ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ ଭାବେ…
ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ, ବାଛୁରୀ,…
ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ ସେମାନେ…
କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ ପ୍ରାର୍ଥୀ…
ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ ହେଉଛି…
ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ ଅଛି…
ପିଲାବେଳର ପାଠ କିଛି ମନେ ଥାଉ କି ନ ଥାଉ, ଏଇ ପଦଟି ସମସ୍ତଙ୍କର ମନେଥିବ - ‘ବିଦ୍ୟା ଅଟଇ ମହାଧନ, ବାଳକେ କର ଉପାର୍ଜନ’। ତା’…
୨୦୨୬ ଦେଶର ରାଜନୈତିକ ଦଳ ଓ ସରକାର ପାଇଁ ବ୍ୟସ୍ତବହୁଳ ହେବା ଅବଶ୍ୟମ୍ଭାବୀ। ଆସାମ, କେରଳ, ତାମିଲନାଡ଼ୁ, ପଶ୍ଚିମବଙ୍ଗ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁଡ଼ୁଚେରୀରେ ଆଲୋଚ୍ୟ ବର୍ଷରେ…
ଜମି ବିବାଦ ଦେଖାଦେଲେ ସରକାରୀ କାମଗୁଡ଼ିକର ସମୟସୀମା ଗଡ଼ିଚାଲେ। ଠିକାଦାର ବିଳମ୍ବ କରନ୍ତି କିମ୍ବା ଏଥିରେ ଜଡ଼ିତ ବିଭାଗଗୁଡ଼ିକ ନିଜ ମୁଣ୍ଡରୁ ଦୋଷ ଖସାଇବାକୁ ଚେଷ୍ଟା କରିଥାନ୍ତି।…