ଦୁର୍ଗା ପୂଜା

କୋଟପାଡ଼ରେ ରାଜ ରାଜୁଡ଼ା ସମୟର ଦୁର୍ଗାପୂଜା

କୋଟପାଡ଼,୩୦ା୯(ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳ ଦଶହରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ରାଜା ରାଜୁଡା ସମୟରୁ ପାଳିତ ହେଇ ଆସୁଥିବା ଏହି ଦଶହରାରେ ନିକଟସ୍ଥ ଛତିଶଗଡର ଜଗଦଲପୁର,…

4 years ago

ଚମକ ଭରିବ ଚୁମୁକି

ବଅଁରପାଳ, ୩୦ା୯ (ଡି.ଏନ.ଏ.): ଶେଷ ସୋପାନରେ ପହଞ୍ଚିଲାଣି ଶାରଦୀୟ ପୂଜା ଆୟୋଜନ। ମଣ୍ଡପ ସାଜସଜ୍ଜା ସମ୍ପୂର୍ଣ୍ଣ ହେବାକୁ ଆଉ ଅଧିକ କାର୍ଯ୍ୟ ନାହିଁ। ଝଲମଲ କଲାଣି ରଙ୍ଗବେରଙ୍ଗର…

4 years ago

ଏଥର ଲଣ୍ଡନର ଐତିହାସିକ ମ୍ୟୁଜିୟମ୍‌

ବାରିପଦା ଅଫିସ,୩୦ା୯: ପୂଜାପାର୍ବଣ ସମୟରେ ବିଭିନ୍ନ ରାଜ୍ୟ ଓ ବିଦେଶର କଳାକୃତି ତୋରଣ ମାଧ୍ୟମରେ ଦେଖିବାକୁ ମିଳିଥାଏ। ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ତୁଳସୀ ଚଉରା ପୂଜା କମିଟି…

4 years ago

ଭସାଣରେ ପଞ୍ଜାବୀ ଢୋଲକ ମୁଖ୍ୟ ଆକର୍ଷଣ

ପୁରୁଣା ଭୁବନେଶ୍ୱର,୩୦ା୯(ଡି.ଏନ୍‌.ଏ.): ଆଉ ଦିନ କେଇଟା ପରେ ଦୁର୍ଗାପୂଜା। ଏଥିପାଇଁ ଚଳଚଞ୍ଚଳ ରାଜଧାନୀ। ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ପର୍ବ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମା’ଙ୍କ…

4 years ago

ପ୍ରଦର୍ଶିତ ହେବ ରାବଣ ପୋଡ଼ି

ବଇଣ୍ଡା, ୨୬ା୯ (ଡି.ଏନ.ଏ.): ପାଖେଇ ଆସୁଛି ଦଶହରା ପର୍ବ। ଏଥିପାଇଁ ଶେଷ ହୋଇଆସୁଛି ପ୍ରସ୍ତୁତି। ମୂର୍ତ୍ତି, ମେଢ଼ ଓ ତୋରଣ ନିର୍ମାଣ ମଧ୍ୟ ଅନ୍ତିମ ପର୍ଯ୍ୟାୟରେ। ମଣ୍ଡପ…

4 years ago

ଭସାଣିରେ ସିନ୍ଦୂର ଖେଳ

ବାରିପଦା ଅଫିସ,୨୬ା୯: ଦୁଇ ବର୍ଷର ଉତ୍କଣ୍ଠା ଓ ପ୍ରତୀକ୍ଷାର ଅନ୍ତ ପରେ ଚଳିତ ବର୍ଷ ଜଗତଜନନୀ ମା’ ଦୁର୍ଗାଙ୍କ ପୂଜା ଉତ୍ସବ ଧୂମ୍‌ଧାମରେ ପାଳନ ପାଇଁ ପ୍ରସ୍ତୁତି…

4 years ago

ଦୁର୍ଗା ପୂଜାରେ ସର୍ବଧର୍ମ ସମନ୍ବୟର ବାର୍ତ୍ତା

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମା’ ଆସୁଛନ୍ତି। ଚଳଚଞ୍ଚଳ ହୋଇପଡ଼ିଛି ରାଜଧାନୀ। ଚାରିଆଡ଼େ ଖୁସିର ମାହୋଲ। କରୋନା ମହାମାରୀ ଯୋଗୁଁ ୨ ବର୍ଷ ନିରାଡ଼ମ୍ବରରେ ପାଳିତ ହୋଇଥିବା ଦୁର୍ଗାପୂଜା ଚଳିତ ବର୍ଷ…

4 years ago

ଭାଇଚାରା: ଆଗ୍ରାର ମୁସଲମାନ ପରିବାର ତିଆରି କରୁଛନ୍ତି ଦଶହରା ଲାଗି ରାବଣ ମୂର୍ତ୍ତି…

ଆଗ୍ରା, ୨୫।୯ : ଆଗ୍ରାର ଐତିହାସିକ ରାମଲୀଳାରେ ହିନ୍ଦୁ-ମୁସଲମାନ ଏକତାର ବାର୍ତ୍ତା ଏକ ଉଦାହରଣ ସୃଷ୍ଟି କରୁଛି। ଆଗ୍ରା ରେ, ରାବଣ ଏବଂ ତାଙ୍କ ପରିବାର ସଦସ୍ୟଙ୍କର…

4 years ago

ନବମୀରେ କାଳିକା ନୃତ୍ୟ, ଦଶମୀରେ ଦହି ପଖାଳ

ଜଗତ୍‌ସିଂହପୁର ଅଫିସ, ୨୩ା୯: ପାଖେଇ ଆସୁଛି ଦୁର୍ଗା ପୂଜା। ଏ ନେଇ ଜଗତ୍‌ସିଂହପୁର ସହରରେ ପାର୍ବଣର ମାହୋଲ ଅନୁଭବ ହେଲାଣି । ବିଭିନ୍ନ ପୂଜା କମିଟି ଓ…

4 years ago

ନିରାଡ଼ମ୍ବରକୁ ନେଇ ନିରାଶା

ବଇଣ୍ଡା,୧୪।୧୦(ଡି.ଏନ.ଏ.)  ଆରମ୍ଭ ହୋଇଛି ମା’ ଦଶଭୁଜାଙ୍କ ପୂଜା। ହେଲେ ମଣ୍ଡପ ବାହାରକୁ ଶୁଭୁନି ବୈଦିକ ବ୍ରାହ୍ମଣଙ୍କ ବେଦଧ୍ୱନି। କୋଭିଡ୍‌ ସମୟ ହୋଇ ନ ଥିଲେ ଏତେବେଳେକୁ ସାଜସଜ୍ଜା,…

5 years ago