ଦୁର୍ଗା ପୂଜା

ବିଶ୍ୱାବସୁଙ୍କ ବଂଶଜ ପୂଜୁଛନ୍ତି ଶ୍ରୀନୀଳମାଧବ, ବନଦୁର୍ଗା

ମହାକାଳପଡ଼ା, ୨୩ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବିଭିନ୍ନ ମଣ୍ଡପଗୁଡିକରେ ମା’ ଜଗତଜନନୀ ଦୁର୍ଗାପୂଜା, ପ୍ରଭୁ ନୀଳମାଧବ ଓ ବନଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ପଜା କରୁଛନ୍ତି। ବିଭିନ୍ନ ମା’ ପୀଠରେ ମହିଳା ଶ୍ରଦ୍ଧାଳୁମାନେ...

ହିନ୍ଦୁ ଓ ମୁସଲମାନ ଏକାଠି ପାଳନ୍ତି

ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକର ମାଣିକଗୋଡ଼ା ଗ୍ରାମ। ଏଠାରେ ନିଆରା ଢଙ୍ଗରେ ପାଳିତ ହୁଏ ଦଶହରା। ହିନ୍ଦୁ ଓ ମୁସଲମାନ ମିଳିତ ଭାବେ ଏଠି ପାଳନ କରି ଆସୁଛନ୍ତି ଦଶହରା ପର୍ବ। ସମନ୍ବୟର ବାର୍ତ୍ତା: ବିଜୟାଦଶମୀ ଉତ୍ସବରେ ବ୍ରାହ୍ମଣ ପୂଜା...

ଆଜି ମହାନବମୀ, ପୂଜା ପାଉଛନ୍ତି ମା’ ଦଶଭୁଜା

ଭୁବନେଶ୍ୱର,୨୩ା୧୦: ଆଜି ଅର୍ଥାତ୍‌ ସୋମବାର ମା’ ଦୁର୍ଗାଙ୍କ ମହାନବମୀ ପୂଜା। ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ମା’ଙ୍କ ନବମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ସକାଳୁ ସକାଳୁ ରାଜଧାନୀର ବିଭିନ୍ନ ପୂଜା ମଣ୍ଡପରେ ଭକ୍ତଙ୍କ ଭିଡ଼ ଲାଗିଲାଣି। ରସୁଲଗଡ଼, ବମିଖାଲ, ଶହୀଦନଗର,...

ଆଲୋକମାଳାରେ ଝଲସୁଛନ୍ତି ମା’

ଘସିପୁରା,୨୧ା୧୦(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଘସିପୁରା ଥାନା ସମ୍ମୁଖରେ ପାଳିତ ହେଉଛି ଘସିପୁରା ସାର୍ବଜନୀନ ଦୁର୍ଗାପୂଜା। ଆୟୋଜକଙ୍କ ପକ୍ଷରୁ ପୂଜାମଣ୍ଡପ ରଙ୍ଗବେରଙ୍ଗର ଆଲୋକମାଳାରେ ସଜା ହୋଇଥିବା ବେଳେ ମଣ୍ଡପରେ ମା’ଙ୍କର ଆରାଧନା ଚାଲିଛି। ଏହାକୁ ଦେଖିବା ପାଇଁ ପ୍ରବଳ ଭକ୍ତଙ୍କ...

ଧୂମ୍‌ଧାମରେ ଚାଲିଛି ମା’ଙ୍କ ପୂଜା

ଛତ୍ରପୁର,୨୧ା୧୦(ଦିଲ୍ଲୀପ ସାମଲ): ଧରାବତରଣ କରିଛନ୍ତି ମା’ ଜଗତ୍‌ଜନନୀ ଦୁର୍ଗା l ବିଭିନ୍ନ ପୂଜା ମଣ୍ଡପରେ ମା’ଙ୍କୁ ପୂଜା କରାଯାଉଛି। ଶନିବାର ମା’ଙ୍କର ସପ୍ତମୀ ପୂଜା ଚାଲିଛି। ଦୁର୍ଗା ପୂଜା ନିମନ୍ତେ ଗଞ୍ଜାମ ଜିଲା ଛତ୍ରପୁର ସହରର ବିଭିନ୍ନ ଶକ୍ତିପୀଠ ଓ...

ପଳାଶୁଣୀରେ ଲକ୍ଷ୍ମୀନାରାୟଣ ମନ୍ଦିର ତୋରଣ

ଭୁବନେଶ୍ୱର,୧୬।୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଅବତରଣ କରିବେ ମା’ ଦୁର୍ଗା। ରବିବାରଠାରୁ ନବରାତ୍ର ପୂଜା ଆରମ୍ଭ ହୋଇଥିବାବେଳେ ଦୁର୍ଗାପୂଜା ପାଇଁ ଆୟୋଜକମାନେ ସେମାନଙ୍କ ପ୍ରସ୍ତୁତିକୁ ଜୋର୍‌ଦାର କରିଛନ୍ତି। ରାଜଧାନୀର ଅନ୍ୟତମ ମଣ୍ଡପ ପଳାଶୁଣୀରେ ଏଥର ମଧ୍ୟପ୍ରଦେଶର...

ବିଦାୟ ନେଲେ ଜଗଜ୍ଜନନୀ

ଅନୁଗୋଳ ଅଫିସ/ ବଇଣ୍ଡା/ ବଅଁରପାଳ/ କଣିହାଁ / ଛେଣ୍ଡିପଦା, ୭।୧୦(ଡି.ଏନ.ଏ): ଅନୁଗୋଳ ସହରରେ ଧୁମ୍‌ଧାମରେ ପୂଜା ପାଳନ ପରେ ଗୁରୁବାର ମା’ ଦୁର୍ଗାଙ୍କୁ ବିଦାୟ ଦିଆଯାଇଛି। ସକାଳୁ ବିଳମ୍ବିତ ରାତି ଯାଏ ଏହି ଭସାଣି ଶୋଭାଯାତ୍ରା ଚାଲିଥିଲା। ପ୍ରଶାସନ ପକ୍ଷରୁ...

ବର୍ଷାରେ ମା’ଙ୍କୁ ମେଲାଣି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଭକ୍ତଙ୍କୁ ଦର୍ଶନ ଦେବା ସହ ମହିଷାସୁର ରୂପକ ପାପୀଙ୍କୁ ସଂହାର କରି ମେଲାଣି ନେଇଛନ୍ତି ଦୁର୍ଗତିନାଶିନୀ ମା’ ଦୁର୍ଗା। ମା’ଙ୍କ ଆଶିଷ ନେଇ ଭକ୍ତମାନେ ଜଗତ୍‌ଜନନୀଙ୍କୁ ଭକ୍ତିପୂତ ବିଦାୟ ଦେଇଛନ୍ତି। କରୋନା ମହାମାରୀ ପାଇଁ ୨ବର୍ଷ ପରେ ଚଳିତବର୍ଷ...

ଦେବୀଗଡ଼ାରେ ମା’ଙ୍କୁ ମେଲାଣି

କଟକ ଅଫିସ,୭ା୧୦: ଶେଷ ହୋଇଛି ଦୁର୍ଗାପୂଜା। ଗୁରୁବାର ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ଜଗଜ୍ଜନନୀ ମା’ ଦୁର୍ଗା। ଚଳିତବର୍ଷ କଟକ ସହରର ୧୭୨ଟି ମଣ୍ଡପରେ ପୂଜା ଆୟୋଜନ କରାଯାଇଥିଲା। ୨ ବର୍ଷର କୋଭିଡ୍‌ କଟକଣା ପରେ ଏବର୍ଷ ପୁଣି ଭସାଣି ଉତ୍ସବ...

୧୪ ବର୍ଷରେ ତୁଳସୀନଗରପଡ଼ା ଦୁର୍ଗାପୂଜା

ବଲାଙ୍ଗୀର ଅଫିସ, ୩ା୧୦: ବଲାଙ୍ଗୀର ତୁଳସୀନଗରପଡା ସାର୍ବଜନୀନ ଦୁର୍ଗାପୂଜା ଚଳିତବର୍ଷ ୧୪ ବର୍ଷରେ ପଦାର୍ପଣ କରିଛି। ତୁଳସୀନଗର ଦୁର୍ଗାପୂଜା କମିଟି ପକ୍ଷରୁ ତିନିଦିନାତ୍ମକ ଦୁର୍ଗାପୂଜା ଆରମ୍ଭ ହୋଇଛି। ଶନିବାର କମିଟି ପକ୍ଷରୁ କଳସ ଶୋଭାଯାତ୍ରା କରାଯାଇଥିଲା। କମିଟି ପକ୍ଷରୁ ନାରାୟଣ...

ମନ ମୋହୁଛି ‘ଥାଇଲାଣ୍ଡ ବୁଦ୍ଧ ମନ୍ଦିର’ ତୋରଣ

ମୋରଡ଼ା,୩ା୧୦(ଡି.ଏନ୍‌.ଏ): ପାର୍ବଣ ଋତୁ ଆରମ୍ଭ ହୋଇସାରିଛି। ସାରା ରାଜ୍ୟରେ ଏବେ ଉତ୍ସବର ମାହୋଲ। ଏଥିରୁ ବାଦ ପଡ଼ି ନାହାନ୍ତି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ବିଭିନ୍ନ ପୂଜା କିମିଟି। କରୋନା ପାଇଁ ଦୁଇ ବର୍ଷ ଧରି ପୂଜା କଟକଣାରେ ପାଳନ...

ଦଶହରାରେ ଦହିପଖାଳ, ଶାଗଭଜା

ଭଦ୍ରକ ଅଫିସ,୩।୧୦: ଶାରଦୀୟ ଦୁର୍ଗାପୂଜା ପାଇଁ ସବୁଠି ଉତ୍ସବମୁଖର। କୋଭିଡ୍‌ ପାଇଁ ଦୁଇବର୍ଷ ଧରି ବନ୍ଦ ରହିବା ପରେ ଏଥର ପୂଜା ଧୁମ୍‌ଧାମ୍‌ରେ ପାଳନକୁ ନେଇ ସମସ୍ତେ ବେଶ୍‌ ଉତ୍ସାହ ଅଛନ୍ତି। ଭଦ୍ରକ ସହରର ସାଳନ୍ଦୀ ବାଇପାସ୍‌ଠାରେ ସାର୍ବଜନୀନ ଦୁର୍ଗାପୂଜା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri