ସମ୍ପାଦକୀୟ

ବିଶ୍ୱାସ ମୂଳେ ଏ ଜଗତ

ଆଜିର ସମୟରେ, ବିଶ୍ୱାସ କରିହେଉନାହିଁ କାହାକୁ। ବିଶ୍ୱାସ ବନ୍ଧାପଡୁଛି, ସ୍ବାର୍ଥ ପାଖରେ। ପ୍ରେମରେ, ଭକ୍ତିରେ, ସମ୍ପର୍କରେ, ବୃତ୍ତିରେ, ପ୍ରବୃତ୍ତିରେ, ପରିବାରରେ, ସମାଜରେ ପରସ୍ପର ପ୍ରତି ରହୁନାହିଁ ବିଶ୍ୱାସ।…

7 months ago

ଗୋଟିଏ ନାମ ଦୁଇଟି ଦେଶ

ଓଡ଼ିଶାର ପଡ଼ୋଶୀ ରାଜ୍ୟ ଛତିଶଗଡ଼ର ରାଜଧାନୀ ରାୟପୁର ସହରରେ ମୋର ଆମତ୍ଜ ଏକ ପ୍ରତିଷ୍ଠିତ ବ୍ୟାଙ୍କର ପରିଚାଳକ ଥିବା ଅବସରରେ ପ୍ରାୟ ପାଞ୍ଚବର୍ଷ ତଳେ ଆମେ ସେଠାକୁ…

7 months ago

ଆଇଆର୍‌ଏସ୍‌ରୁ ଏମ୍‌ଏଲ୍‌ଏ

ସୁଜିତ କୁମାର ମାତ୍ର ୫୧ ଦିନରେ ଦିଲ୍ଲୀର ପ୍ରିନ୍ସିପାଲ କମିଶନରରୁ ଯାଇ ବିହାର ଦରଭଙ୍ଗାର ଗୌରା ବାଉରାମର ଭାଜପା ବିଧାୟକ ହୋଇଗଲେ। ସାଧାରଣତଃ ଏପରି ପରିବର୍ତ୍ତନ ପାଇଁ…

7 months ago

ଅର୍ଥ-ପରମାର୍ଥ

ଆଜିର ଭୋଗବାଦୀ ଦୁନିଆକୁ ଲକ୍ଷ୍ୟକଲେ ଜଣାଯାଏ, ଅର୍ଥର କୁହୁକ ଓ ମାୟାଜାଲରେ ପ୍ରାୟ ସମସ୍ତେ ବନ୍ଧା। ପେଟ ଭରିବି, ଘର ତୋଳିବି, ପରିବାର ପାଳିବି-ଏମିତି ଅନେକ କିଛି…

7 months ago

ବ୍ରାଜିଲରୁ ଜଳବାୟୁ ବାର୍ତ୍ତା

ଚଳିତ ବର୍ଷ ବ୍ରାଜିଲର ବେଲେମରେ ଅନୁଷ୍ଠିତ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ (କପ୍‌୩୦)ର ନିଷ୍କର୍ଷକୁ ବିଶ୍ୱରେ ସମସ୍ତେ ଉତ୍ସୁକତାର ସହ ଚାହଁିରହିଛନ୍ତି। ଜଳବାୟୁ ପରିବର୍ତ୍ତନର ପ୍ରଭାବ ଆମ…

7 months ago

ଏଇ ଭାରତରେ

ଚେନ୍ନାଇର ପେରୁଙ୍ଗୁଡ଼ି ବର୍ଜ୍ୟ ପାହାଡ଼ ଭାବେ ଜଣାଶୁଣା। ୯୬ ଏକରରେ ଏହା ପରିବ୍ୟାପ୍ତ। ଏଠାରେ ୧.୭ ମିଲିୟନ କ୍ୟୁବିକ ମିଟର ବର୍ଜ୍ୟ ଠୁଳ ହୋଇଥାଏ। କହିବାକୁ ଗଲେ…

7 months ago

କୂଟନୀତି ଅନ୍ତରାଳେ

କ ଐତିହାସିକ ବିବରଣୀ ଉପରେ ଶ୍ରୀଅରବିନ୍ଦ କହିଥିଲେ - ବାହ୍ୟ ଦୃଷ୍ଟିର ଅନ୍ତରାଳେ ଘଟୁଥିବା ଘଟଣାବଳୀକୁ ଇତିହାସ କ୍ୱଚିତ ଲିପିବଦ୍ଧ କରିଥାଏ। ଏହା କେବଳ ପରଦାର ସାମ୍ନାରେ…

7 months ago

ନଦୀମନସ୍କ ହେବା

ପୂର୍ବରୁ ନଦୀପଥ ଥିଲା ଜୀବନ ଜୀବିକାର ଏକମାତ୍ର ପନ୍ଥା ଓ ପରିବହନର କର୍ମଶାଳା। ସାମ୍ପ୍ରତିକ ସ୍ଥିତିରେ ଆଧୁନିକତାର ସ୍ପର୍ଶରେ ଦୁନିଆ ବଦଳିଥିଲେ ମଧ୍ୟ ଏବେ ବି ଓଡ଼ିଶାର…

7 months ago

ସୃଷ୍ଟି ତତ୍ତ୍ୱ ଓ ବ୍ରହ୍ମା

ହିନ୍ଦୁଧର୍ମ ଅପରିବର୍ତ୍ତନୀୟ ବୋଲି ଘୋଷଣା କରିବାକୁ ରାଜନେତାମାନେ ସନାତନ ଧର୍ମ ଶବ୍ଦ ବ୍ୟବହାର କରିଥାନ୍ତି। ସେମାନଙ୍କ ମତରେ କେବଳ ମୁସଲମାନ ଓ ଇଂରେଜଙ୍କ ରାଜନୈତିକ ବିରୋଧ ଏହି…

7 months ago

ଯୁଦ୍ଧ ଉପାର୍ଜିତ ପୁରସ୍କାର

ନୋବେଲ୍‌ ପୁରସ୍କାର’ ବିଶ୍ୱର ସର୍ବୋଚ୍ଚ ସମ୍ମାନ ରୂପେ ପରିଗଣିତ। କିଏ ସେ ନୋବେଲ୍‌? କାହିଁକି ବା ତାଙ୍କ ନଁାରେ ଏପରି ସର୍ବୋଚ୍ଚ ପୁରସ୍କାର ଦେବାର ଘୋଷଣା କରାଗଲା?…

7 months ago