ଯେଉଁଠି ଦଶହରାରେ ରାବଣଙ୍କୁ ପୂଜା କରାଯାଏ
ଦେଶର ବିଭିନ୍ନ ସ୍ଥାନରେ ମଙ୍ଗଳବାର ହେବ ରାବଣପୋଡି। ସେଥିପାଇଁ ଦେଶର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ପ୍ରସ୍ତୁତି। ବିଶ୍ବାସ ରହିଛି ରାବଣପୋଡି କଲେ ଅସତ୍ୟର ଲୋପ ଘଟି ସତ୍ୟର ହେବ ବିଜୟ। ସେଥିପାଇଁ ପୂଜା ମଣ୍ଡପଗୁଡିକ ପ୍ରତିକାତ୍ମକ ରାବଣ କରି...
କଖାରୁବଳି, ଝୁଣାହାଣ୍ଡି ପରମ୍ପରା
ଭଦ୍ରକ ଅଫିସ, ୭।୧୦ – ମା’ ଦଶଭୁଜାଙ୍କୁ ବିଭିନ୍ନ ସ୍ଥାନରେ ବିଭିନ୍ନ ଢଙ୍ଗରେ ପୂଜା କରାଯାଏ। ଭଦ୍ରକରେ ବିଭିନ୍ନ ପୂଜା ମଣ୍ଡପରେ ପରମ୍ପରା ଅନୁଯାୟୀ ମା’ଙ୍କ ପୂଜା ପାଳିତ ହୋଇଅସୁଛି। ଚରମ୍ପା ଏରେଇଁସ୍ଥିତ ସାର୍ବଜନୀନ ଶାରଦୀୟ ଦୁର୍ଗାପୂଜା କମିଟି ଦ୍ୱାରା...
ଆଜି ମହାନବମୀ : ଧରାପୃଷ୍ଠରେ ମହାମାୟା
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ଅନ୍ୟାୟ ଓ ଅତ୍ୟାଚାରକୁ ନାଶ କରିବା ପାଇଁ ଧରାବତରଣ କରିଛନ୍ତି ମା’ ମହିଷା ମର୍ଦ୍ଦିନୀ। ମହାମାୟାଙ୍କ ଆରାଧନାର ମନ୍ତ୍ରପାଠ ଚାରିଆଡ଼େ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଛି। ସୋମବାର ମଣ୍ଡପଗୁଡ଼ିକରେ ମା’ଙ୍କ ମହାନବମୀ ପୂଜା ଅନୁଷ୍ଠିତ ହେବାକୁ ଥିବାବେଳେ ସହରୀ...
କାହିଁକି ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣରେ ବ୍ୟବହାର ହୁଏ ବେଶ୍ୟାଳୟର ମାଟି
କୁହାଯାଏ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣରେ ମୁଖ୍ୟତଃ ୪ଟି ବସ୍ତୁ ବ୍ୟବହାର କରାଯାଇଥାଏ। ଗୋଟିଏ ହେଲା ଗଙ୍ଗା କୂଳର ମାଟି, ଗୋମୟ, ଗୋମୂତ୍ର ଓ ବେଶ୍ୟାଳୟର ମାଟି। ହେଲେ ଏହି ବେଶ୍ୟାଳୟର ମାଟି କାହିଁକି ବ୍ୟବହାର କରାଯାଏ ତାହା ହୁଏତ ଅନେକଙ୍କୁ...
ମା’ ଦୁର୍ଗାଙ୍କୁ କେଉଁ ଦେବତା କେଉଁ ଅସ୍ତ୍ର ପ୍ରଦାନ କରିଥିଲେ ଜାଣନ୍ତୁ…
ମା’ ଦୁର୍ଗାଙ୍କ ଆବାହନରେ ପୁରପଲ୍ଲୀ ହୋଇଉଠିଛି ଚଳଚଞ୍ଚଳ। ଆଶ୍ୱୀନ ମାସ ଶୁକ୍ଳପକ୍ଷ ୬ଷ୍ଠୀ ତିଥିରୁ ଆରମ୍ଭ ହୋଇଛି ମା’ଙ୍କର ଏହି ପୂଜାର୍ଚ୍ଚନା। ଆଜି ଅର୍ଥାତ ରବିବାର ଅଷ୍ଟମୀ ପୂଜା। ଦଶମୀ ତିଥିରେ ମା’ଙ୍କ ପୂଜା ସମାପନ ହେବ। ଦେବୀ ଦୁର୍ଗାଙ୍କୁ...
ସିଂହପୁର ଉତ୍ସବ ମୁଖର
ସିଂହପୁର,୫।୧୦(ଡି.ଏନ୍.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ଅଞ୍ଚଳରେ ସାର୍ବଜନୀନ ଦୁର୍ଗାପୂଜା ମହାସମାରୋହରେ ଆରମ୍ଭ ହୋଇଛି।ସିଂହପୁର, ଓଳେଇ ଚନ୍ଦନପୁର, ମଲିଆ, ବଂଶୀପୁରରେ ମା’ଙ୍କ ପୂଜା ଚାଲିଛି। ସୁଉଚ୍ଚ ତୋରଣ ସାଙ୍ଗକୁ ଆଲୋକମାଳାରେ ଝଲସୁଛି ବିଭିନ୍ନ ପୂଜା ମଣ୍ଡପ। ପାଗ ଅନୁକୂଳ...
ଚନ୍ଦ୍ରଯାନ-୨ ଭଳି ସଜେଇ ହେଲା ଦୁର୍ଗାଙ୍କ ମଣ୍ଡପ
ବାରଣାସୀ,୫।୧୦: ବିଭିନ୍ନ ଥିମ୍କୁ ନେଇ ଏଥରର ଦୁର୍ଗାପୂଜା ମଣ୍ଡପ ନିର୍ମାଣ କରାଯାଇଥିବା ବେଳେ ବାରଣାସୀରେ ଏଥର ଚନ୍ଦ୍ରଯାନ-୨କୁ ନେଇ ନିର୍ମାଣ କରାଯାଇଥିବା ମଣ୍ଡପ ସମସ୍ତଙ୍କୁ ଆକର୍ଷିତ କରିଛି। ଶହେ ଫୁଟର ଏହି ମଣ୍ଡପକୁ ନିର୍ମାଣ କରିବାକୁ ୨ମାସ ସମୟ ଲାଗିଛି।...
ଚଣ୍ଡିଗଡ଼ରେ ୨୧ ଫୁଟ ଉଚ୍ଚର ରାବଣ
ଚଣ୍ଡିଗଡ଼,୪।୧୦: ସମଗ୍ର ଦେଶରେ ଦୁର୍ଗାପୂଜା ପାଳନ କରାଯାଉଥିବା ବେଳେ ଶୁକ୍ରବାର ଷଷ୍ଠୀ ହୋଇଥିବାରୁ ବିଭିନ୍ନ ମଣ୍ଡପ ଗୁଡିକରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଚଳିତ ବର୍ଷ ଦଶହାର ଅକ୍ଟୋବର ୮ରେ ପାଳନ ହେବ। ଏଥିପାଇଁ ଆୟୋଜକମାନେ ବହୁ ଆଡ଼ମ୍ବରରେ ଆୟୋଜନ କରିଛନ୍ତି।...
ଦୂର୍ଗାପୂଜାରେ ହେବନାହିଁ ପ୍ଲାଷ୍ଟିକର ବ୍ୟବହାର
ଶିଲଂ,୩।୧୦: ଚଳିତ ବର୍ଷ ଦୁର୍ଗାପୂଜାରେ ମେଘାଳୟରେ ପ୍ଲାଷ୍ଟିକର ବ୍ୟବହାର କରାଯିବ ନାହିଁ ବୋଲି ଜଣାପଡିଛି। ତେବେ ମେଘାଳୟ କେନ୍ଦ୍ରୀୟ ପୂଜା କମିଟି ଦ୍ୱାରା ରାଜ୍ୟର ସମସ୍ତ କମିଟି ପାଇଁ ଏହାକୁ ନେଇ ଏକ ଆଡଭାଇଜରି ଜାରି କରାଯାଇଛି। ଅଧିକାରୀଙ୍କର କହିବା...
ପାକିସ୍ତାନ ସମେତ ୪ ଦେଶରେ ଅଛି ଦେବୀ ମା’ଙ୍କ ମନ୍ଦିର
ସାରା ଦେଶରେ ନବରାତ୍ରୀର ଧୂମ୍ ଚାଲିଛି। ଦୀର୍ଘ ୯ ଦିନ ଧରି ମହାମାୟା ପୂଜା ପାଇବେ। କୁହାଯାଏ, ମା’ଙ୍କ ୯ଟି ରୂପକୁ ପୂଜା କଲେ ଶୁଭଫଳ ମିଳେ। କେବଳ ଭାରତରେ ନୁହେଁ, ସାରା ବିଶ୍ୱର ଅନେକ ସ୍ଥାନରେ ଦେବୀ ମା’ଙ୍କ...
ପ୍ରଶାନ୍ତି ବିହାର ଦୁର୍ଗାପୂଜା କମିଟି : ମା’ଙ୍କ ମଥାରେ ଝଟକିବ ଚାନ୍ଦି ମୁକୁଟ
ଭୁବନେଶ୍ୱର,୩୦।୯(ବ୍ୟୁରୋ) : ଭୁବନେଶ୍ୱରର ଓ୍ବାର୍ଡ ନଂ. ୧ ଅନ୍ତର୍ଗତ ପ୍ରଶାନ୍ତିବିହାର ଦୁର୍ଗାପୂଜା କମିଟି ଚଳିତ ବର୍ଷ ସ୍ବତନ୍ତ୍ର ଭାବେ ପୂଜା ଆୟୋଜନ କରୁଛି। ୨୦ ବର୍ଷ ହେବ ଦୁର୍ଗାପୂଜା କରି ଆସୁଥିବା ଏହି କମିଟି ପ୍ରଥମଥର ଲାଗି ମା’ଙ୍କୁ ଚାନ୍ଦି...
ଦୁର୍ଗା ମୂର୍ତ୍ତି ଗଢ଼ା ପାଲଟିଛି ପେସା, ନିଶା
ରାଜନଗର,୩୦ା୯(ଡି.ଏନ୍.ଏ.): ଆଉ ମାତ୍ର କିଛିଦିନ ପରେ ପାର୍ବଣ। ଏଥିଲାଗି ଏବେଠୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପୁରପଲ୍ଲି ଅଞ୍ଚଳ ଚଳଚଞ୍ଚଳ ହୋଇଉଠିଛି। ମା’ଦୁର୍ଗାଙ୍କ ଆଗମନ ପାଇଁ ଭକ୍ତମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଥିବା ବେଳେ ବିଭିନ୍ନ ପୂଜା ମଣ୍ଡପରେ ଶିଳ୍ପୀମାନେ...
Archives


