ଦୁର୍ଗା ପୂଜା

ପ୍ରଶାନ୍ତି ବିହାର ଦୁର୍ଗାପୂଜା କମିଟି : ମା’ଙ୍କ ମଥାରେ ଝଟକିବ ଚାନ୍ଦି ମୁକୁଟ

ଭୁବନେଶ୍ୱର,୩୦।୯(ବ୍ୟୁରୋ) : ଭୁବନେଶ୍ୱରର ଓ୍ବାର୍ଡ ନଂ. ୧ ଅନ୍ତର୍ଗତ ପ୍ରଶାନ୍ତିବିହାର ଦୁର୍ଗାପୂଜା କମିଟି ଚଳିତ ବର୍ଷ ସ୍ବତନ୍ତ୍ର ଭାବେ ପୂଜା ଆୟୋଜନ କରୁଛି। ୨୦ ବର୍ଷ ହେବ ଦୁର୍ଗାପୂଜା କରି ଆସୁଥିବା ଏହି କମିଟି ପ୍ରଥମଥର ଲାଗି ମା’ଙ୍କୁ ଚାନ୍ଦି ମୁକୁଟ…

ଦୁର୍ଗା ମୂର୍ତ୍ତି ଗଢ଼ା ପାଲଟିଛି ପେସା, ନିଶା

ରାଜନଗର,୩୦ା୯(ଡି.ଏନ୍‌.ଏ.): ଆଉ ମାତ୍ର କିଛିଦିନ ପରେ ପାର୍ବଣ। ଏଥିଲାଗି ଏବେଠୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପୁରପଲ୍ଲି ଅଞ୍ଚଳ ଚଳଚଞ୍ଚଳ ହୋଇଉଠିଛି। ମା’ଦୁର୍ଗାଙ୍କ ଆଗମନ ପାଇଁ ଭକ୍ତମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଥିବା ବେଳେ ବିଭିନ୍ନ ପୂଜା ମଣ୍ଡପରେ ଶିଳ୍ପୀମାନେ ମା’ଙ୍କ…

୫୦ କିଲୋ ସୁନାରେ ନିର୍ମାଣ ଚାଲିଛି ମା’ ଦୁର୍ଗାଙ୍କ ମୂର୍ତ୍ତି

କୋଲକାତା,୨୬।୯:ନବରାତ୍ର ଆରମ୍ଭ ହେବାକୁ ଆଉ ମାତ୍ର ୨ଦିନ ବାକି ଅଛି। ଏଥିପାଇଁ ଚାରିଆଡେ ପ୍ରସ୍ତୁତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗା ପୂଜା ଏକ ସ୍ବତନ୍ତ୍ରତା ବଜାୟ ରଖିଛି। ଏଠାରେ ଭବ୍ୟ ପୂଜା ପେଣ୍ଡାଲକୁ ନେଇ ସାରା ଦେଶରେ ପ୍ରସିଦ୍ଧ। ଇତିମଧ୍ୟରେ କୋଲକାତାରେ…

ମା’ ଦୁର୍ଗାଙ୍କ ଗହଣା ଉପରେ ନଜର ପକାଇଲେ ଚୋର, ପରିଣତି କ’ଣ ହେଲା ଜାଣନ୍ତୁ…

ମା’ ଦୁର୍ଗାଙ୍କ ମହିମା ଅପାର। ତାଙ୍କ ଉପରେ ଭରସା କରି ମାନସିକ ପୂରଣ ପାଇଁ ଧାଇଁ ଆସିଥାନ୍ତି ଭକ୍ତ। ଆଜି ମା’ଙ୍କ ଏପରି ଏକ ଚମତ୍କାରିତା ବିଷୟରେ କହିବୁ ଯାହା ଶୁଣି ଚକିତ ହୋଇଯିବେ। ବିହାରର ମଧେପୁରା ଜିଲାସ୍ଥିତ ମା’ ଦୁର୍ଗାଙ୍କ…

ଦୁର୍ଗାପୂଜା ପାଇଁ ୧୦ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ):ଦୁର୍ଗାପୂଜା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୧୦ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ଯାତ୍ରୀ ସଂଖ୍ୟା ବୃଦ୍ଧି ସମ୍ଭାବନା ଥିବାରୁ ଚଳାଚଳ କରୁଥିବା ଟ୍ରେନଗୁଡିକର ଅତିରିକ୍ତ କୋଚ୍‌ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନଗୁଡିକରେ ମାତ୍ରାଧିକ ଅପେକ୍ଷା ସୂଚୀ ଏଡାଇବାକୁ ଏହି…

‘ଅକ୍ଷରଧାମ’ରେ ବିରାଜିବେ ମା’

ଭୁବନେଶ୍ୱର, ୨୫-୯(ବ୍ୟୁରୋ):ଆସୁଛି ପାର୍ବଣ, ଆସୁଛନ୍ତି ମା’। ଆଉ ମା’ଙ୍କ ସ୍ବାଗତ ପାଇଁ ସଜେଇ ହେଉଛି ରାଜଧାନୀ। ଭିନ୍ନ ଭିନ୍ନ ଡିଜାଇନର୍‌ ତୋରଣ ସାଙ୍ଗକୁ ଆଖି ଝଲସା ସାଜସଜ୍ଜାକୁ ନେଇ ରାଜଧାନୀର ବିଭିନ୍ନ ମଣ୍ଡପଗୁଡ଼ିକ ମଧ୍ୟରେ ଚାଲିଛି ପ୍ରତିଦ୍ୱନ୍ଦ୍ୱିତା। ତେବେ ଏହି ପ୍ରତିଦ୍ୱନ୍ଦ୍ୱିତାରୁ…

ନିରାଡ଼ମ୍ବର ପୂଜା କରିବ ଡିଷ୍ଟ୍ରିକ୍ଟ ସେଣ୍ଟର ପୂଜା କମିଟି : ନବମୀରେ ନିଆରା କୁମାରୀ ପୂଜା

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ଧରାବତରଣ କରିବେ ଜଗଜ୍ଜନନୀ ମା’ ଦୁର୍ଗା। ଏଥିପାଇଁ ଚଳଚଞ୍ଚଳ ହେଲାଣି ଭୁବନେଶ୍ୱର। ପୂଜା କମିଟିର ପ୍ରସ୍ତୁତି ଜୋର୍‌ଦାର ଚାଲିଥିବାବେଳେ ତୋରଣ ବନ୍ଧା ସହ ଅନ୍ୟାନ୍ୟ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି। ଏବେ ଦେଶରେ ମାନ୍ଦାବସ୍ଥାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଡିଷ୍ଟ୍ରିକ୍ଟ…

ଡମଣା ଦୁର୍ଗାପୁଜା କମିଟି : ଯୋଶେଫ ପିଟ୍ସବର୍ଗ ପ୍ୟାଲେସ ମୁଖ୍ୟ ଆକର୍ଷଣ

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ସବୁବର୍ଷ ନିଜର ତୋରଣରେ ନୂତନତ୍ୱ ଆଣୁଥିବା ଡମଣା ଦୁର୍ଗାପୂଜା କମିଟି ଚଳିତବର୍ଷ ସହରବାସୀଙ୍କୁ ଭିନ୍ନ ଭେଟି ଦେବାକୁ ପ୍ରୟାସ କରିଛି। ତୋରଣରେ ଦେଖିବାକୁ ମିଳିବ ପାଶ୍ଚାତ୍ୟର ଛାପ। ଆକର୍ଷଣ ସାଜିବ ରୁଷିଆର ସେଣ୍ଟ୍‌ ଯୋଶେଫ ପିଟ୍ସବର୍ଗ ପ୍ୟାଲେସ। ଏହାର…

ଶାରଦୀୟ ପୂଜା: ଏଥର ମା’ ଆସୁଛନ୍ତି ହାତୀରେ, ଯିବେ ଘୋଡାରେ

ପାଖେଇ ଆସୁଛି ନବରାତ୍ରୀ। ଚଳିତ ବର୍ଷ ଏହି ପବିତ୍ର ନବରାତ୍ରୀ ୨୯ ସେପ୍ଟେମ୍ବରରୁ ଆରମ୍ଭ ହୋଇ ୭ ଅକ୍ଟୋବରରେ ଶେଷ ହେବ। ନବରାତ୍ରୀର ଏହି ନ’ଟି ଦିନରେ ଦେବୀ ଦୁର୍ଗାଙ୍କୁ ନଅଟି ଭିନ୍ନ ଭିନ୍ନ ରୂପରେ ପୂଜାର୍ଚ୍ଚନା କରାଯାଇଥାଏ। ଏଥର ନବରାତ୍ରୀ…

ଶୋଭାପାଇବ ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ

କଟକ ରୋଡ,୧୯।୯(ଡି.ଏନ୍‌.ଏ.): ଚଳିତବର୍ଷ ଝାରପଡ଼ା ଦୁର୍ଗାପୂଜା ସମିତି ନବମ ବର୍ଷରେ ପହଞ୍ଚିଛି। ପୂର୍ବରୁ ବିଭିନ୍ନ ସମୟରେ ଆକର୍ଷଣୀୟ ତୋରଣ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଚଳିତଥର ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ ନିର୍ମାଣ କରିବାକୁ ଯାଉଛି। ଏହା ମୁଖ୍ୟ ଆକର୍ଷଣ…

ବମିଖାଲ ଦୁର୍ଗାପୂଜା ସମିତି : ତୋରଣରେ ଜମ୍ମୁ-କଶ୍ମୀର ପ୍ୟାଲେସ

ଚଳିତ ବର୍ଷ ବମିଖାଲ ଦୁର୍ଗାପୂଜା ସମିତି ୫୬ବର୍ଷରେ ପଦାର୍ପଣ କରିଛି। ପୂର୍ବରୁ ଅନେକ ତୋରଣ ନେଇ ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଏ ବର୍ଷ ସହରାଞ୍ଚଳ ରାସ୍ତା କଡରେ ଜମ୍ମୁ-କଶ୍ମୀର ପ୍ୟାଲେସ ନିର୍ମାଣ କରିବ। ତୋରଣର ଉଚ୍ଚତା ୮୦ଫୁଟ ଓ ଓସାର…

ଦୁର୍ଗାପୂଜା ପୂର୍ବରୁ ନବରାତ୍ରୀର ରହିଛି ବିଶେଷ ମହତ୍ୱ

ଦୁର୍ଗାପୂଜା ହିନ୍ଦୁମାନଙ୍କର ଏକ ବଡ ପର୍ବ ବୋଲି କୁହାଯାଏ। ଶାରଦୀୟ ନବରାତ୍ରୀ ସବୁଠାରୁ ଶୁଭ ବୋଲି ମଧ୍ୟ କୁହାଯାଏ। ବିଶେଷ କରି ଏହା ହିନ୍ଦୁମାନଙ୍କ ପାଇଁ ବିଶେଷ ମହତ୍ୱ ରଖିଥାଏ। ୯ ଦିନ ଧରି ଚାଲିଥିବା ଏହି ପର୍ବରେ ଦେବୀ ଦୁର୍ଗାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?