ସମ୍ପାଦକୀୟ

ଏଇ ଭାରତରେ

ସକାରାମତ୍କ ପରିବର୍ତ୍ତନ ଆଣିବାରେ ଗୋଷ୍ଠୀଗତ ପ୍ରୟାସର ଗୁରୁତ୍ୱ ପ୍ରମାଣିତ ହୋଇଛି ତାମିଲନାଡୁରେ। ଶ୍ରୀନିବାସନ ସର୍ଭିସ ଟ୍ରଷ୍ଟ(ଏସ୍‌ଏସ୍‌ଟି) ଦ୍ୱାରା ତାମିଲନାଡୁର ୨୫୦୦ ଦୁର୍ଗମ ତଥା ମରୁଡ଼ିପ୍ରବଣ ଗାଁରେ ଲୋକମାନଙ୍କ…

5 years ago

ଏଇ ଭାରତରେ

ପରିବେଶକୁ ପ୍ରଦୂଷଣ ମୁକ୍ତ ରଖିତ୍ବା ପାଇଁ ଯେଉଁ କେତେଜଣ ପ୍ରୟାସ ଜାରି ରଖିତ୍ଛନ୍ତି ସେମାନଙ୍କ ମଧ୍ୟରେ ଉତ୍ତରପ୍ରଦେଶର ସମୀକ୍ଷା ଗନେରିଓ୍ବାଲ ସମ୍ପୂର୍ଣ୍ଣ ଭିନ୍ନ। ସମୀକ୍ଷା ପ୍ଲାଷ୍ଟିକ ବ୍ୟବହାର…

5 years ago

ପରିସଂସ୍ଥାର ପୁନରୁଦ୍ଧାର ହେଉ

ଡ. ଦେବାନନ୍ଦ ବେଉରା ଏହା କହିବା ବାହୁଲ୍ୟ ଯେ, ଆଜିର ପିଢ଼ି ପରିସଂସ୍ଥା କହିଲେ କିଛି ବୁଝନ୍ତି ନାହିଁ। ଅବଶ୍ୟ କିଛି ଓଡ଼ିଆ ଶବ୍ଦର ସ୍ବଳ୍ପ ପ୍ରଚଳନକୁ…

5 years ago

ବାଇଡେନ୍‌ଙ୍କ ବୈଦେଶିକ ନୀତି ବିଶ୍ୱକୁ ବିପଦ

ହରେକୃଷ୍ଣ ପଣ୍ଡା ଆମେରିକାର ନୂତନ ରାଷ୍ଟ୍ରପତି ବାଇଡେନ ଶାସନଭାର ନେବା ପରେ ଯାହା ଅନୁମାନ କରାଯାଉଥିଲା ତାହା ଏବେ ବିପରୀତମୁଖୀ ବୋଲି ଜଣାପଡୁଛି। ବାଇଡେନ ସ୍ଥିର ମସ୍ତିଷ୍କର…

5 years ago

ବିଫଳତାର ଚିଠି

କୋଭିଡ୍‌ର ଦ୍ୱିତୀୟ ଲହରରେ ସରକାର ଜଟିଳ ସମସ୍ୟାଗୁଡ଼ିକ ପ୍ରତି ଧ୍ୟାନ ଦେଉ ନ ଥିବା ଏବଂ ଏହାର ସଞ୍ଚାଳନରେ ବିଫଳ ହୋଇଥିବା ଅଭିଯୋଗ ଆଣିଛନ୍ତି ୧୬ ଜଣିଆ…

5 years ago

ଏଇ ଭାରତରେ

କୋଭିଡ୍‌ ମହାମାରୀର ମୁକାବିଲା କରିବାକୁ ମହାରାଷ୍ଟ୍ରରେ ଶିକ୍ଷକମାନଙ୍କ ପ୍ରୟାସ ବେଶ୍‌ ପ୍ରଶଂସନୀୟ। ଅହମ୍ମଦ ନଗରର ଅକୋଲେ ଗାଁରେ ଜିଲା ପରିଷଦ ଶିକ୍ଷକମାନେ କରୋନା ମୃତ୍ୟୁ ରୋକିବା ଲାଗି…

5 years ago

ପ୍ରବାସୀ ଶ୍ରମିକ ବିକାଶକୁ ଉପଭୋଗ କରୁଛି ତ

ଇଂ. ଶକ୍ତି ପ୍ରସାଦ ଦାସ ନବେ ଦଶକରୁ ଅର୍ଥନୀତିର ଜଗତୀକରଣ ଓ ଉଦାରୀକରଣକୁ ବିଶ୍ୱର ଅଧିକାଂଶ ଦେଶ ଆପଣାଇଛନ୍ତି । କୋଭିଡ୍‌ ମହାମାରୀର ପ୍ରଭାବ ଏହାର ଏକପାଖିଆ…

5 years ago

ତଥ୍ୟରେ ନିିବେଶ ଲୋଡ଼ା

ରାଜ୍‌ ଶାହା, ମାର୍କ ଲୋକୋକ୍‌ ମାର୍ଚ୍ଚ ୨୦୨୦ରେ କୋଭିଡ୍‌-୧୯ ମହାମାରୀ କାୟା ବିସ୍ତାର କରିବା ସମୟରେ ଆଫଗାନିସ୍ତାନରେ କେବଳ ୩୦୦ ଭେଣ୍ଟିଲେଟର ଏବଂ ଦୁଇଟି ଇଣ୍ଟେନ୍‌ସିଭ କେୟାର…

5 years ago

ବଚନ ମଧୁର ତିଳକ ସରୁ

ଡ. ଗୌରହରି ରାଉତ କାଳୁବାବୁଙ୍କ ନାଁ ଆମ ଖଣ୍ଡମଣ୍ଡଳରେ ଡାକ୍‌। ପିଲା ପେଚକାଠାରୁ ପୁରୁଖା ପର୍ଯ୍ୟନ୍ତ ଏମିତି କେହି ନାହିଁ ଯିଏ ତାଙ୍କୁ ଜାଣି ନ ଥିବେ।…

5 years ago

କଲେ ମଲ, ନ କଲେ ଭଲ

ରଞ୍ଜନ କୁମାର ଦାସ ଶାସନତନ୍ତ୍ରର ଦକ୍ଷତା ସଦାସର୍ବଦା ପ୍ରମାଣିତ ହୁଏ ତା’ର କର୍ମତପତ୍ରତା ଓ ତା’ର ଫଳପ୍ରସବର ମାତ୍ରାକୁ ନେଇ। ତେଣୁ ଶାସନ ବ୍ୟବସ୍ଥାରେ ନେତା ଥାଆନ୍ତୁ…

5 years ago