ଗୋ ଶ୍ରୀମଦ୍ ଭାଗବତର ସ୍ଥାନ ଓ ଆହ୍ବାନ ବିଚାର୍ଯ୍ୟ। ଭାରତୀୟ ପ୍ରଜ୍ଞାମାନସ ବେଦରୂପୀ କଳ୍ପବୃକ୍ଷର ପରିପକ୍ୱ ସୁମିଷ୍ଟ ଫଳ ‘ଭାଗବତ’ ମୁକ୍ତିମାର୍ଗର ସୋପାନ। ଭଗବାନଙ୍କ ସାକ୍ଷାତ ଶବ୍ଦମୟୀ…
ଚ୍ଛତାକୁ ନେଇ ଅନେକ ଉତ୍ସାହଜନକ କାର୍ଯ୍ୟକ୍ରମ ଚାଲୁଛି। ତେବେ ସ୍ବଚ୍ଛତା ଓ ଆମ ସହରକୁ ନେଇ ଆଲୋଚନା କରିବା ବେଳେ ପ୍ରଥମେ ପ୍ରାଥମିକ ସ୍ତରରୁ ତଥା ପ୍ରାଥମିକ…
ବନାଗ୍ନି ପ୍ରଭାବରେ ଆକାଶ ଲାଲ ଦିଶୁଛି ଓ ବାୟୁମଣ୍ଡଳରେ ଧୂଳିଧୂଆଁ ଭର୍ତ୍ତି ହୋଇଯାଉଛି। ଏଭଳି ସ୍ଥିତି ଏବେ ଅଷ୍ଟ୍ରେଲିଆ, କାଲିଫର୍ନିଆ, ଆମାଜନ୍ ଏବଂ ଅନ୍ୟାନ୍ୟ ସ୍ଥାନରେ ଅଧିକ…
ବଞ୍ଚତ୍ବାର ମାନଦଣ୍ଡକୁ ବିଶ୍ଳେଷଣ କଲେ ସମ୍ମାନ ଓ ସାଭିମାନ ବା ଇଜ୍ଜତର ସହ ବଞ୍ଚତ୍ବାର ଅଧିକାର ମଣିଷକୁ ଅନେକ ନୈତିକ ମୂଲ୍ୟବୋଧକୁ ତର୍ଜମା କରିବାକୁ ଶିକ୍ଷା ଦିଏ।…
ଅନୀତା ପଟ୍ଟନାୟକ ଗୁଡ଼ାଏ ବଗୁଲିଆ ପିଲା ପୁରୁଣା ସାଇକେଲ ଟାୟାରରେ ଗଁାରେ ନୂଆ ନୂଆ ତିଆରି ହୋଇଥିବା ବିଜୁଳିବତି ଖୁଣ୍ଟ ତଳେ ନିଅଁା ଲଗାଉଥିଲେ। ମୁଁ ଦେଖିଲି…
ଭାରତରେ ଇତିହାସ ଓ ପୁରାଣ ଶବ୍ଦ ୨୫୦୦ ବର୍ଷ ଧରି ବ୍ୟବହୃତ ହୋଇ ଆସିଛି। ଅନେକ ଅନୁମାନ କରନ୍ତି ଯେ, ଇତିହାସ ଏବଂ ପୁରାଣ ମଧ୍ୟରେ ଥିବା…
ଆଶ୍ୱିନ ମାସର ଅମାବାସ୍ୟା ହେଉଛି ମହାଳୟା ଅମାବାସ୍ୟା। ଏହି ସମୟରେ ସୂର୍ଯ୍ୟ କନ୍ୟାରାଶିରେ ଅବସ୍ଥାନ କରିଥାନ୍ତି। ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ମହାଳୟା ଶ୍ରାଦ୍ଧ କରାଯାଏ। ହିନ୍ଦୁ…
ଗାଁର ଦେଶ ଭାରତ। ଗାଁ ଉପରେ ନିର୍ଭର କରେ ଦେଶର ଖାଦ୍ୟଶସ୍ୟ ଉପତ୍ାଦନ ଓ ଅର୍ଥନୀତି। ତେଣୁ ଗାଁର ବିକାଶ ହିଁ ଦେଶର ବିକାଶ। ଗାଁରୁ ଶାସନ…