ସମ୍ପାଦକୀୟ

କରୋନା ସଂକ୍ରମଣ ଓ ଶିଶୁଙ୍କ ସୁରକ୍ଷା

ଶୁଭନାରାୟଣ ଶତପଥୀ ସାରା ପୃଥିବୀରେ କରୋନାଜନିତ ଭୟଙ୍କର ପ୍ରଭାବ ଦେଖିବାକୁ ମିଳୁଛି। କରୋନାକୁ ନେଇ ଜନସାଧାରଣଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି। ସେଥିରୁ ଶିଶୁମାନେ କେମିତି…

6 years ago

ଏଇ ଭାରତରେ

ଲକ୍‌ଡାଉନ୍‌ ସମୟରେ ଜଣେ ଅଟୋଚାଳକଙ୍କ ବଦାନ୍ୟତା ଏବେ ଚର୍ଚ୍ଚାରେ ରହିଛି। ମହାରାଷ୍ଟ୍ର ଠାଣେର ପୁରୁଷୋତ୍ତମ ଗୁପ୍ତା ସହରରେ ରହୁଥିବା ଅଟୋଚାଳକ ତଥା ନିର୍ମାଣ ଶ୍ରମିକମାନଙ୍କୁ ମାଗଣାରେ ରାଶନ…

6 years ago

ଆଜିର ଅର୍ଥନୀତି/ ଲକ୍‌ଡାଉନ୍‌ ବିକଳ୍ପ ନୁହେଁ

ଲକ୍‌ଡାଉନ୍‌ (୩.୦) ଦୁଇ ସପ୍ତାହ ବୃଦ୍ଧି ହେବା ଯୋଗୁ ଅର୍ଥ ବ୍ୟବସ୍ଥା ଉପରେ ଦୀର୍ଘମିଆଦୀ ଅନିଶ୍ଚିତତା ସୃଷ୍ଟିହୋଇଛି। ଏହି କାରଣରୁ ଲକ୍ଷ ଲକ୍ଷ ଶିଳ୍ପର ଭବିଷ୍ୟତ ସଂକଟ…

6 years ago

ବୁର୍କିନା ଫାସୋ ଭାରତଠାରୁ ଆଗରେ

ଏ. ସୂର୍ଯ୍ୟ ପ୍ରକାଶ ପ୍ୟାରିସରେ ଥିବା ସୁନାମଧନ୍ୟ ଏନ୍‌ଜିଓ ‘ରିପୋଟର୍ସ ୱିଦାଉଟ୍‌ ବର୍ଡର୍ସ (ଆର୍‌ଏସ୍‌ଏଫ୍‌) ତାହାର ସଦ୍ୟତମ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କ ପ୍ରକାଶ କରିଛି। ଏହି ସୂଚକାଙ୍କରେ…

6 years ago

ସରପଞ୍ଚଙ୍କୁ ଜିଲାପାଳ କ୍ଷମତା

ଘାସିରାମ ପଣ୍ଡା ସବୁ ସରପଞ୍ଚ ଏବେ ଜଣେ ଜଣେ ଜିଲାପାଳ। ବିପର୍ଯ୍ୟୟ ପରିଚାଳନା ଅଧିନିୟମ, ୨୦୦୫ର ଧାରା ୨୨ (ଛ) ଅନୁଯାୟୀ ବିପର୍ଯ୍ୟୟ ବା ଦୁର୍ବିପାକ ବେଳେ…

6 years ago

ଏଇ ଭାରତରେ

ଲକ୍‌ଡାଉନ୍‌ ସମୟରେ ରିକ୍ସା ଚାଳକମାନେ ସେମାନଙ୍କ ଦୈନନ୍ଦିନ ରୋଜଗାର ହରାଇ ବସିଥିବାବେଳେ ମହାରାଷ୍ଟ୍ରର ଜଣେ ଅଟୋଚାଳକଙ୍କ ବଦାନ୍ୟତା ଏବେ ସାମ୍‌ନାକୁ ଆସିଛି। ନଭି ମୁମ୍ବାଇର ଆୟାଜ ଫାକୁହି…

6 years ago

ପୁନର୍ଜନ୍ମ ଓ ପ୍ରାଣୀ ନିର୍ଯାତନା

ମାନେକା ଗାନ୍ଧୀ ଡ. ମ୍ୟାକ୍ସିମିୟାନି ପୋର୍ଟାସ୍‌(ସାବିତ୍ରୀ ଦେବୀ) ଓ୍ବାଲର୍‌ଡ ରିଲିଜିଅନ ଉପରେ ଗବେଷଣା କରିଥିଲେ। ୧୯୦୫ରେ ତାଙ୍କର ଜନ୍ମ। ତାଙ୍କ ବାପା ଥିଲେ ଜଣେ ଗ୍ରୀକ୍‌ ଓ…

6 years ago

ଅମୃତ ପୁରୁଷ ଭୀମ ଭୋଇ

ଡ. ଉଦ୍ଧବ ଚରଣ ନାୟକ ଓଡ଼ିଶାର ନିଜସ୍ବ ଧର୍ମ ମହିମା ଧର୍ମରେ ପ୍ରାଣ ପ୍ରତିଷ୍ଠାତା ହେଉଛନ୍ତି ମହିମା ଗୋସେଇଁ ବା ‘ମହିମାସ୍ବାମୀ’। ମୁଖ୍ୟ ପ୍ରଚାରକ ଭୀମଭୋଇ ।…

6 years ago

ଚାଷୀ ସମସ୍ୟା ଓ ସରକାରଙ୍କ ଆନ୍ତରିକତା

କୃଷ୍ଣଚନ୍ଦ୍ର ସୁଆଁସିଆ ଭାରତବର୍ଷ ହେଉଛି ସମଗ୍ର ଭୂଖଣ୍ତରେ ଏକ କୃଷିପ୍ରଧାନ ଦେଶ। ଦେଶର ଜନସଂଖ୍ୟାର ପ୍ରାୟ ୬୦ ଭାଗ ଜନତା କୃଷି ଉପରେ ନିର୍ଭର କରି ଜୀବିକା…

6 years ago

ଏଇ ଭାରତରେ

ଲକ୍‌ଡାଉନ୍‌ ସମୟରେ ଦେଶର ପ୍ରାୟ ସବୁ ହସ୍ପିଟାଲରେ ରୋଗୀମାନଙ୍କ ନିକଟରେ ରହୁଥିବା ଲୋକମାନେ ଖାଦ୍ୟ ପାଇବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବେଙ୍ଗାଲୁରର ଏକ ହସ୍ପିଟାଲରେ ଏଭଳି…

6 years ago