟୁରୋ/ଡି.ଏନ୍‌.ଏ.): ସୁନ୍ଦରଗଡ଼ର ଅତିରିକ୍ତ ଜିଲାପାଳ ବିଶ୍ୱଜିତ ମହାପାତ୍ର ଶେଷରେ ଗିରଫ ହୋଇଛନ୍ତି। ଦୁର୍ନୀତି ନିବାରଣ ଆଇନ ଆଧାରରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ରବିବାର ତାଙ୍କୁ ଭୁବନେଶ୍ୱରର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ବିଶ୍ୱଜିତଙ୍କ ସ୍ତ୍ରୀଙ୍କ ବିରୋଧରେ ମଧ୍ୟ ଭିଜିଲାନ୍ସ…

ପ୍ରାର୍ଥୀଙ୍କ ପାଇଁ କରମା ନାଚିଲେ ବିଧାୟିକା

ସୁନ୍ଦରଗଡ଼, ୧୩।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ହେଉଛି ସୁନ୍ଦରଗଡ଼ର ରାଜନୀତି। ଶନିବାର ଭାଜପା ଜିଲା ପରିଷଦ ପ୍ରାର୍ଥୀଙ୍କ ଲାଗି ପ୍ରଚାରରେ ସାମିଲ ହୋଇ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଅଞ୍ଚଳର ପ୍ରସିଦ୍ଧ ‘କରମା’ ନୃତ୍ୟ ପରିବେଷଣ କରିଥିବା ଦେଖିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri