ସମ୍ପାଦକୀୟ

ପରିବେଶ ସଂରକ୍ଷଣର ଅଜଣା କଥା

ପରିବେଶ ସଂରକ୍ଷଣ ବର୍ତ୍ତମାନର ପ୍ରମୁଖ ଆହ୍ବାନଗୁଡିକ ଭିତରୁ ଅନ୍ୟତମ ା ପରିବେଶ ସୁରକ୍ଷା ନୂଆକଥା ନୁହେଁ। ଆଗରୁ ଏଥିପାଇଁ ବହୁ ଆନ୍ଦୋଳନ ହୋଇଛି। ପରିବେଶପ୍ରେମୀମାନେ ପ୍ରାଣବଳି ବି…

1 year ago

ଉତ୍କର୍ଷ ଓଡ଼ିଶା-୨୦୨୫ ଏକ ସଂକଳ୍ପ

ଆସନ୍ତା ସପ୍ତାହରେ ଉତ୍କର୍ଷ ଓ ସମାବେଶ ହେବାକୁ ଥିବାବେଳେ, ଏହାର ୧୦ଦିନ ପୂର୍ବରୁ ସିଙ୍ଗାପୁର ସହ ୮ଟି ପ୍ରକଳ୍ପ ଉପରେ ଆମେ ବୁଝାମଣାପତ୍ର ସ୍ବାକ୍ଷର କରିଛୁ। ୨…

1 year ago

ଗଭୀର ଅମଲା

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ତଦାରଖରେ ଆମେରିକା ସରକାରଙ୍କ ବିରାଟକାୟ ଅମଲାତନ୍ତ୍ର ବ୍ୟବସ୍ଥାକୁ ସୁଧାରିବା ସହିତ କ୍ଷୁଦ୍ର କରିବା ପାଇଁ ଏକ ନୂତନ ବିଭାଗ ଖୋଲିଛନ୍ତି।…

1 year ago

ଦୟାର ଦୟନୀୟ ଅବସ୍ଥା

ଯେଉଁ ନଦୀଜଳରେ କପିଳମୁନି ସ୍ନାନକରିବା ସହ ତପସ୍ୟାକରି ମୋକ୍ଷପ୍ରାପ୍ତି ହୋଇଥିଲେ,ଉକ୍ତ ନଦୀରେ ଅବଗାହନକରି ପଞ୍ଚପାଣ୍ଡବ ପାପମୁକ୍ତ ହୋଇଥିଲେ ଏବଂ ଯେଉଁ ନଦୀ ଦିନେ ଦୟାପରବଶ ହୋଇ କଳିଙ୍ଗ…

1 year ago

ଦକ୍ଷତା ବିକାଶରେ ପାଠାଗାର

ନିକଟରେ ପ୍ରାଥମିକ ଶିକ୍ଷକଙ୍କ ନିମନ୍ତେ ପାଠାଗାରର ବ୍ୟବହାର ସମ୍ପର୍କରେ ଏକ ତାଲିମରେ ଯୋଗଦାନ କରିବାର ସୁଯୋଗ ପାଇଥିଲି। ତାଲିମ ଥିଲା ବିଦ୍ୟାଳୟରେ ପାଠାଗାରର ସୃଜନାତ୍ମକ ବ୍ୟବହାରକୁ ନେଇ।…

1 year ago

ମେଳା ବି ଡିଜି

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭମେଳାର ସେକ୍ଟର ୧୯ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟି ୧୮ଟି ତମ୍ବୁ ପୋଡ଼ି ପାଉଁଶ ହୋଇଯାଇଛି। ଦେଖିବାକୁ ଗଲେ ଏହି ଘଟଣାକୁ ଏକ ମାରାତ୍ମକ…

1 year ago

ଏଇ ଭାରତରେ

ଆଇଏଏସ୍‌ ଅଧିକାରୀ ସୁଶାନ୍ତ ଗୌରବଙ୍କ ଉଦ୍ୟମରେ ଝାଡ଼ଖଣ୍ଡର ଏକ ଜିଲାରେ ମାଣ୍ଡିଆ ଉପତ୍ାଦନ ୩୦୦ ପ୍ରତିଶତ ବୃଦ୍ଧି ହୋଇପାରିଛି। ଆଇଏଏସ୍‌ ଅଧିକାରୀ ଗୌରବ ଝାଡ଼ଖଣ୍ଡର ଗୁମଲା ଜିଲାକୁ…

1 year ago

ଟ୍ରମ୍ପ୍‌ଙ୍କ ଆରମ୍ଭ

ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ୨୦ ଜାନୁଆରୀ ୨୦୨୫ରେ ଡୋନାଲ୍ଡ ଟ୍ରମ୍ପ୍‌ ଶପଥ ନେବେ। ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧବିରତି ସକାଶେ ଚୁକ୍ତି ହୋଇଯାଇଥିବାରୁ ଶପଥ…

1 year ago

ଏଇ ଭାରତରେ

ପ୍ଲାଷ୍ଟିକ ପ୍ରଦୂଷଣ ଏବେ ପରିବେଶ ପାଇଁ ବିପଦ ସୃଷ୍ଟି କରିଛି ଓ ଭବିଷ୍ୟତରେ ଏହା ଜୀବଜଗତ ପ୍ରତି ଘାତକ ହେବ ବୋଲି ବୈଜ୍ଞାନିକମାନେ ସତର୍କ କରିଦେଇଛନ୍ତି। ଏ…

1 year ago

ପଟ ପରିବର୍ତ୍ତନ

ତାସ ଖେଳୁଛନ୍ତି ଯଦି ପଟ ପରିବର୍ତ୍ତନ ହୋଇଗଲା, ଜାଣ ଆପଣଙ୍କ ଖରାପ ବେଳା ଆସିଗଲା। ନିଜର ଆବଶ୍ୟକତା ଥତ୍ବା ପଟ ତୁମ ବିରୋଧୀ ଖେଳାଳି ପାଖକୁ ଆସିଗଲା…

1 year ago