ସମ୍ପାଦକୀୟ

ତାଳଗଛ

ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଜୁଲାଇ ୧ରୁ ବନ ମହୋତ୍ସବ ସପ୍ତାହ ଆରମ୍ଭ ହୋଇଯାଇଛି । ଜିଲା, ବ୍ଲକ୍‌, ପଞ୍ଚାୟତ, ପୌର ପରିଷଦ ତଥା ବିଭିନ୍ନ…

1 year ago

ସଦ୍‌ଗୁଣାବଳୀର ସକ୍ରିୟ ଚିତ୍ର

ବ୍ୟକ୍ତିତ୍ୱର ସାରବାର୍ତ୍ତା ହିଁ ଚରିତ୍ର। ଏହା ଜୀବନର ମୌଳିକ ନୀତିନିୟମର ସମନ୍ବିତ ଓ ସକ୍ରିୟ ରୂପ। ଦିଗ ନିର୍ଣ୍ଣୟ ଯନ୍ତ୍ର ପରି ଚରିତ୍ର ମଣିଷର କାର୍ଯ୍ୟଧାରାକୁ ନିୟନ୍ତ୍ରଣ…

1 year ago

ସରକାରୀ ଛୁଟିରେ ପାତରଅନ୍ତର

ସାଧାରଣତଃ କେନ୍ଦ୍ର ସରକାରୀ କର୍ମଚାରୀମାନେ ବର୍ଷକୁ ଯେଉଁ ୧୭ଟି କାର୍ଯ୍ୟ ବନ୍ଦ ଦିବସକୁ ଛୁଟି ଭାବରେ ପାଇଥାନ୍ତି, ସେଥିମଧ୍ୟରୁ ୧୪ଟି ଛୁଟି ସବୁ ରାଜ୍ୟର କର୍ମଚାରୀମାନଙ୍କ ପାଇଁ…

1 year ago

ଏଇ ଭାରତରେ

ହିମାଚଳପ୍ରଦେଶର ଆନି ବ୍ଲକର କାମନ୍ଦ ପଞ୍ଚାୟତର ଗାଢ଼ାରୀ ଗାଁରେ ରହନ୍ତି ୭୩ ବର୍ଷ ବୟସ୍କା ଲୁରମା ଦେବୀ। ସେ ବୁଲାପ୍ରାଣୀଙ୍କୁ ଖାଇବାକୁ ଦେଇ ଖୁବ୍‌ ଆନନ୍ଦିତ ହୋଇଥାନ୍ତି।…

1 year ago

ଏଇ ଭାରତରେ

ଏମିତି ବ୍ୟକ୍ତି ଦେଖିଛନ୍ତି ଯିଏ ତାଙ୍କ ସବୁ ସଞ୍ଚତ୍ତ ଧନ ଓ ସ୍ତ୍ରୀଙ୍କ ଗହଣା ବିକ୍ରି କରି ଗରିବଙ୍କୁ ଖାଦ୍ୟ ଯୋଗାଉଛନ୍ତି? ହଁ, ଦିଲ୍ଲୀର ପ୍ରବୀଣ ଗୋୟଲ…

1 year ago

ଆଲ୍‌ଗୋରିଦମ୍‌ ନିବେଶର ଯୁଗ

ସୌରଜିତ ପ୍ରଧାନୀ ଆର୍ଥିକ ବଜାରର ନିରନ୍ତର ବିକାଶଶୀଳ ପରିଦୃଶ୍ୟରେ ମାନବୀୟ ହସ୍ତକ୍ଷେପ ବନାମ ସ୍ବୟଂକ୍ରିୟତାର ଭୂମିକାକୁ ନେଇ ବିତର୍କ ତୀବ୍ରତର ହୋଇଛି। ଅତ୍ୟାଧୁନିକ ଆଲ୍‌ଗୋରିଦମ୍‌, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

1 year ago

ଆସ ଫିଙ୍ଗିବା ମଞ୍ଜିଗୋଳା

ଡ. ଜୟକୃଷ୍ଣ ପାଣିଗ୍ରାହୀ ବୃକ୍ଷମାନେ ବାୟୁକୁ ଶୁଦ୍ଧକରନ୍ତି ଏବଂ ରୋଗ ମଧ୍ୟ ଦୂରକରିବାରେ ସହଯୋଗକରନ୍ତି। ଏଥିପାଇଁ ବୃକ୍ଷରୋପଣ ପ୍ରାଣୀମାନଙ୍କ ନିମନ୍ତେ ହିତକାରୀ। ବୃକ୍ଷଲତା ସହ ଜୀବଜନ୍ତୁ ଏବଂ…

1 year ago

କେତେ ନୂଆ ଆଇନ

ବ୍ରିଟିଶ ଅମଳର ଆପରାଧିକ ଆଇନକୁ ଶେଷକରି ଭାରତରେ ୩ଟି ନୂତନ ଆଇନ ଏହି ମାସ ୧ ତାରିଖରୁ କାର୍ଯ୍ୟକାରୀ ହୋଇଛି। ଭାରତୀୟ ଦଣ୍ଡ ସଂହିତା(ଆଇପିସି), ଫୌଜଦାରି ଅପରାଧ…

1 year ago

ଏଇ ଭାରତରେ

ବର୍ଜ୍ୟ ପରିଚାଳନା ଏବଂ ପରିବେଶ ପ୍ରଦୂଷଣ କମ୍‌ କରିବାରେ ଦିନକୁ ଦିନ ନୂଆ ନୂଆ ଉପାୟ ନେଇ ଅନେକ ବ୍ୟକ୍ତି ସାମ୍ନାକୁ ଆସୁଥିବା ବେଳେ ପଶ୍ଚିମବଙ୍ଗର ଦମ୍ପତି…

1 year ago

ଉପେକ୍ଷିତ ଜନମତ

ରବିନାରାୟଣ ସାମଲ   ଗତ ସାଧାରଣ ନିର୍ବାଚନରେ ସୁରଟ ଲୋକ ସଭା ନିର୍ବାଚନମଣ୍ଡଳୀରେ ୧୦ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ। ୮ ଜଣ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିନେଇଥିଲେ,…

1 year ago