ଦୀପାବଳି

ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ…

ଘରେ ସୁଖଶାନ୍ତି ପାଇଁ ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ ସହିତ ମହାଲକ୍ଷ୍ମୀଷ୍ଟକ ପାଠ କଲେ ସୁଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହି ଦିନ ରାତିରେ ଘରେ ସାତଟି ଗୁଆ ଘିଅ ଦ୍ୱୀପ ଜଳାଇବା ସହିତ ଲକ୍ଷ୍ମୀ ଗଣେଶଙ୍କୁ ପୂଜା କଲେ…

ଦକ୍ଷିଣକାଳୀଙ୍କ ପାଖରେ ଭୋଗ ହୁଏ ପୋହଳା ମାଛ

ରବିବାର କାଳୀ ପୂଜା। ମା’ଶ୍ୟାମାକାଳୀଙ୍କ ଆଗମନକୁ ନେଇ ପୀଠ ଓ ମଣ୍ଡପଗୁଡ଼ିକ ବେଶ୍‌ ଚଳଚଞ୍ଚଳ। ତେବେ କଟକର ପ୍ରସିଦ୍ଧ କାଳିଆବୁଦା ମଶାଣି କାଳୀଙ୍କ ଉପରେ ଏହି ସ୍ବତନ୍ତ୍ର ଉପସ୍ଥାପନା… କଟକର ମହାନଦୀ କୂଳରେ ରହିଛି କାଳିଆବୁଦା ମଶାଣି। ସେଠାରେ ଶ୍ୟାମାକାଳୀ ଓ…

ସୀମାରେ ସୁରକ୍ଷାକର୍ମୀଙ୍କ ଦୀପାବଳି

ଶିଲିଗୁଡି,୨୭।୧୦: ଭାରତ-ବାଂଲଦେଶ ସୀମାରେ ଥିବା ବିଓପି ଫୁଲବାରି ନିକଟରେ ଉଭୟ ଦେଶର ସୀମା ସୁରକ୍ଷା ଯବାନମାନେ ଦୀପାବଳି ଉତ୍ସବକୁ ଅତି ନିଆରା ଢଙ୍ଗରେ ପାଳନ କରିଛନ୍ତି। ଏମାନେ ପରସ୍ପର ମଧ୍ୟରେ ମିଠା ଅଦଳ ବଦଳ କରି ଦୀପାବଳି ଶୁଭକାମନା ଜଣାଇଛନ୍ତି। ଘରଠାରୁ…

ଆଜି ଦୀପାବଳି: କଟକରେ ଆଲୋକ ସୃଷ୍ଟିକାରୀ ବାଣର ଚାହିଦା ବେଶି

କଟକ ଅଫିସ, ୨୭ା୧୦: ଲଘୁଚାପଜନିତ ବର୍ଷା ପରେ ଗତ ଦୁଇଦିନ ହେଲା କଟକ ସହରର ବାଣ ଷ୍ଟଲ୍‌ଗୁଡ଼ିକରେ ଗ୍ରାହକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ବାଣ ଦର ଜାଣିବା ପରେ ଗ୍ରାହକଙ୍କ ମୁହଁରେ ଚିନ୍ତା ଛାଇଯାଉଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ…

ବିଦେଶୀ ପାଳିଲେ ଦୀପାବଳି: ଶବ୍ଦ, ପ୍ରଦୂଷଣ ମୁକ୍ତ ପରିବେଶର ବାର୍ତ୍ତା ବାଣ୍ଟିଲେ

କୋଣାର୍କ, ୨୭ା୧୦(ଡି.ଏନ୍‌.ଏ.): କୋଣାର୍କସ୍ଥିତ କାମତ ହୋଟେଲ ଇଣ୍ଡିଆ ଲିମିଟେଡ୍‌ ସହଯୋଗରେ ରାମଚଣ୍ଡୀସ୍ଥିତ ଲୋଟସ ରିସୋର୍ଟ ପକ୍ଷରୁ ବିଦେଶୀ ପଯର୍‌ୟଟକମାନଙ୍କୁ ନେଇ ଦୀପାବଳି ପାଳନ କରାଯାଇଛି। ଏକ ସଚେତନତା ଧର୍ମୀ ଓ ନିଆରା ପରମ୍ପରାରେ କୋଣାର୍କ ସୂଯର୍‌ୟମନ୍ଦିର ମୂଖ୍ୟଫାଟକ ସମ୍ମୁଖରେ ଏହା ପାଳନ…

ଦେଶବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୧୦: ଆଲୋକର ପର୍ବ ଦୀପାବଳି ସାରା ଦେଶରେ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିନ୍ଦୀରେ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଥିବା…

କାହିଁକି ପାଳନ କରାଯାଏ ଦୀପାବଳି

ଆଲୋକର ପର୍ବ ଦୀପାବଳି ପୁରପଲ୍ଲୀ, ସହର ବଜାର ସବୁଠାରେ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଇଥାଏ। ଓଡ଼ିଶାରେ ଏହିଦିନ ପିତୃପୁରୁଷଙ୍କୁ କାଉଁରିଆ କାଠି ଜଳାଇ ମନେପକାଯାଇଥାଏ। ହେଲେ ଏହାର ବିଭିନ୍ନ ଶାସ୍ତ୍ରୀୟ କିମ୍ବଦନ୍ତୀ ରହିଛି। ପୌରାଣିକ ମତାନୁଯାୟୀ, ଏହିଦିନ ଭଗବାନ୍‌ ବିଷ୍ଣୁ ହିରଣ୍ୟକଶିପୁଙ୍କୁ…

ଦୀପାବଳିରେ କାହିଁକି ଲଗାଯାଏ କଳା ଟିକା

ପ୍ରତିବର୍ଷ କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଦୀପାବଳି ପର୍ବ ପାଳନ କରାଯାଏ। ଚଳିତବର୍ଷ ମାତ୍ର ଗୋଟିଏ ଦିନ ପରେ ଅର୍ଥାତ୍‌ ୨୭ ତାରିଖ ରବିବାର ଏହି ଉତ୍ସବ ପାଳନ କରାଯିବ। ଦୀପାବଳିରେ ମା’ ଲକ୍ଷ୍ମୀ, ସିଦ୍ଧିଦାତା ଗଣେଶ ଏବଂ କୁବେର…

ହ୍ବାଇଟ୍‌ ହାଉସରେ ଟ୍ରମ୍ପ ପାଳିଲେ ଦୀପାବଳି

ଓ୍ବାଶିଂଟନ,୨୬।୧୦: ଆମେରିକାର ରାଷ୍ଟ୍ରପତି ଭବନ ହ୍ବାଇଟ ହାଉସରେ ରାଷ୍ଟ୍ରପତି ଡୋନାଡ ଟ୍ରମ୍ପ ଶୁକ୍ରବାର ଦୀପାବଳି ଉତ୍ସବ ପାଳନ କରିଛନ୍ତି। ଭାରତରେ ପାଳନ କରାଯାଉଥିବା ଦୀପାବଳିର ୩ ଦିନ ପୂର୍ବରୁ ଟ୍ରମ୍ପ ଏହି ପର୍ବକୁ ପାଳନ କରିଛନ୍ତି। ଏହି ଅବସରରେ ସେ ହିନ୍ଦୁ…

ବଡ଼ ପରଦାରେ ଦୀପାବଳି

ମୁମ୍ବାଇ: ସବୁ ବଡ ବଡ ପର୍ବକୁ ରୁପେଲି ପରଦାରେ ଦେଖାଇବାକୁ ଚାହିଁଥାଆନ୍ତି ନିର୍ମାତା ନିର୍ଦ୍ଦେଶକ। ସେ ହୋଲି ହେଉ କି ଦୀପାବଳି, ଦଶହରା ହେଉ ଅବା ଗଣେଶ ପୂଜା। ସେମିତି ଦୀପାବଳିକୁ ନେଇ ମଧ୍ୟ ହିନ୍ଦୀ ଚଳଚ୍ଚିତ୍ର ଜଗତ ଦର୍ଶକଙ୍କ ନିକଟତର…

ଦୀପାବଳି ଉପଲକ୍ଷେ ଅଯୋଧ୍ୟାରେ ଜଳିବ ୫ଲକ୍ଷ ଦୀପ

ଲକ୍ଷ୍ନୌ,୨୬।୧୦: ଭଗବାନ ରାମଙ୍କ ନଗରୀ କୁହାଯାଉଥିବା ଅଯୋଧ୍ୟାରେ ଶନିବାର ଦୀପୋତ୍ସବର ତୃତୀୟ ସଂସ୍କରଣ ଲୋକାର୍ପିତ ହେବ। ଏହି ଉତ୍ସବରେ ରାଜ୍ୟପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଅନ୍ୟ ବରିଷ୍ଠ ଅତିଥିମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟା ୭ଟାରୁ ସାଢେ…

ନିରାପଦ ଦୀପାବଳି ପାଇଁ…

ଆଲୋକର ପର୍ବ ଦୀପାବଳି। ପରିବାର, ବନ୍ଧୁ ପରିଜନଙ୍କ ସହିତ ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ କରିବାର ବେଳ। ଅନ୍ଧାରକୁ ଏଡ଼ିଦେଇ କିଛି ସମୟ ପରିବେଶକୁ ଆଲୋକିତ କରିବାର ପ୍ରୟାସରେ ଏହି ପର୍ବର ଅନ୍ୟତମ ପ୍ରମୁଖ ଆକର୍ଷଣ ହେଉଛି ଆତସବାଜି। ମିଠା ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?