ଚନ୍ଦ୍ରଯାନ-୨ ଭଳି ସଜେଇ ହେଲା ଦୁର୍ଗାଙ୍କ ମଣ୍ଡପ
ବାରଣାସୀ,୫।୧୦: ବିଭିନ୍ନ ଥିମ୍କୁ ନେଇ ଏଥରର ଦୁର୍ଗାପୂଜା ମଣ୍ଡପ ନିର୍ମାଣ କରାଯାଇଥିବା ବେଳେ ବାରଣାସୀରେ ଏଥର ଚନ୍ଦ୍ରଯାନ-୨କୁ ନେଇ ନିର୍ମାଣ କରାଯାଇଥିବା ମଣ୍ଡପ ସମସ୍ତଙ୍କୁ ଆକର୍ଷିତ କରିଛି। ଶହେ ଫୁଟର ଏହି ମଣ୍ଡପକୁ ନିର୍ମାଣ କରିବାକୁ ୨ମାସ ସମୟ ଲାଗିଛି।...
ଚଣ୍ଡିଗଡ଼ରେ ୨୧ ଫୁଟ ଉଚ୍ଚର ରାବଣ
ଚଣ୍ଡିଗଡ଼,୪।୧୦: ସମଗ୍ର ଦେଶରେ ଦୁର୍ଗାପୂଜା ପାଳନ କରାଯାଉଥିବା ବେଳେ ଶୁକ୍ରବାର ଷଷ୍ଠୀ ହୋଇଥିବାରୁ ବିଭିନ୍ନ ମଣ୍ଡପ ଗୁଡିକରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଚଳିତ ବର୍ଷ ଦଶହାର ଅକ୍ଟୋବର ୮ରେ ପାଳନ ହେବ। ଏଥିପାଇଁ ଆୟୋଜକମାନେ ବହୁ ଆଡ଼ମ୍ବରରେ ଆୟୋଜନ କରିଛନ୍ତି।...
ଦୂର୍ଗାପୂଜାରେ ହେବନାହିଁ ପ୍ଲାଷ୍ଟିକର ବ୍ୟବହାର
ଶିଲଂ,୩।୧୦: ଚଳିତ ବର୍ଷ ଦୁର୍ଗାପୂଜାରେ ମେଘାଳୟରେ ପ୍ଲାଷ୍ଟିକର ବ୍ୟବହାର କରାଯିବ ନାହିଁ ବୋଲି ଜଣାପଡିଛି। ତେବେ ମେଘାଳୟ କେନ୍ଦ୍ରୀୟ ପୂଜା କମିଟି ଦ୍ୱାରା ରାଜ୍ୟର ସମସ୍ତ କମିଟି ପାଇଁ ଏହାକୁ ନେଇ ଏକ ଆଡଭାଇଜରି ଜାରି କରାଯାଇଛି। ଅଧିକାରୀଙ୍କର କହିବା...
ପାକିସ୍ତାନ ସମେତ ୪ ଦେଶରେ ଅଛି ଦେବୀ ମା’ଙ୍କ ମନ୍ଦିର
ସାରା ଦେଶରେ ନବରାତ୍ରୀର ଧୂମ୍ ଚାଲିଛି। ଦୀର୍ଘ ୯ ଦିନ ଧରି ମହାମାୟା ପୂଜା ପାଇବେ। କୁହାଯାଏ, ମା’ଙ୍କ ୯ଟି ରୂପକୁ ପୂଜା କଲେ ଶୁଭଫଳ ମିଳେ। କେବଳ ଭାରତରେ ନୁହେଁ, ସାରା ବିଶ୍ୱର ଅନେକ ସ୍ଥାନରେ ଦେବୀ ମା’ଙ୍କ...
ପ୍ରଶାନ୍ତି ବିହାର ଦୁର୍ଗାପୂଜା କମିଟି : ମା’ଙ୍କ ମଥାରେ ଝଟକିବ ଚାନ୍ଦି ମୁକୁଟ
ଭୁବନେଶ୍ୱର,୩୦।୯(ବ୍ୟୁରୋ) : ଭୁବନେଶ୍ୱରର ଓ୍ବାର୍ଡ ନଂ. ୧ ଅନ୍ତର୍ଗତ ପ୍ରଶାନ୍ତିବିହାର ଦୁର୍ଗାପୂଜା କମିଟି ଚଳିତ ବର୍ଷ ସ୍ବତନ୍ତ୍ର ଭାବେ ପୂଜା ଆୟୋଜନ କରୁଛି। ୨୦ ବର୍ଷ ହେବ ଦୁର୍ଗାପୂଜା କରି ଆସୁଥିବା ଏହି କମିଟି ପ୍ରଥମଥର ଲାଗି ମା’ଙ୍କୁ ଚାନ୍ଦି...
ଦୁର୍ଗା ମୂର୍ତ୍ତି ଗଢ଼ା ପାଲଟିଛି ପେସା, ନିଶା
ରାଜନଗର,୩୦ା୯(ଡି.ଏନ୍.ଏ.): ଆଉ ମାତ୍ର କିଛିଦିନ ପରେ ପାର୍ବଣ। ଏଥିଲାଗି ଏବେଠୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପୁରପଲ୍ଲି ଅଞ୍ଚଳ ଚଳଚଞ୍ଚଳ ହୋଇଉଠିଛି। ମା’ଦୁର୍ଗାଙ୍କ ଆଗମନ ପାଇଁ ଭକ୍ତମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଥିବା ବେଳେ ବିଭିନ୍ନ ପୂଜା ମଣ୍ଡପରେ ଶିଳ୍ପୀମାନେ...
୫୦ କିଲୋ ସୁନାରେ ନିର୍ମାଣ ଚାଲିଛି ମା’ ଦୁର୍ଗାଙ୍କ ମୂର୍ତ୍ତି
କୋଲକାତା,୨୬।୯:ନବରାତ୍ର ଆରମ୍ଭ ହେବାକୁ ଆଉ ମାତ୍ର ୨ଦିନ ବାକି ଅଛି। ଏଥିପାଇଁ ଚାରିଆଡେ ପ୍ରସ୍ତୁତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗା ପୂଜା ଏକ ସ୍ବତନ୍ତ୍ରତା ବଜାୟ ରଖିଛି। ଏଠାରେ ଭବ୍ୟ ପୂଜା ପେଣ୍ଡାଲକୁ ନେଇ ସାରା ଦେଶରେ ପ୍ରସିଦ୍ଧ। ଇତିମଧ୍ୟରେ...
ମା’ ଦୁର୍ଗାଙ୍କ ଗହଣା ଉପରେ ନଜର ପକାଇଲେ ଚୋର, ପରିଣତି କ’ଣ ହେଲା ଜାଣନ୍ତୁ…
ମା’ ଦୁର୍ଗାଙ୍କ ମହିମା ଅପାର। ତାଙ୍କ ଉପରେ ଭରସା କରି ମାନସିକ ପୂରଣ ପାଇଁ ଧାଇଁ ଆସିଥାନ୍ତି ଭକ୍ତ। ଆଜି ମା’ଙ୍କ ଏପରି ଏକ ଚମତ୍କାରିତା ବିଷୟରେ କହିବୁ ଯାହା ଶୁଣି ଚକିତ ହୋଇଯିବେ। ବିହାରର ମଧେପୁରା ଜିଲାସ୍ଥିତ ମା’...
ଦୁର୍ଗାପୂଜା ପାଇଁ ୧୦ ସ୍ବତନ୍ତ୍ର ଟ୍ରେନ
ଭୁବନେଶ୍ୱର, ୨୫-୯(ବ୍ୟୁରୋ):ଦୁର୍ଗାପୂଜା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୧୦ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ଯାତ୍ରୀ ସଂଖ୍ୟା ବୃଦ୍ଧି ସମ୍ଭାବନା ଥିବାରୁ ଚଳାଚଳ କରୁଥିବା ଟ୍ରେନଗୁଡିକର ଅତିରିକ୍ତ କୋଚ୍ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନଗୁଡିକରେ ମାତ୍ରାଧିକ ଅପେକ୍ଷା ସୂଚୀ ଏଡାଇବାକୁ...
‘ଅକ୍ଷରଧାମ’ରେ ବିରାଜିବେ ମା’
ଭୁବନେଶ୍ୱର, ୨୫-୯(ବ୍ୟୁରୋ):ଆସୁଛି ପାର୍ବଣ, ଆସୁଛନ୍ତି ମା’। ଆଉ ମା’ଙ୍କ ସ୍ବାଗତ ପାଇଁ ସଜେଇ ହେଉଛି ରାଜଧାନୀ। ଭିନ୍ନ ଭିନ୍ନ ଡିଜାଇନର୍ ତୋରଣ ସାଙ୍ଗକୁ ଆଖି ଝଲସା ସାଜସଜ୍ଜାକୁ ନେଇ ରାଜଧାନୀର ବିଭିନ୍ନ ମଣ୍ଡପଗୁଡ଼ିକ ମଧ୍ୟରେ ଚାଲିଛି ପ୍ରତିଦ୍ୱନ୍ଦ୍ୱିତା। ତେବେ ଏହି...
ନିରାଡ଼ମ୍ବର ପୂଜା କରିବ ଡିଷ୍ଟ୍ରିକ୍ଟ ସେଣ୍ଟର ପୂଜା କମିଟି : ନବମୀରେ ନିଆରା କୁମାରୀ ପୂଜା
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ଧରାବତରଣ କରିବେ ଜଗଜ୍ଜନନୀ ମା’ ଦୁର୍ଗା। ଏଥିପାଇଁ ଚଳଚଞ୍ଚଳ ହେଲାଣି ଭୁବନେଶ୍ୱର। ପୂଜା କମିଟିର ପ୍ରସ୍ତୁତି ଜୋର୍ଦାର ଚାଲିଥିବାବେଳେ ତୋରଣ ବନ୍ଧା ସହ ଅନ୍ୟାନ୍ୟ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି। ଏବେ ଦେଶରେ ମାନ୍ଦାବସ୍ଥାକୁ ଦୃଷ୍ଟିରେ ରଖି ଚଳିତବର୍ଷ...
ଡମଣା ଦୁର୍ଗାପୁଜା କମିଟି : ଯୋଶେଫ ପିଟ୍ସବର୍ଗ ପ୍ୟାଲେସ ମୁଖ୍ୟ ଆକର୍ଷଣ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ସବୁବର୍ଷ ନିଜର ତୋରଣରେ ନୂତନତ୍ୱ ଆଣୁଥିବା ଡମଣା ଦୁର୍ଗାପୂଜା କମିଟି ଚଳିତବର୍ଷ ସହରବାସୀଙ୍କୁ ଭିନ୍ନ ଭେଟି ଦେବାକୁ ପ୍ରୟାସ କରିଛି। ତୋରଣରେ ଦେଖିବାକୁ ମିଳିବ ପାଶ୍ଚାତ୍ୟର ଛାପ। ଆକର୍ଷଣ ସାଜିବ ରୁଷିଆର ସେଣ୍ଟ୍ ଯୋଶେଫ ପିଟ୍ସବର୍ଗ ପ୍ୟାଲେସ।...