ସମ୍ପାଦକୀୟ

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ। ବିଶେଷକରି…

3 months ago

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌। ଏହି…

3 months ago

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ ନ…

3 months ago

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା ମୁଖାପିନ୍ଧା…

3 months ago

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି ଟାଇଗର…

3 months ago

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର ନଁା…

3 months ago

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼ ଏବଂ…

3 months ago

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ ଓ…

3 months ago

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ ବା…

3 months ago

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ ଓ…

3 months ago