ସମ୍ପାଦକୀୟ

ପେନ୍‌ସନ୍‌ଭୋଗୀଙ୍କ ଆଶଙ୍କା

ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍‌ସନଭୋଗୀଙ୍କ ପେନ୍‌ସନ୍‌ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ। ଏଥିପାଇଁ…

2 months ago

ନୀରବ ଘାତକ

ବାୟୁ ପ୍ରଦୂଷଣ କୋଭିଡ୍‌ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ ସମନ୍ବିତ…

2 months ago

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ ହୋଇପାରିଛି।…

2 months ago

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ ଭାବେ…

2 months ago

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ, ବାଛୁରୀ,…

2 months ago

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ ସେମାନେ…

2 months ago

ଏଇ ଭାରତରେ

ସଶସ୍ତ୍ର ସୀମା ବଳ(ଏସ୍‌ଏସ୍‌ବି)ର ଜଣେ ପୂର୍ୱତନ ଅଧିକାରୀ ଉତ୍କୃଷ୍ଟ ପାଣ୍ଡେ। ଜୈବିକ ପଦ୍ଧତିରେ ସେ ହଳଦୀ ଏବଂ ଧାନଚାଷ କରି ବିହନ ସଂରକ୍ଷଣ କରୁଛନ୍ତି। ଉତ୍ତରପ୍ରଦେଶ ପ୍ରତାପଗଡ଼…

2 months ago

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ ପ୍ରାର୍ଥୀ…

2 months ago

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ ହେଉଛି…

2 months ago

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ ଅଛି…

2 months ago