ଦୀପାବଳି

ଅସତୋ ମା ସଦ୍‌ଗମୟ, ତମସୋ ମା ଜ୍ୟୋତିର୍ଗମୟ…

ଆଲୋକର ପର୍ବ ଦୀପାବଳି। ଏହି ଦିନଟିକୁ ସମସ୍ତେ ଦୀପ, ମହମବତି ଓ ବିଭିନ୍ନ ରଙ୍ଗବେରଙ୍ଗର ଲାଇଟ୍‌ ଜଳାଇ, ବାଣଫୁଟାଇ ବେଶ୍‌ ଧୁମଧାମରେ ପାଳନ କରିଥା’ନ୍ତି। ପିଠା, ମିଠା ବଣ୍ଟନର ଆନନ୍ଦରେ ବିଭୋର ହୋଇଥା’ନ୍ତି। ପ୍ରତିବର୍ଷ ଭାରତ ବର୍ଷରେ ଏହି ପର୍ବ ପାଳନ…

ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧୦:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ଦୀପାବଳି ପାଳନର ଅବ୍ୟବହିତ ପୂର୍ବରୁ ରବିବାର ସନ୍ଧ୍ୟାରେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳୀ ଅବସରରେ ରାଜ୍ୟର ଭଉଣୀଭାଇମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ।…

ଦୀପାବଳିରେ କରନ୍ତୁ ଏହି କାମ, ମା’ ଲକ୍ଷ୍ମୀଙ୍କ କୃପାରୁ ହେବ ଧନ ବର୍ଷା

ଚଳିତବର୍ଷ ସୋମବାର ପାଳନ କରାଯିବ ଦୀପାବଳି। ଏହି ଦିନକୁ ଦେବୀ ଲକ୍ଷ୍ମୀଙ୍କ ପୂଜା ପାଇଁ ବହୁତ ଶୁଭ ବୋଲି ବିବେଚନା କରାଯାଏ। ଏହା ମଧ୍ୟ ବିଶ୍ୱାସ କରାଯାଏ ଯେ, ଭଗବାନ ରାମ ଏହି ଦିନ ୧୪ ବର୍ଷର ବନବାସ ଶେଷ କରି…

ବାଣଫୁଟାକୁ ନେଇ ଆସିଲା ଗାଇଡ୍‌ଲାଇନ୍‌: ରାତି ୯ଟା ପରେ ବାଣ ଫୁଟାଇଲେ…

ଭୁବନେଶ୍ୱର,୧୮ା୧୦: ଦୀପାବଳିରେ ବାଣଫୁଟାକୁ ନେଇ ଆସିଲା ଗାଇଡ୍‌ଲାଇନ୍‌। ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଏନେଇ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ଉଚ୍ଚ ଶଦ୍ଦ ସମ୍ପନ୍ନ ବାଣ ଫୁଟାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ସବୁଜ ବାଣ ଫୁଟାଇବା ପାଇଁ ପୋଲିସ ସମସ୍ତଙ୍କୁ…

ରେଳ କର୍ମଚାରୀଙ୍କୁ ସରକାରଙ୍କ ବଡ଼ ଉପହାର: ଦଶହରାରେ ନୁହେଁ ଏହିଦିନ ମିଳିବ ୭୮ ଦିନର ବୋନସ୍‌

ନୂଆଦିଲ୍ଲୀ,୨୪ା୯: କେନ୍ଦ୍ର କ୍ୟାବିନେଟ ରେଳ କର୍ମଚାରୀଙ୍କୁ ଏକ ବଡ଼ ଉପହାର ଦେଇଛି। ବୁଧବାର ଅନୁଷ୍ଠିତ ଏକ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରୀୟ କ୍ୟାବିନେଟ୍‌ ୧୦.୯୧ ଲକ୍ଷରୁ ଅଧିକ ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ ଭାବରେ ୧,୮୬୫.୬୮ କୋଟି…

ଆଜି ଶ୍ରୀମନ୍ଦିରରେ ଦୀପାବଳି, ବଡ଼ବଡୁଆଙ୍କୁ ଡାକିବେ ଭକ୍ତ

ପୁରୀ,୧ା୧୧: ଶୁକ୍ରବାର ଶ୍ରୀମନ୍ଦିରରେ ଦୀପାବଳି ପାଳନ ହେବ। ଏଥିସହିତ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡୁଆଙ୍କୁ ଡାକିବେ।  ଚଳିତବର୍ଷ ଦୀପାବଳି ଅମାବାସ୍ୟା ପାଳନ ଓ ପୟାଶ୍ରାଦ୍ଧ ପାଳନକୁ ନେଇ ଦ୍ୱନ୍ଦ୍ୱ ଉପୁଜୁଥିବା ପରିଲକ୍ଷିତ ହୋଇଛି। ଓଡ଼ିଶାରୁ ପ୍ରକାଶ ପାଉଥିବା ଏକାଧିକ ପାଞ୍ଜି…

ଗାଁରେ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ, ବଜାଇଲେ ମାର୍ଦ୍ଦଳ

ଭୁବନେଶ୍ୱର/କେନ୍ଦୁଝର,୧ା୧୧: ଦୀପାବଳି ଉତ୍ସବରେ ସାମିଲ ହେବାକୁ ମୋହନ ଚରଣ ମାଝୀ ଗୁରୁବାର ନିଜ ଗାଁ କେନ୍ଦୁଝରର ରାଇକଳାରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଘରେ ପହଞ୍ଚି ପଇଡ଼ ପାଣି ପିଇବା ସହ ମିଠା ମଧ୍ୟ ଖାଇଥିଲେ। ଏହା ସହ ସେ ଗାଁ ମହୋତ୍ସବରେ ସାମିଲ…

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଗାଁରେ ପରିବାର ଲୋକଙ୍କ ସହ ପାଳିବେ ଦୀପାବଳି

କେନ୍ଦୁଝର,୩୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ସେଠାରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର…

ଫୁଟ୍‌ପାଥରୁ ଦୀପାବଳି ପାଇଁ ପୂଜା ସାମଗ୍ରୀ କିଣିଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ପ୍ରତିବର୍ଷ…

ଭୁବନେଶ୍ୱର,୩୧ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଧର୍ମପତ୍ନୀ ଡ. ପ୍ରିୟଙ୍କା ମାର୍ଣ୍ଡି ଭୁବନେଶ୍ୱରର ୧ ନଂ ହାଟ ପାଖ ଫୁଟ୍‌ପାଥରୁ ଦୀପାବଳି ପାଇଁ ପୂଜା ସାମଗ୍ରୀ କିଣିଛନ୍ତି। ମୁଖ୍ୟମନ୍ତ୍ରୀ ଦୀପ, ଆଖୁ ଏବଂ ନଡ଼ିଆ ଆଦି ସାମଗ୍ରୀ କିଣିଛନ୍ତି।…

ଭାରତୀୟ ବଂଶୋଦ୍ଭବଙ୍କ ସହ ଆଜି ଦୀପାବଳି ପାଳିବେ ବାଇଡେନ

ଓ୍ବାଶିଂଟନ,୨୮ା୧୦: ଆମେରିକାର ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ ଦୀପାବଳିକୁ କେତେ ପସନ୍ଦ କରନ୍ତି ତାହା ସମଗ୍ର ବିଶ୍ୱ ପୂର୍ବରୁ ମଧ୍ୟ ଦେଖିସାରିଛି। ପ୍ରତିବର୍ଷ ଏଠାରେ ଦୀପାବଳିର ମହୋତ୍ସବ ପାଳନ କରାଯାଏ। ଏଥର ମଧ୍ୟ ଆଜି ଅର୍ଥାତ୍‌ ସୋମବାର ଦୀପାବଳିକୁ ‘ହ୍ବାଇଟ୍‌ ହାଉସ୍‌’ରେ…

ରାଜନୈତିକ ଉଷ୍ମତା ମଧ୍ୟରେ ସମାଜବାଦୀ ପାର୍ଟି ବିଧାୟକଙ୍କ ଘରେ ପହଞ୍ଚିଲେ ଶାାହା, ସାମ୍ନାକୁ ଆସିଲା ଭିଡିଓ

ରାଏବରେଲି,୧୨।୫: ୨୦୨୪ ଲୋକ ସଭା ନିର୍ବାଚନ ମଧ୍ୟରେ ରାଏବରେଲି ଗସ୍ତରେ ଆସିଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସମାଜବାଦୀ ପାର୍ଟି ବିଧାୟକ ମନୋଜ ପାଣ୍ଡେଙ୍କ ଘରେ ପହଞ୍ଚିଥିଲେ। ଏଠାରେ ସେ ଏସପି ବିଧାୟକଙ୍କ ପରିବାର ସଦସ୍ୟଙ୍କୁ ଭେଟିଥିଲେ। ଏହା ସହିତ ରାଏବରେଲିର ଭାଜପା…

ଧନତେରାସ୍‌ ପୂର୍ବରୁ ଏହିଦିନ କରନ୍ତୁ ଶପିଂ, ରହିବନି ଧନର ଅଭାବ

ନଭେମ୍ବର ଆସିବା ମାତ୍ରେ ଚାରିଆଡ଼େ ଦୀପାବଳିର ମାହୋଲ ଦେଖିବାକୁ ମିଳେ। ଏହା ସହିତ ବଜାର ମଧ୍ୟ ବେଶ୍‌ ଭିଡ଼ ରହେ। ଏବେଠାରୁ ଦୋକାନୀମାନେ ଧନତେରାସ୍‌ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଲେଣି। ତେଣୁ ସେହି ସମୟରେ ସାଧାରଣ ଲୋକମାନେ ମଧ୍ୟ ଶପିଂ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri