ଦୁର୍ଗା ପୂଜା

ଶହୀଦନଗର ଦୁର୍ଗାପୂଜା ସମିତି:ତୋରଣରେ ଲକ୍ଷ୍ନୌ ରାଜପ୍ରାସାଦ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ଶାରଦୀୟ ଦୁର୍ଗାପୂଜା ପ୍ରସ୍ତୁତିରେ ନିଜକୁ ସାମିଲ କରିଛି ଭୁବନେଶ୍ୱରର ଅନ୍ୟତମ ପ୍ରମୁଖ ପୂଜାମଣ୍ଡପ ଶହୀଦନଗର। ଶହୀଦନଗର ଦୁର୍ଗାପୂଜା ସମିତି ପକ୍ଷରୁ ଏବେ ସୁଦ୍ଧା ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସହ ପାର୍ଶ୍ୱବର୍ତ୍ତୀ ମୂର୍ତ୍ତି ଓ ତୋରଣ ନିର୍ମାଣ କାର୍ଯ୍ୟ ପ୍ରାୟତଃ ଶେଷ ପର୍ଯ୍ୟାୟରେ…

ଭୋପାଳରେ ପୂଜା ହେବେନି ୬ ଫୁଟ୍‌ରୁ ଊର୍ଦ୍ଧ୍ୱ ଉଚ୍ଚତାର ଦୁର୍ଗାମୂର୍ତ୍ତି

ଭୋପାଳ,୧୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ଖଟଲାପୁରରେ ଗତ ଗଣେଶ ପୂଜା ସମୟରେ ହୋଇଥିବା ଦୁର୍ଘଟଣାକୁ ନେଇ ମଧ୍ୟପ୍ରଦେଶ ସରକାର ଏବେ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର କହିଛନ୍ତି ଏଥର ଭୋପାଳରେ ୬ ଫୁଟ୍‌ରୁ ଊର୍ଦ୍ଧ୍ୱ ଉଚ୍ଚତାର ଦୁର୍ଗାମୂର୍ତ୍ତି ପୂଜା କରାଯିବ…

ଚାଉଳିଆଗଞ୍ଜ ପୂଜା କମିଟି : ଦଶମୀରେ ହୁଏ ଦହି ପଖାଳ

କଟକ ଅଫିସ,୧୬ା୯ : ଷୋଡ଼ଶ ଉପଚାରରେ ହୁଏ ଜନଗହଳି। କେବଳ ଗୋଟିଏ ଦିନ ନୁହେଁ, ସମ୍ପୂର୍ଣ୍ଣ ଷୋଡ଼ଶ ଉପଚାରରେ ଏଠାରେ ଜନଗହଳି ହୁଏ। ଚଳିତଥର ଷୋଡ଼ଶ ଉପଚାର ସମୟରେ ଶ୍ରଦ୍ଧାଳୁଙ୍କ ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। କମିଟି ପକ୍ଷରୁ ଭାଇଚାରାକୁ ପ୍ରାଧାନ୍ୟ…

ଏଥର ଦୁର୍ଗାପୂଜାରେ ବାଲାକୋଟ୍‌ ଏୟାରଷ୍ଟ୍ରାଇକ୍‌ର ଝଲକ୍‌

କୋଲକାତା: ଆସୁଛି ପାର୍ବଣ, ଆସୁଛନ୍ତି ମା’। ଦେଶର କୋଣାନୁକୋଣରେ ଜଗଜ୍ଜନନୀଙ୍କ ପୂଜା ଧୁମଧାମ୍‌ରେ ପାଳିତ ହେବାକୁ ଥିବାବେଳେ, କୋଲକାତାର ପୂଜା ପ୍ରସ୍ତୁତି ଉପରେ କିନ୍ତୁ ସାରା ଦେଶର ନଜର ରହିଥାଏ। ତେବେ ଚଳିତ ଥର କୋଲକାତାର ଦୁର୍ଗାପୂଜାରେ ଦେଖିବାକୁ ମିଳିବ ଦେଶପ୍ରେମର…

୬୪ ବର୍ଷରେ ପୁରୁଣାଷ୍ଟେଶନ ବଜାର ଦୁର୍ଗାପୂଜା: ଏଥର ତୋରଣରେ ଔରଙ୍ଗାବାଦର ଅଜନ୍ତା-ଏଲୋରା ଗୁମ୍ଫା

କଟକ ରୋଡ : ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ହେଉଛି ରାଜଧାନୀ। ବିଭିନ୍ନ ପୂଜାମଣ୍ଡପରେ ଆରମ୍ଭ ହୋଇଛି ତୋରଣ। ମୃଣ୍ମୟୀ ମୂର୍ତ୍ତି ତିଆରିରେ ଲାଗିଛନ୍ତି ଶିଳ୍ପୀ ଓ କାରିଗର। ଏହି ଦୌଡରେ ସାମିଲ ହୋଇଛି ଭୁବନେଶ୍ୱର ପୁରୁଣାଷ୍ଟେଶନ ବଜାର ସାର୍ବଜନୀନ ଦୁର୍ଗାପୂଜା…

ନିଶାଣ, ମହତାପରେ ପୁରୁଣା ପରମ୍ପରା ଛାପ

କଟକ ଅଫିସ : ଆସନ୍ତା ଅକ୍ଟୋବର ୪ ତାରିଖରେ ମହାଷଷ୍ଠୀ। ଦଶହରା ଆରମ୍ଭକୁ କିଛି ଦିନ ରହିଲା। ତେବେ କଟକର ପ୍ରସିଦ୍ଧ ଦଶହରା କିଛି ନିର୍ଦ୍ଦିଷ୍ଟ କାରଣ ପାଇଁ ଭିନ୍ନ ଓ ଅନନ୍ୟ। ଏଠାରେ କେତେକ ସ୍ବତନ୍ତ୍ର ପରମ୍ପରା ଦେଖିବାକୁ ମିଳେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?