ସମ୍ପାଦକୀୟ

ସମ୍ପାଦକୀୟ/ ଭାରତମୁହଁା ଆଇଏସ୍‌

ନିକଟରେ ଶ୍ରୀଲଙ୍କାରେ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ବଡ଼ ଧରଣର ଆକ୍ରମଣ କରିଥିବା ଦାବି କରିଥିଲା। ଏବେ ଏହି ଆତଙ୍କବାଦୀ ସଙ୍ଗଠନ ଭାରତରେ ଏକ ପ୍ରୋଭିନ୍ସ ବା ପ୍ରଦେଶ…

5 years ago

ପୁନରୁଦ୍ଧାରରେ ପ୍ରତିବନ୍ଧକ

ସହଦେବ ସାହୁ ଫଣୀ (ଫନୀ) (ଫଣା ଥିବା ସାପ, ବାଂଲାଦେଶ ଦ୍ୱାରା ନାମିତ) ମହାବାତ୍ୟା ପୁରୀ କୂଳରେ ସ୍ଥଳଭାଗକୁ ମାଡ଼ି ଆସି ପୁରୀ-ଭୁବନେଶ୍ୱର-କଟକ ତଥା ଓଡ଼ିଶା ଉପକୂଳର…

5 years ago

କୃତଜ୍ଞତାର ଚମତ୍କାରିତା

ଛନ୍ଦା ମିଶ୍ର ଖାଇବା ପୂର୍ବରୁ ହାତରେ ଥିବା ଭାତଗୁଣ୍ଡାଟିକୁ କରନ୍ତୁ ନିରୀକ୍ଷଣ। ଏଇ ଭାତ ମୁଠାକ, ଆପଣଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଯେଉଁ ମନୁଷ୍ୟମାନଙ୍କ ଶ୍ରମ ନେଇ…

5 years ago

ଏଇ ଭାରତରେ

ଗୁଜରାଟର ହିମ୍ମତନଗର ଅଞ୍ଚଳର ଯୁବକ ଅଜୟଙ୍କ ବିବାହ ଉତ୍ସବକୁ ନେଇ ଏବେ ସବୁଆଡେ ଚର୍ଚ୍ଚା। ୨୭ ବର୍ଷୀୟ ଯୁବକ ବର ବେଶରେ ସଜେଇ ହୋଇଛନ୍ତି। ଶୋଭାଯାତ୍ରା ହୋଇଛି।…

5 years ago

ଉତ୍ତରାଧିକାର

ଆକାର ପଟେଲ ୧୯୪୮ ମସିହାରେ ହିନ୍ଦୁ କୋଡ୍‌ ବିଲ୍‌ ଉପସ୍ଥାପନ କରିବା ଅବସରରେ ବି.ଆର୍‌. ଆମ୍ବେଡ଼କର କହିଥିଲେ ଯେ, ଏହି ବିଲ୍‌ ଦ୍ୱାରା ଯେଉଁ ମୌଳିକ ପ୍ରସଙ୍ଗର…

5 years ago

ଫନୀ ଫେରାଇଛି ପୁରୁଣା ଦିନ

ପ୍ରକାଶ ତ୍ରିପାଠୀ ଗତ ମେ ୩ତାରିଖରେ ଓଡ଼ିଶା ଉପକୂଳ ଜିଲାଗୁଡ଼ିକରେ ମହାପ୍ରଳୟ ଘଟାଇ ୧୯୯୯ ମହାବାତ୍ୟାର ସ୍ମୃତିକୁ ଉଜ୍ଜୀବିତ କରିଦେଇଛି ସାମୁଦ୍ରିକ ଝଡ଼ ଫନୀ। ପୁରୀଠାରେ ସ୍ଥଳଭାଗକୁ…

5 years ago

ଆଇଏନ୍‌ସିବି ସଦସ୍ୟା

ବ୍ୟକ୍ତିତ୍ୱ/ ଜିତେନ୍ଦ୍ର କୁମାର ନାୟକ ଅନ୍ତର୍ଜାତୀୟ ନିଶା ଔଷଧ ନିୟନ୍ତ୍ରଣ ବୋର୍ଡ (ଇଣ୍ଟରନ୍ୟାଶନାଲ ନାର୍କୋଟିକ୍ସ କଣ୍ଟ୍ରୋଲ ବୋର୍ଡ ବା ଆଇଏନ୍‌ସିବି) ଜାତିସଂଘର ଏକ ସ୍ବାଧୀନ ତଥା ଅର୍ଦ୍ଧନ୍ୟାୟ…

5 years ago

ଏଇ ଭାରତରେ

ନିରବଚ୍ଛିନ୍ନ ସାଧନା ଓ ଗଭୀର ଅଧ୍ୟବସାୟ ବଳରେ ଅସାଧ୍ୟ ସାଧନ କରିହୁଏ। ଏହାଦ୍ୱାରା ନୂତନ ସୃଷ୍ଟି ସମ୍ଭବ ହୋଇପାରେ। ଗଭୀର ଆତ୍ମବିଶ୍ୱାସ ଏବଂ ଅବିରତ ସାଧନା ଦ୍ୱାରା…

5 years ago

ଭାରତ ଓ ଆଣବିକ ଶକ୍ତି

ଇଂ. ମାୟାଧର ସ୍ବାଇଁ ଭାରତ ୧୯୯୮ ମସିହା ମେ ୧୧ ତାରିଖରେ ତିନୋଟି ଓ ୧୩ ତାରିଖରେ ଦୁଇଟି ଆଣବିକ ପରୀକ୍ଷା କରି ନିଜକୁ ଆଣବିକ ରାଷ୍ଟ୍ର…

5 years ago

ଶବ୍ଦ ନୁହେଁ ମନ୍ତ୍ରଟିଏ

ସଂଗ୍ରାମ କେଶରୀ ପୃଷ୍ଟି ଦଶମାସ ଦଶଦିନ ମିଠା ଯନ୍ତ୍ରଣାକୁ ଆଲିଙ୍ଗନ କରି ସୁରକ୍ଷିତ ଗର୍ଭକୁ ବୋହି ଶେଷରେ ଏ ସୁନ୍ଦର ସୃଷ୍ଟିକୁ ଯିଏ ଆଣିଥାଏ, ସେ ହେଉଛି…

5 years ago