ସମ୍ପାଦକୀୟ

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଓ ନିରନ୍ତର ପ୍ରୟାସ ଦ୍ୱାରା ସବୁ ସମ୍ଭବ। ଯାହା ପ୍ରମାଣିତ ହୋଇଛି ଋତ୍ୱିକ ଭଟ୍ଟାଚାର୍ଯ୍ୟଙ୍କ କ୍ଷେତ୍ରରେ। ଜଣେ ପ୍ରତିଷ୍ଠିତ ସ୍କ୍ବାଶ୍‌ ଖେଳାଳି ଭାବେ ବହୁ…

5 years ago

ଅନ୍ତରଙ୍ଗ ସମନ୍ବୟକାରୀ

ଚଳଚ୍ଚିତ୍ର ଓ ଟେଲିଭିଜନ ଭଳି ମଞ୍ଚରେ ପ୍ରଦର୍ଶିତ ହେଉଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଦୃଶ୍ୟକୁ ନେଇ ଦର୍ଶକଙ୍କ ମହଲରେ ସର୍ବଦା ଗୋଟେ ଉତ୍କଣ୍ଠା ଥାଏ। ଶୁଟିଂ ସମୟରେ ନାୟିକା…

5 years ago

ପ୍ରଭାବ ପକାଉଛି ମଞ୍ଜୁର କାହାଣୀ

ବିଚିତ୍ର ବିଶ୍ୱାଳ ମଞ୍ଜୁ ନାମ୍ନୀ ଝିଅଟିଏ ଜଙ୍ଗଲ ପାଖ ଏକ ଗାଁରେ ରହୁଥିଲା। ତାଙ୍କ ଗାଁରେ ଭିନ୍ନ ଭିନ୍ନ ପ୍ରକାର ଫସଲ ଯଥା ଶସ୍ୟ, ଡାଲି, ଫଳମୂଳ,…

5 years ago

ସତ୍‌ସାହସ ନାହିଁ

ଆକାର ପଟେଲ ଭାରତ ସରକାର ‘ଫାଷ୍ଟେଟ୍‌ ଗ୍ରୋଇଂ ଇକୋନୋମୀ’ ବା ‘ଦ୍ରୁତ ଅଭିବୃଦ୍ଧିର ଅର୍ଥ ବ୍ୟବସ୍ଥା’ କଥା ଯାହା କହୁଥିଲେ ତାହା ଆଉ ୪ ବର୍ଷ ହେବ…

5 years ago

ଏଇ ଭାରତରେ

ପରିବେଶ ପାଇଁ ପକ୍ଷୀଙ୍କ ଆବଶ୍ୟକତାକୁ ଖୁବ୍‌ ଭଲ ଭାବେ ବୁଝିଛନ୍ତି ମଧ୍ୟପ୍ରଦେଶର କୃଷକ ନାରାୟଣ ସିଂ। ସେଥିପାଇଁ ସେ ୧୨ ବର୍ଷ ବୟସରୁ ତାଙ୍କ ଗାଁରେ ମୟୂରଙ୍କର…

5 years ago

ଏଇ ଭାରତରେ

ନିଜ ଜୀବନରେ ଯାହା ଘଟିିଥିଲା ତାହା ଅନ୍ୟମାନଙ୍କ ଜୀବନରେ ନ ଆସୁ- ଏମିତି ଭାବନା ନେଇ ଶିଶୁ ଶ୍ରମିକମାନଙ୍କୁ ଉଦ୍ଧାର କରିବାରେ ଲାଗିଛନ୍ତି ମହାରାଷ୍ଟ୍ରର ଅନୁରାଧା ଭେଁାସଲେ।…

5 years ago

ନିଶାର ଦଶା

ଡ. ସତ୍ୟନାରାୟଣ ମିଶ୍ର ଆଧୁନିକ ସଭ୍ୟତାରେ ନିଶା ସେବନ ହେଉଛି ଏକ ମାରାତ୍ମକ ସାମାଜିକ ବ୍ୟାଧି ଓ ଅପରାଧ। ଏହା କର୍କଟ ରୋଗ ଭଳି ଦିନକୁ ଦିନ…

5 years ago

ଜରୁରୀ ସ୍ଥିତି ପାଇଁ ଏକଚ୍ଛତ୍ରବାଦ ଦାୟୀ

ଅମିତ ଶାହା ୪୬ ବର୍ଷ ପୂର୍ବେ ଭାରତର ଇତିହାସରେ ଏକ କଳା ଅଧ୍ୟାୟ ଲେଖା ହୋଇଥିଲା। ସେହି ସମୟରେ ଇନ୍ଦିରା ଗାନ୍ଧୀଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାର ଦେଶରେ…

5 years ago

ଘୋର ଅବ୍ୟବସ୍ଥା

ଦେଶର ଅର୍ଥବ୍ୟବସ୍ଥା ତଳକୁ ଖସୁଥିତ୍ବାବେଳେ ଟିକସ ସଂଗ୍ରହ କରିବା ସରକାରଙ୍କ ଏକମାତ୍ର ଲକ୍ଷ୍ୟ ହୋଇଛି। ଏତିକିବେଳେ ଅଧିତ୍କ ଟିକସ ପାଇବାର ଆଶା କରି ସରକାର ନିଜେ କରିଥିତ୍ବା…

5 years ago

ଏଇ ଭାରତରେ

ଫେକ୍‌ ନ୍ୟୁଜ୍‌ର ପ୍ରଭାବ ଏବେ ଟିକାକରଣ ଉପରେ ପଡୁଛି। ଅନେକେ ଟିକା ନେବା ଲାଗି ଅମଙ୍ଗ ହେଉଛନ୍ତି। ତେବେ ଫେକ୍‌ ନ୍ୟୁଜ୍‌ର ପ୍ରଭାବକୁ ପ୍ରତିହତ କରିବା ପାଇଁ…

5 years ago