ଏଇ ଭାରତରେ
ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍ ତଲୟା ପୁଷ୍କରିଣୀର ପୁନରୁଦ୍ଧାର କରିପାରିଛନ୍ତି। ଏହି ପୁଷ୍କରିଣୀରେ ଏବେ ଜଳଧାରଣ କ୍ଷମତା ବୃଦ୍ଧି…
ନୀରବତା ଏକ ମୃଗତୃଷ୍ଣା
ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍ ପ୍ରାୟ। ଯେଉଁଠି ପ୍ରତ୍ୟେକ ହୃଦୟର ସ୍ପନ୍ଦନରେ ପ୍ରାଣ ସଂଚାରର ଅନୁଭୂତି ହେଉଛି, ସେଠି…
ସର୍ଜନଶୀଳ ଓଡ଼ିଶା
ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ, ପ୍ରଥା ପରମ୍ପରା ଓ ପର୍ବପର୍ବାଣି ଆଦି ସବୁଥିରେ ରହିଛି ସର୍ଜନଶୀଳ ଦୃଷ୍ଟିଭଙ୍ଗୀ। ସ୍ଥାପତ୍ୟ…
ଅନେକ ମେରୁ
ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ ଉଭାନ ହୋଇଯାଇଥାଏ। ଇରାନ୍ ସେହି କଥାକୁ ଏବେ ପ୍ରମାଣିତ କରିଦେଇଛି। ଇସ୍ରାଏଲ ଓ…
ଏଇ ଭାରତରେ
ବହୁ ସମୟରେ ବ୍ୟକ୍ତି ସମ୍ମୁଖରେ ବୟସ ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଜମ୍ମୁରେ। ୭୨ ବର୍ଷ ବୟସରେ ବିଦ୍ୟା କୌର ନିର୍ଭୟରେ କାର ଚଳାଇ ପାରୁଛନ୍ତି। ସେ ୧୯ ବର୍ଷ ବୟସରେ ବିବାହ କରିଥିଲେ। ପ୍ରଥମେ ଜଣେ ଶିକ୍ଷକ…
ପିତୃ ଶବ୍ଦର ମହାନତା
ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍, ଡେ’ ଏହିପରି ଏକାର୍ଥବୋଧକ ଯେତେ ସବୁ ଶବ୍ଦ ରହିଛି ସେ ସବୁର ବ୍ୟବହାର ଶୈଳୀ ସ୍ଥଳ ବିଶେଷରେ ଅଲଗା…
ମଣିମା ଶୁଣିମା ହେଉ
ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ, ଅସତ୍ୟ ଅନାଚାର ଆଦି ଯାବତୀୟ ଯୁଗ ଯନ୍ତ୍ରଣାରେ ନିରନ୍ତର ଘାଣ୍ଟି ହେଉଥିବା ଲୋକଟିକୁ…
କେବଳ ଦର୍ଶକ
ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା ପାଇଁ ଉଚିତ ମଣୁଛି। ପ୍ରଥମ କଥା ହେଉଛି, ଭବିଷ୍ୟତରେ ଘଟିବାକୁ ଥିବା ସ୍ଥିତିକୁ…
ସନ୍ତାନ ପାଳନ ଓ ମାର୍ଗ ଦର୍ଶନ
ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍, ଠିକ୍ ବିବେଚନା କରିବାରେ ଅସମର୍ଥ ହୋଇଥିବା ବେଳେ ମଣିଷ ଭଲ, ମନ୍ଦ, ଭୁଲ୍, ଠିକ୍, ନୈତିକ, ଅନୈତିକ, କରଣୀୟ, ବର୍ଜନୀୟ…
ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍ଡିଏ
କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି ବିଧାନସଭା କ୍ଷେତ୍ର। ପଶ୍ଚିମବଙ୍ଗରେ ସର୍ବାଧିକ ୨୯୪ଟି ଆସନ ରହିଥିବାବେଳେ ତାମିଲନାଡ଼ୁରେ ୨୩୪, କେରଳରେ…
ଶାସନରେ ଭୟ
ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ ଏହାକୁ ପ୍ରମାଣ କରାଯାଇ ପାରେ ନାହିଁ। ସବୁଠାରୁ ପୁରୁଣା କୋଇଲା ଦୁର୍ନୀତି ମାମଲାରେ…
ଏଇ ଭାରତରେ
ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ ମାଗଣାରେ ଯୋଗାଉଛନ୍ତି। ପୋର୍ତ୍ତିକା ଭାରତର ସବୁଠୁ ଉଚ୍ଚ ଗାଁ ହିମାଚଳ ପ୍ରଦେଶର କୋମିକରେ…
Archives


