ଦୀପାବଳି

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଆଲୋକର ପର୍ବ ଦୀପାବଳି ଏବଂ ପବିତ୍ର କାଳୀପୂଜା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଗ୍ର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆଲୋକର ପର୍ବ ଦୀପାବଳି ଓ ପବିତ୍ର କାଳୀପୂଜା ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ନିଜ…

୫୪ ବର୍ଷରେ ମଝିପଡ଼ା କାଳୀପୂଜା: ହିନ୍ଦୁ ମୁସଲିମ୍‌ ଭାଇଚାରାର ବାର୍ତ୍ତା ଦିଏ

ସୋନପୁର,୨୪।୧୦(ନି.ପ୍ର.): ସୁବର୍ଣ୍ଣପୁର ସହର ମଝିପଡାରେ ୫୪ତମ ସାର୍ବଜନୀନ କାଳୀପୂଜା ୨୪ ତାରିଖ ସୋମବାର ରାତିରୁ ଆରମ୍ଭ ହେବ। ରାମଧୂନ କ୍ଲବ ମଝିପଡା ପକ୍ଷରୁ ଏହି ପୂଜା ମହୋତ୍ସବ ମହା ସମାରୋହରେ ଆୟୋଜିତ ହେବ ବୋଲି ପୂଜା କମିଟି ପକ୍ଷରୁ ରବିବାର ଏକ…

ରାତି ୮ରୁ ୧୦ ଫୁଟିବ ବାଣ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଦୁଇବର୍ଷର କରୋନା କଟକଣା ପରେ ଚଳିତ ବର୍ଷ ଆଲୋକର ପର୍ବ ଦୀପାବଳୀକୁ ସହରବାସୀ ବଡ଼ ଧୁମ୍‌ଧାମ୍‌ର ସହ ପାଳନ କରିବାକୁ ଚାହିଁ ବସିଛନ୍ତି। ଏଥର ବାଣ ଫୁଟାଇବାକୁ ଅନୁମତି ଥିବାରୁ ଆତସବାଜିରେ ପ୍ରକମ୍ପିତ ହେବ ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର।…

ଭାରତର ଏହି ରାଜ୍ୟରେ ପାଳନ କରାଯାଏ ନାହିଁ ଦୀପାବଳି

ଭାରତର ଅନେକ ରାଜ୍ୟରେ ଆଲୋକର ପର୍ବ ଦୀପାବଳି ବେଶ୍‌ ଉତ୍ସାହ ଉଦ୍ଦୀପନା ସହ ପାଳନ କରାଯାଉଥିବା ବେଳେ ଏମିତି ଏକ ରାଜ୍ୟ ଅଛି ଯେଉଁଠି ଦୀପାବଳି ପାଳନ କରାଯାଏ ନାହିଁ। ଅନ୍ୟ ରାଜ୍ୟର ଲୋକମାନେ ଉତ୍ସାହର ସହିତ ଏହି ଆଲୋକର ପର୍ବକୁ…

୧୩୦ କୋଟି ଭାରତବାସୀଙ୍କ ଶୁଭକାମନା ଆଣିଛି, ଯବାନଙ୍କୁ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସୁରକ୍ଷା ବାହିନୀ ସହିତ ତାଙ୍କର ଦିୱାଲୀ ପାଳନ କରିଛନ୍ତି। ପ୍ରଧାନମନ୍ତ୍ରୀ ଜମ୍ମୁ-କଶ୍ମୀରର ରାଜୌରୀ ଜିଲାର ନୋଶେରା ସେକ୍ଟରରେ ପହଞ୍ଚି ସୈନିକମାନଙ୍କ ସହିତ…

ସନ୍ଧ୍ୟା ୬ଟା ୧୫ରେ ‘ମୁହୂର୍ତ୍ତ ଟ୍ରେଡିଂ’, ୭ଟା ୧୫ରେ ହେବ ବନ୍ଦ…

ମୁମ୍ବାଇ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ଗୁରୁବାର, ପ୍ରତିବର୍ଷ ଭଳି ପରମ୍ପରା ଅନୁସାରେ ଷ୍ଟକ ମାର୍କେଟରେ ଏକ ଭିନ୍ନ ବ୍ୟବସାୟ ହେବ। ପାରମ୍ପାରିକ ‘ମୁହୂର୍ତ୍ତ ଟ୍ରେଡିଂ’ ପାଇଁ ଷ୍ଟକ ଏକ୍ସଚେଞ୍ଜ ସନ୍ଧ୍ୟାରେ ଘଣ୍ଟାଏ ପାଇଁ ଖୋଲିବ। ସନ୍ଧ୍ୟା ୬ଟା ୧୫ରେ ‘ମୁହୂର୍ତ୍ତ…

ବିଦେଶରେ ଥାଇ ବି ଦୀପାବଳିକୁ ଭୁଲିନାହାନ୍ତି ପ୍ରିୟଙ୍କା, ପ୍ରଶଂସକଙ୍କ ପାଇଁ ଲେଖିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସ୍ବାମୀ ନିକ୍‌ ଜୋନାସଙ୍କ ସହ ଲସ୍‌ଏଞ୍ଜେଲସରେ ରହୁଛନ୍ତି। କିନ୍ତୁ ଏହି ଅଭିନେତ୍ରୀ ଭାରତୀୟ ସଂସ୍କୃତିକୁ ଆଦୌ ଭୁଲିନାହାନ୍ତି। ଅନେକ ଥର ପ୍ରିୟଙ୍କା ପ୍ରମାଣ କରିଛନ୍ତି ଦେଖାଇଛନ୍ତି, ସେ ହୁଏତ ବିଦେଶରେ ରହୁଥାଇପାରନ୍ତି ମାତ୍ର ତାଙ୍କ…

ସବୁଜ ଦୀପାବଳି

ବୌଦିକ କାଳରୁ ପାଳିତ ହେଉଥିବା ଦୀପାବଳି ଆମ ଭାରତୀୟ ସାଂସ୍କୃତିକ ପରମ୍ପରାର ଏକ ଅନନ୍ୟ ପର୍ବ। କାର୍ତ୍ତିକ ମାସରେ ଏହା ପଡ଼ୁଥିବାରୁ ଲୋକଙ୍କ ପ୍ରାତଃସ୍ନାନ ସାଙ୍ଗକୁ ସାତ୍ତ୍ୱିକ ଆହାର, ଠାକୁର ଦର୍ଶନ, ଭଜନ, କୀର୍ତ୍ତନ ଇତ୍ୟାଦି ଧାର୍ମିକ ଭାବନାକୁ ଆହୁରି ସତେଜ…

ଦୀପ ଜଳାନ୍ତୁ

ବିଭିନ୍ନ ପର୍ବପର୍ବାଣି, ବିଶେଷ କରି ଦୀପାବଳି ପାଳନ ଅବସରରେ ଆମେ ବାଣ ଫୁଟାଇଥାଉ, ଯାହାକି ଅତ୍ୟନ୍ତ ବାୟୁ ପ୍ରଦୂଷଣକାରୀ ବୋଲି ପ୍ରମାଣିତ ହେବାରୁ ବିଗତ ବର୍ଷଠାରୁ ଏହା ବଦଳରେ ତଥାକଥିତ ସବୁଜବାଣ ବ୍ୟବହାର କରାଯାଉଛି। କୁହାଯାଉଛିି ଯେ, ଏହା ୩୦% କମ୍‌…

ଆମେରିକାରେ ହେବ ଦୀପାବଳି ଛୁଟି…

ଓ୍ବାଶିଂଟନ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ଏବେ ଆମେରିକାରେ ବି ଛୁଟି ହେବ। ନ୍ୟୁୟର୍କ ସାଂସଦ କାରୋଲିନ ବି ମାଲୋନିଙ୍କ ନେତୃତ୍ୱରେ ସଦସ୍ୟମାନେ କହିଛନ୍ତି ଯେ ଦୀପାବଳି ଅବସରରେ ସଂଘୀୟ ଅବକାଶ ଘୋଷଣା କରାଯାଉ। ଏନେଇ ପ୍ରତିନିଧି ସଭାରେ ଏକ ବିଧେୟକ…

ଦୀପାବଳିର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି, ପରିବେଶ ସୁରକ୍ଷା ପ୍ରତି ସଚେତନ ରହିବାକୁ ଦେଲେ ପରାମର୍ଶ…

ନୂଆଦିଲ୍ଲୀ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଆଲୋକର ପର୍ବ ସୁଖ ଶାନ୍ତି ଏବଂ ସମୃଦ୍ଧି ଆଣୁ ବୋଲି ସେ କହିଛନ୍ତି। କଳୁଷିତ ଅନ୍ଧକାର ଦୂରେଇ ଯାଇ ସବୁଠାରେ ପବିତ୍ର ପ୍ରକାଶ ବିଦ୍ୟମାନ…

ପ୍ରଥମେ ସୁରକ୍ଷା

ସୋସିଆଲ୍‌ ସାଇଟ୍‌ରେ ଅପ୍‌ଡେଟ୍‌ ରହି ଅଧିକ ଲୋକପ୍ରିୟତା ସାଉଁଟିବାର କ୍ରେଜ୍‌ ଯୁବପିଢ଼ିଙ୍କଠାରେ କେତେ ଅଧିକ ତାହା କେବଳ କହିବାବାହୁଲ୍ୟ। ଏଥିପାଇଁ ସେମାନେ ପ୍ରତିଟି ଅବସର ଅନୁସାରେ ଗେଟ୍‌ଅପ୍‌ ନେବା ସହ ବିଭିନ୍ନ ପୋଜ୍‌ରେ ଫଟୋ ଏବଂ ଭିଡିଓ ନେବାକୁ ପଛାଉନାହାନ୍ତି। ଆଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?