ଡ. ମନୋରଞ୍ଜନ ବିଷୋୟୀ ଆମର ଅନେକ ବର୍ଷର ଅନେକ ଭାଷା, ଅନେକ ସାହିତ୍ୟ ଥିଲେ ହେଁ ଉତ୍ସ ପ୍ରାୟ ସମାନ ା ଏବେ ଆଧୁନିକ ସାହିତ୍ୟ ପାଶ୍ଚାତ୍ୟ…
ଥରେ ନୋବେଲ ବିଜେତା ରାସାୟନଶାସ୍ତ୍ରବିତ୍ ରିଚାର୍ଡ ସ୍ମଲେଙ୍କୁ ଜରୁରୀଭିତ୍ତିରେ ବୈଶ୍ୱିକ ଆହ୍ବାନଗୁଡ଼ିକୁ ତାଲିକାଭୁକ୍ତ କରିବାକୁ କୁହାଯାଇଥିଲା। ଦାରିଦ୍ର୍ୟ, କ୍ଷୁଧା, ସଂଘର୍ଷ ଏବଂ ସଂସାଧନ ଉପଲବ୍ଧତାର ଚିରାଚରିତ ପ୍ରସଙ୍ଗକୁ…
କଟକସ୍ଥ ସିଡିଏ-୮ରେ ରୁହନ୍ତି ପ୍ରତିରକ୍ଷା ମନ୍ତ୍ରାଳୟର ଜଣେ ସେବାନିବୃତ୍ତ ଅଧିକାରୀ। ଏକଦା ପାଞ୍ଚଜଣିଆ ଯୁବାଦଳଟି ଆସି ପହଞ୍ଚତ୍ଲା ତାଙ୍କ ଘରେ। ହାତରେ ଥାଏ ‘ପୂଜା’ ରସିଦ। ଆଜ୍ଞାଙ୍କୁ…
ଜଣେ ଭାରତୀୟ ପ୍ରଶାସନିକ ସେବାର ଉଚ୍ଚପଦସ୍ଥ କର୍ମଚାରୀ ଯାହାଙ୍କର ଶହୀଦ ନଗରରେ ତିନିତାଲା ବିଶିଷ୍ଟ ପ୍ରାସାଦ। ଯଥେଷ୍ଟ ବ୍ୟାଙ୍କ ବାଲାନ୍ସ ଓ ମାସିକ ପେନ୍ସନ ୮୦ ହଜାରରୁ…
ଡ. କୁଳାଙ୍ଗାର ସିଏ ବଜାରରୁ ଫେରିଲା ବେଳକୁ ତା’ ପତ୍ନୀଦେବୀ ହାତରେ ଖବରକାଗଜଟାକୁ ଧରି ଆକାଶକୁ ଅନେଇ ବସିଛି! ଏହା ଦେଖି ଆଗୁଆ ସତର୍କ ହୋଇଗଲା।…
ସୌଭାଗ୍ୟ ସୁନ୍ଦରରାୟ ପୁରାତନ ବିଜ୍ଞାନ ଓ ଆଧୁନିକ ବିଜ୍ଞାନ ମଧ୍ୟରେ ପ୍ରଭେଦ ଅନେକ। ପୁରାଣ ଯୁଗର ତଥ୍ୟକୁ ଆଧୁନିକ ବିଜ୍ଞାନ ଏତେଟା ବିଶ୍ୱାସ କରି ନ…
ଭାରତରେ ଖୁଚୁରା ମୁଦ୍ରାସ୍ଫୀତି ବୃଦ୍ଧି ପାଇ ଗତ ଅଗଷ୍ଟରେ ୭ ପ୍ରତିଶତରେ ପହଞ୍ଚତ୍ଥିବା ରିପୋର୍ଟ ଏବେ ପ୍ରକାଶ ପାଇଛି। ଏହା ଜୁଲାଇରେ ୬.୭୧ ପ୍ରତିଶତ ଥିଲା। ଅର୍ଥାତ୍…
ବେଙ୍ଗାଲୁରୁରେ ଟ୍ରାଫିକ୍ ଜାମ୍ ସମସ୍ତଙ୍କୁ ହନ୍ତସନ୍ତ କରୁଛି। ପ୍ରବଳ ବର୍ଷା ଯୋଗୁ ପାଣି ଜମିଯିବା ଫଳରେ ସେଠାରେ ଗାଡ଼ି ଚଳପ୍ରଚଳ ବାଧାପ୍ରାପ୍ତ ହେଉଛି। ଘରୋଇ ହସ୍ପିଟାଲରେ କାର୍ଯ୍ୟ…