ଦୁର୍ଗା ପୂଜା

ନବମୀରେ କାଳିକା ନୃତ୍ୟ, ଦଶମୀରେ ଦହି ପଖାଳ

ଜଗତ୍‌ସିଂହପୁର ଅଫିସ, ୨୩ା୯: ପାଖେଇ ଆସୁଛି ଦୁର୍ଗା ପୂଜା। ଏ ନେଇ ଜଗତ୍‌ସିଂହପୁର ସହରରେ ପାର୍ବଣର ମାହୋଲ ଅନୁଭବ ହେଲାଣି । ବିଭିନ୍ନ ପୂଜା କମିଟି ଓ କ୍ଲବ ପକ୍ଷରୁ ପୂଜା କିପରି ଅଧିକ ଆକର୍ଷଣୀୟ ହୋଇପାରିବ, ସେନେଇ ତତ୍ପରତା ପ୍ରକାଶ…

ନିରାଡ଼ମ୍ବରକୁ ନେଇ ନିରାଶା

ବଇଣ୍ଡା,୧୪।୧୦(ଡି.ଏନ.ଏ.)  ଆରମ୍ଭ ହୋଇଛି ମା’ ଦଶଭୁଜାଙ୍କ ପୂଜା। ହେଲେ ମଣ୍ଡପ ବାହାରକୁ ଶୁଭୁନି ବୈଦିକ ବ୍ରାହ୍ମଣଙ୍କ ବେଦଧ୍ୱନି। କୋଭିଡ୍‌ ସମୟ ହୋଇ ନ ଥିଲେ ଏତେବେଳେକୁ ସାଜସଜ୍ଜା, ସାଉଣ୍ଡ ଓ ଶ୍ରଦ୍ଧାଳୁଙ୍କ ଗହଳିରେ ଫାଟି ପଡ଼ୁଥାନ୍ତା ପୂଜାସ୍ଥାନ। ଉତ୍ସାହ, ଉଦ୍ଦୀପନାରେ ଉଛୁଳି…

ପାର୍ବଣର ଆକର୍ଷଣ ବାଡ଼ି ଖେଳ

ବାଲେଶ୍ୱର ଅଫିସ, ୧୪।୧୦: ଓଡ଼ିଶାର ବୀରତ୍ୱର ଗାଥା ପାଇକଙ୍କ ଯୁଦ୍ଧକଳାରୁ ପ୍ରତିପାଦିତ ହୋଇଛି। ପାଇକ ଆଖଡ଼ା ଏହି ଯୁଦ୍ଧକଳାର ଏକ ଅଙ୍ଗ। ଦୁର୍ଗାପୂଜାରେ ଆଖଡ଼ା ଖେଳ (ବାଡ଼ି ଖେଳ) ପ୍ରଦର୍ଶନ ଭଳି ଅନନ୍ୟ ପରମ୍ପରା କେବଳ ବାଲେଶ୍ୱର ବ୍ୟତୀତ ରାଜ୍ୟର ଅନ୍ୟ କେଉଁ…

‘ଫ୍ଲୋରିଆ’ ପରିବାର ପକ୍ଷରୁ ଆମେରିକାରେ ଦୁର୍ଗାପୂଜା…

ଓ୍ବାଶିଂଟନ,୧୩।୧୦: ସୁଦୂର ଆମେରିକାର ଫ୍ଲୋରିଡା ରାଜ୍ୟରେ ବସବାସ କରୁଥିବା ପ୍ରବାସୀ ଓଡ଼ିଆମାନଙ୍କ ଅନୁଷ୍ଠାନ ‘ଫ୍ଲୋରିଆ’ ପକ୍ଷରୁ ଟାମ୍ପା ସହରରେ ଶାରଦୀୟ ଦୁର୍ଗାତ୍ସୋବର ଭବ୍ୟ ଆୟୋଜନ କରାଯାଇଛି। ସ୍ଥାନୀୟ ଆୟାପ୍ପା ମନ୍ଦିରରେ ଅକ୍ଟୋବର ୧୧ ତାରିଖରୁ ଅକ୍ଟୋବର ୧୬ ତାରିଖ ପର୍ଯ୍ୟନ୍ତ ଦୁର୍ଗାପୂଜାର…

ଆଜି ଜଗତଜନନୀ ମା’ଦୁର୍ଗାଙ୍କର ଅଷ୍ଟମୀ ପୂଜା

ଭୁବନେଶ୍ୱର,୧୩ା୧୦: ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା। ସ୍ବତନ୍ତ୍ର ରୀତିନୀତି ଅନୁସାରେ ଦେବୀପୀଠରେ ମା’ଙ୍କ ପୂଜାର୍ଚ୍ଚନା ଚାଲିଛି। ମଣ୍ଡପ ମଧ୍ୟକୁ ଭକ୍ତମାନଙ୍କୁ ନ ଯିବା ପାଇଁ ବାରଣ ଥିବାରୁ ବାହାରେ ରହି ପୂଜା କରିଥିବା ଦେଖିବାକୁ ମିଳିଛି ସୋସିଆଲ ମିଡିଆ…

ଆଜି ଧରାବତରଣ କରିବେ ମା’

ଭୁବନେଶ୍ୱର, ୧୧ା୧୦ (ବ୍ୟୁରୋ): ଭକ୍ତଙ୍କ ପାଇଁ ଧରାବତରଣ କରିବେ ଦେବୀ ଦଶଭୁଜା। ଏଥିପାଇଁ ମଣ୍ଡପଗୁଡ଼ିକରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତିିରେ କାରିଗର ଶେଷ ସ୍ପର୍ଶ ଦେଇଥିବାବେଳେ ମହିଷମର୍ଦ୍ଦିନୀଙ୍କ ଆଗମନକୁ ଅପେକ୍ଷା କରିଛନ୍ତି ଶ୍ରଦ୍ଧାଳୁ। ଏବେ ଷୋଡ଼ଶ ଦିନାତ୍ମକ ପୂଜା ବିଧି ସହ ନବରାତ୍ରିର…

ମୂର୍ତ୍ତି ଉଚ୍ଚତା ବିବାଦ: ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୧୭ା୯: ଦଶହରାରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦର ରାୟ ଆଜି ପ୍ରକାଶ ପାଇଛି। ମୂର୍ତ୍ତି ଉଚ୍ଚତା ବୃଦ୍ଧିକୁ ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ସରକାରୀ ନିୟମରେ ଆଉ ପରିବର୍ତ୍ତନ ହେବ ନାହିଁ ବୋଲି ରୋକ୍‌ଠୋକ୍‌ ଶୁଣାଇଛନ୍ତି…

ଜାଣନ୍ତୁ ମା’ ଦୁର୍ଗାଙ୍କୁ କେଉଁ ଦେବତା କେଉଁ ଅସ୍ତ୍ର ପ୍ରଦାନ କରିଥିଲେ

ଚଳିତବର୍ଷ କରୋନା କଟକଣା ପାଇଁ ଦଶହରା ଫିକା ପଡ଼ିଛି। ମାତ୍ର ରୀତିନୀତି ଅନୁଯାୟୀ ମା’ଙ୍କ ପୂଜା ଆରମ୍ଭ ହୋଇଛି। ଆଶ୍ୱୀନ ମାସ ଶୁକ୍ଳପକ୍ଷ ୬ଷ୍ଠୀ ତିଥିରୁ ଆରମ୍ଭ ହୋଇଛି ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା। ଦେବୀ ଦୁର୍ଗାଙ୍କୁ ନେଇ ଏକ କାହାଣୀ ରହିଛି।…

ଏଥର ଝଲସିବନି ରାଜଧାନୀ: ଆଡ଼ମ୍ବରଶୂନ୍ୟ ହେବ ପୂଜା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): କରୋନା ମହାମାରୀ ଯୋଗୁ ସମସ୍ତ ପୂଜାପର୍ବ ଉପରେ କଟକଣା ଲାଗିଛି। ସେହିପରି ଭୁବନେଶ୍ୱରେ ଦୁର୍ଗାପୂଜା କେମିତି ହେବ ସେନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ କମିଟି ସଦସ୍ୟଙ୍କ ସହ କମିଶନରେଟ ପୋଲିସର ଏହି ବୈଠକ ହୋଇଥିଲା। ଏହି ବୈଠକରେ…

ରାବଣରେ ଅଗ୍ନି ସଂଯୋଗ କରିବେ ମୋଦି

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ଲାଲକିଲ୍ଲା ବାହାରେ ଦ୍ୱାରକା ଶ୍ରୀରାମଲିଳା କମିଟିର ମଞ୍ଚରେ ରାବଣ ଦେହରେ ଅଗ୍ନି ସଂଯୋଗ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କ ସହ ଏହି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସନ୍ଧ୍ୟା ପ୍ରାୟ…

ସିମନବାଡ଼ିରେ ପାଳନ ହେଲା ଦଶହରା

ଦାରିଙ୍ଗବାଡ଼ି,୮।୧୦(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିରେ ଭାଇଚାରାରେ ପାଳନହେଲା ଦଶହରା ପର୍ବ ା ମା’ଦୁର୍ଗାଙ୍କ ମୃଣ୍ମୟ ମୁର୍ତ୍ତିକୁ ପୂଜାର୍ଚ୍ଚନା ସହ ଦର୍ଶନ ପାଇଁ ଭିଡ଼ ଜମିଥିଲା। ସେହିପରି ସିମନବାଡ଼ି ପାଟଖଣ୍ଡଢା ମନ୍ଦିର ସମେତ ମହାମାୟୀ ମନ୍ଦିରରେ ମଧ୍ୟ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି…

ଆରମ୍ଭ ହେଲା ସିନ୍ଦୁର ଖେଳ

କୋଲକତା,୫।୧୦: ବିଜୟା ଦଶମୀ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହୁଏ ସିନ୍ଦୁର ଖେଳ। ଏଥିରେ ବିବାହିତ ମହିଳାମାନେ ମା’ ଦୁର୍ଗାଙ୍କୁ ସିନ୍ଦୁର ଲଗାଇବା ପରେ ସେହି ସିନ୍ଦୁରକୁ ଅନ୍ୟ ମହିଳାଙ୍କ ମଥାରେ ଲଗାଇ ସିନ୍ଦୁର ଖେଳି ଥାଆନ୍ତି। ଏହି ସିନ୍ଦୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri