ଦେଶର ଅର୍ଥବ୍ୟବସ୍ଥା ତଳକୁ ଖସୁଥିତ୍ବାବେଳେ ଟିକସ ସଂଗ୍ରହ କରିବା ସରକାରଙ୍କ ଏକମାତ୍ର ଲକ୍ଷ୍ୟ ହୋଇଛି। ଏତିକିବେଳେ ଅଧିତ୍କ ଟିକସ ପାଇବାର ଆଶା କରି ସରକାର ନିଜେ କରିଥିତ୍ବା…
ରଞ୍ଜନ କୁମାର ଦାସ ଏବେ ଏସି ନ ଲଗେଇଲେ ରହିହଉନି। ଆମ ପିଲାଦିନେ କୋଉ ଏସି ଥିଲା? କୁଲର ବି ନ ଥିଲା। କଦବା କାହାଘରେ ସିଲିଂ…
ମାରିଆ ଫର୍ନାଣ୍ଡା ଏସ୍ପିନୋସା, ଡାନିଲୋ ଟର୍କ ବୃହତ୍ ଶକ୍ତି ପ୍ରତିଯୋଗିତା, ସମସ୍ୟା ସୃଷ୍ଟିକାରୀ ବିଦେଶୀ ପ୍ରୀତି ଜାତୀୟତା,ଜୀବନ ଜିଇବାରେ ପ୍ରମୁଖ ଭୂମିକା ନେଉଥିତ୍ବା ପରିବେଶଗତ ବିପଦ ଏବଂ…
କଳ୍ପନା ସାହୁ ଛାତ୍ରୀଛାତ୍ରମାନେ ଏହି ମହାମାରୀ ସମୟରେ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପରୀକ୍ଷା ବାତିଲ ହେବା, ଫଳାଫଳର ଅନିଶ୍ଚିତତା ଓ କ୍ୟାରିୟରର ଆଶଙ୍କା ଛାତ୍ରୀଛାତ୍ରଙ୍କର…
ଜେମ୍ସ କେ.ଗଲବ୍ରେଥ୍ ନିକଟରେ ଏକ ନିବନ୍ଧରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ୟୁନାଇଟେଡ୍ ଷ୍ଟେଟ୍ସ ୍ଏଜେନ୍ସି ଫର୍ ଇଣ୍ଟର୍ନ୍ୟାଶନାଲ ଡେଭଲପ୍ମେଣ୍ଟର ନୂଆ ପ୍ରଶାସକ ସାମଂଥା ପାଓ୍ବାରଙ୍କ ଉପରେ…
ସାରଦା ପ୍ରସାଦ କର 'ବୀରଭୋଗ୍ୟା ବସୁନ୍ଧରା’ ଉକ୍ତିଟି ଭାରତ ଭୂଖଣ୍ଡର ମୂଳଭାଷା ହେଲେ ମଧ୍ୟ ସାରା ବିଶ୍ୱ ବୀର ପ୍ରସବିନୀମାନଙ୍କୁ ନେଇ ଗର୍ବିତ। ଦେଶ ଦେଶ ମଧ୍ୟରେ…
ବାଦଲ ଭୂୟଁା କରୋନା କାଳରେ ଅନେକ ପ୍ରକାର ଦୁଶ୍ଚିନ୍ତା ମନକୁ ଭାରାକ୍ରାନ୍ତ କରୁଛି। କି ଯୁବକ, କି ବୟସ୍କ ଅନେକେ ଏକ ଅଜଣା ଭୟରେ ଆତଙ୍କିତ ଅଛନ୍ତି।…