ଏଥର ଲଣ୍ଡନର ଐତିହାସିକ ମ୍ୟୁଜିୟମ୍
ବାରିପଦା ଅଫିସ,୩୦ା୯: ପୂଜାପାର୍ବଣ ସମୟରେ ବିଭିନ୍ନ ରାଜ୍ୟ ଓ ବିଦେଶର କଳାକୃତି ତୋରଣ ମାଧ୍ୟମରେ ଦେଖିବାକୁ ମିଳିଥାଏ। ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ତୁଳସୀ ଚଉରା ପୂଜା କମିଟି ଚଳିତ ବର୍ଷ ଲଣ୍ଡନର ନାଚୁରାଲ ହିଷ୍ଟରିକାଲ ମ୍ୟୁଜିୟମ ସଦୃଶ ତୋରଣ ନିର୍ମାଣ...
ଭସାଣରେ ପଞ୍ଜାବୀ ଢୋଲକ ମୁଖ୍ୟ ଆକର୍ଷଣ
ପୁରୁଣା ଭୁବନେଶ୍ୱର,୩୦ା୯(ଡି.ଏନ୍.ଏ.): ଆଉ ଦିନ କେଇଟା ପରେ ଦୁର୍ଗାପୂଜା। ଏଥିପାଇଁ ଚଳଚଞ୍ଚଳ ରାଜଧାନୀ। ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ପର୍ବ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମା’ଙ୍କ ପାଇଁ ସୁଦୃଶ୍ୟ ମଣ୍ଡପ ଓ ତୋରଣ କରି ଆଗରେ ରହିବାକୁ ବିଭିନ୍ନ...
ପ୍ରଦର୍ଶିତ ହେବ ରାବଣ ପୋଡ଼ି
ବଇଣ୍ଡା, ୨୬ା୯ (ଡି.ଏନ.ଏ.): ପାଖେଇ ଆସୁଛି ଦଶହରା ପର୍ବ। ଏଥିପାଇଁ ଶେଷ ହୋଇଆସୁଛି ପ୍ରସ୍ତୁତି। ମୂର୍ତ୍ତି, ମେଢ଼ ଓ ତୋରଣ ନିର୍ମାଣ ମଧ୍ୟ ଅନ୍ତିମ ପର୍ଯ୍ୟାୟରେ। ମଣ୍ଡପ ନିକଟରେ ଅସ୍ଥାୟୀ ଦୋକାନ ବଜାର ପଡ଼ିବା ଆରମ୍ଭ ହୋଇଥିବା ବେଳେ ସାଂସ୍କୃତିକ...
ଭସାଣିରେ ସିନ୍ଦୂର ଖେଳ
ବାରିପଦା ଅଫିସ,୨୬ା୯: ଦୁଇ ବର୍ଷର ଉତ୍କଣ୍ଠା ଓ ପ୍ରତୀକ୍ଷାର ଅନ୍ତ ପରେ ଚଳିତ ବର୍ଷ ଜଗତଜନନୀ ମା’ ଦୁର୍ଗାଙ୍କ ପୂଜା ଉତ୍ସବ ଧୂମ୍ଧାମରେ ପାଳନ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଧରାପୃଷ୍ଠକୁ ମା’ଙ୍କ ଆଗମନ ନେଇ ପୁରପଲ୍ଲୀ ଉତ୍ସବ ମୁଖର...
ଦୁର୍ଗା ପୂଜାରେ ସର୍ବଧର୍ମ ସମନ୍ବୟର ବାର୍ତ୍ତା
ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମା’ ଆସୁଛନ୍ତି। ଚଳଚଞ୍ଚଳ ହୋଇପଡ଼ିଛି ରାଜଧାନୀ। ଚାରିଆଡ଼େ ଖୁସିର ମାହୋଲ। କରୋନା ମହାମାରୀ ଯୋଗୁଁ ୨ ବର୍ଷ ନିରାଡ଼ମ୍ବରରେ ପାଳିତ ହୋଇଥିବା ଦୁର୍ଗାପୂଜା ଚଳିତ ବର୍ଷ ମହାଆଡ଼ମ୍ବରରେ ପାଳନ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ...
ଭାଇଚାରା: ଆଗ୍ରାର ମୁସଲମାନ ପରିବାର ତିଆରି କରୁଛନ୍ତି ଦଶହରା ଲାଗି ରାବଣ ମୂର୍ତ୍ତି…
ଆଗ୍ରା, ୨୫।୯ : ଆଗ୍ରାର ଐତିହାସିକ ରାମଲୀଳାରେ ହିନ୍ଦୁ-ମୁସଲମାନ ଏକତାର ବାର୍ତ୍ତା ଏକ ଉଦାହରଣ ସୃଷ୍ଟି କରୁଛି। ଆଗ୍ରା ରେ, ରାବଣ ଏବଂ ତାଙ୍କ ପରିବାର ସଦସ୍ୟଙ୍କର ମୂର୍ତ୍ତିଗୁଡ଼ିକ ମଥୁରାର କୋସି କଳାର ମୁସଲମାନ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଉଛି।...
ନବମୀରେ କାଳିକା ନୃତ୍ୟ, ଦଶମୀରେ ଦହି ପଖାଳ
ଜଗତ୍ସିଂହପୁର ଅଫିସ, ୨୩ା୯: ପାଖେଇ ଆସୁଛି ଦୁର୍ଗା ପୂଜା। ଏ ନେଇ ଜଗତ୍ସିଂହପୁର ସହରରେ ପାର୍ବଣର ମାହୋଲ ଅନୁଭବ ହେଲାଣି । ବିଭିନ୍ନ ପୂଜା କମିଟି ଓ କ୍ଲବ ପକ୍ଷରୁ ପୂଜା କିପରି ଅଧିକ ଆକର୍ଷଣୀୟ ହୋଇପାରିବ, ସେନେଇ ତତ୍ପରତା...
ନିରାଡ଼ମ୍ବରକୁ ନେଇ ନିରାଶା
ବଇଣ୍ଡା,୧୪।୧୦(ଡି.ଏନ.ଏ.) ଆରମ୍ଭ ହୋଇଛି ମା’ ଦଶଭୁଜାଙ୍କ ପୂଜା। ହେଲେ ମଣ୍ଡପ ବାହାରକୁ ଶୁଭୁନି ବୈଦିକ ବ୍ରାହ୍ମଣଙ୍କ ବେଦଧ୍ୱନି। କୋଭିଡ୍ ସମୟ ହୋଇ ନ ଥିଲେ ଏତେବେଳେକୁ ସାଜସଜ୍ଜା, ସାଉଣ୍ଡ ଓ ଶ୍ରଦ୍ଧାଳୁଙ୍କ ଗହଳିରେ ଫାଟି ପଡ଼ୁଥାନ୍ତା ପୂଜାସ୍ଥାନ। ଉତ୍ସାହ, ଉଦ୍ଦୀପନାରେ...
ପାର୍ବଣର ଆକର୍ଷଣ ବାଡ଼ି ଖେଳ
ବାଲେଶ୍ୱର ଅଫିସ, ୧୪।୧୦: ଓଡ଼ିଶାର ବୀରତ୍ୱର ଗାଥା ପାଇକଙ୍କ ଯୁଦ୍ଧକଳାରୁ ପ୍ରତିପାଦିତ ହୋଇଛି। ପାଇକ ଆଖଡ଼ା ଏହି ଯୁଦ୍ଧକଳାର ଏକ ଅଙ୍ଗ। ଦୁର୍ଗାପୂଜାରେ ଆଖଡ଼ା ଖେଳ (ବାଡ଼ି ଖେଳ) ପ୍ରଦର୍ଶନ ଭଳି ଅନନ୍ୟ ପରମ୍ପରା କେବଳ ବାଲେଶ୍ୱର ବ୍ୟତୀତ ରାଜ୍ୟର ଅନ୍ୟ...
‘ଫ୍ଲୋରିଆ’ ପରିବାର ପକ୍ଷରୁ ଆମେରିକାରେ ଦୁର୍ଗାପୂଜା…
ଓ୍ବାଶିଂଟନ,୧୩।୧୦: ସୁଦୂର ଆମେରିକାର ଫ୍ଲୋରିଡା ରାଜ୍ୟରେ ବସବାସ କରୁଥିବା ପ୍ରବାସୀ ଓଡ଼ିଆମାନଙ୍କ ଅନୁଷ୍ଠାନ ‘ଫ୍ଲୋରିଆ’ ପକ୍ଷରୁ ଟାମ୍ପା ସହରରେ ଶାରଦୀୟ ଦୁର୍ଗାତ୍ସୋବର ଭବ୍ୟ ଆୟୋଜନ କରାଯାଇଛି। ସ୍ଥାନୀୟ ଆୟାପ୍ପା ମନ୍ଦିରରେ ଅକ୍ଟୋବର ୧୧ ତାରିଖରୁ ଅକ୍ଟୋବର ୧୬ ତାରିଖ ପର୍ଯ୍ୟନ୍ତ...
ଆଜି ଜଗତଜନନୀ ମା’ଦୁର୍ଗାଙ୍କର ଅଷ୍ଟମୀ ପୂଜା
ଭୁବନେଶ୍ୱର,୧୩ା୧୦: ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା। ସ୍ବତନ୍ତ୍ର ରୀତିନୀତି ଅନୁସାରେ ଦେବୀପୀଠରେ ମା’ଙ୍କ ପୂଜାର୍ଚ୍ଚନା ଚାଲିଛି। ମଣ୍ଡପ ମଧ୍ୟକୁ ଭକ୍ତମାନଙ୍କୁ ନ ଯିବା ପାଇଁ ବାରଣ ଥିବାରୁ ବାହାରେ ରହି ପୂଜା କରିଥିବା ଦେଖିବାକୁ ମିଳିଛି ସୋସିଆଲ...
ଆଜି ଧରାବତରଣ କରିବେ ମା’
ଭୁବନେଶ୍ୱର, ୧୧ା୧୦ (ବ୍ୟୁରୋ): ଭକ୍ତଙ୍କ ପାଇଁ ଧରାବତରଣ କରିବେ ଦେବୀ ଦଶଭୁଜା। ଏଥିପାଇଁ ମଣ୍ଡପଗୁଡ଼ିକରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତିିରେ କାରିଗର ଶେଷ ସ୍ପର୍ଶ ଦେଇଥିବାବେଳେ ମହିଷମର୍ଦ୍ଦିନୀଙ୍କ ଆଗମନକୁ ଅପେକ୍ଷା କରିଛନ୍ତି ଶ୍ରଦ୍ଧାଳୁ। ଏବେ ଷୋଡ଼ଶ ଦିନାତ୍ମକ ପୂଜା ବିଧି ସହ...