୨୦୨୬ର ଚିନ୍ତା
୨୦୨୬ ଦେଶର ରାଜନୈତିକ ଦଳ ଓ ସରକାର ପାଇଁ ବ୍ୟସ୍ତବହୁଳ ହେବା ଅବଶ୍ୟମ୍ଭାବୀ। ଆସାମ, କେରଳ, ତାମିଲନାଡ଼ୁ, ପଶ୍ଚିମବଙ୍ଗ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁଡ଼ୁଚେରୀରେ ଆଲୋଚ୍ୟ ବର୍ଷରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ପଶ୍ଚିବଙ୍ଗରେ ଶାସନ କ୍ଷମତା ଗତ ୧୦ବର୍ଷ ଧରି…
କାର୍ଯ୍ୟରେ ବିଳମ୍ବ
ଜମି ବିବାଦ ଦେଖାଦେଲେ ସରକାରୀ କାମଗୁଡ଼ିକର ସମୟସୀମା ଗଡ଼ିଚାଲେ। ଠିକାଦାର ବିଳମ୍ବ କରନ୍ତି କିମ୍ବା ଏଥିରେ ଜଡ଼ିତ ବିଭାଗଗୁଡ଼ିକ ନିଜ ମୁଣ୍ଡରୁ ଦୋଷ ଖସାଇବାକୁ ଚେଷ୍ଟା କରିଥାନ୍ତି। କିନ୍ତୁ ଏଥର ମେସେଜ ପରଦା ପଛର ଘଟଣାକୁ ସାମ୍ନାକୁ ଆଣିଛି। ‘ବୁଝାଇବା ବନ୍ଦ…
ଏଇ ଭାରତରେ
ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍ବିଏ ପାସ୍ କରିବା ପରେ ପୁଣେର ଏକ କମ୍ପାନୀରେ ଚାକିରି କରିଥିଲେ। ୨୦୨୧ରେ ସେ ଚାକିରି ଛାଡ଼ି ଛତିଶଗଡ଼…
ଜୀବନର ଧାଁ ଦଉଡ଼
ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ ଚଳନ୍ତାନି! ବ୍ୟସ୍ତ ହେବାର ଆବଶ୍ୟକତା କାହିଁକି। କିନ୍ତୁ ବ୍ୟସ୍ତ ଥିବା ମଣିଷଟି ମଧ୍ୟରେ ନିଜକୁ…
ଟଙ୍କାଖିଆ ମଣିଷ
ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ ପସନ୍ଦ କରୁ ନ ଥିଲେ। ହୁଏତ ଆପଣମାନେ କହିପାରନ୍ତି କି ବେଶି ପାଠ ପଢ଼ାପଢ଼ି…
ଦୁଇ ଦେଶ ଲୁଟୁଛନ୍ତି
ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା ହେଉଛି, ବିଶ୍ୱରେ ଉଭୟ ଆମେରିକା ଓ ଚାଇନାର ଆଧିପତ୍ୟ ଅତ୍ୟନ୍ତ କ୍ଷତିକାରକ ହୋଇଛି। ଆମେରିକାର…
ଏଇ ଭାରତରେ
ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍ ନ ନେଇ ପଲିଥିନରେ ପରିବା ଆଣିବା ଦେଖାଯାଏ। ଲୋକମାନେ ବଜାରକୁ ପରିବା କିଣିବାକୁ ଯିବା ସମୟରେ ବ୍ୟାଗ୍ ନେବା ଲାଗି…
ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ
ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ କରିବ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପାଇବ।“-(ଯୋହନ ୩:୧୬)। ବାଇବେଲ କୁହେ…
ଗାନ୍ଧୀ ନୂଅଁାଖାଇ
ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ ଗଣପର୍ୱ। ମହାତ୍ମା ଗାନ୍ଧୀ ଓଡ଼ିଶାକୁ ୮ଥର ଆସିଥିଲେ ୧୯୨୮ ଓ ୧୯୩୪ ମସିହାରେ। ୧୯୨୮…
ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ
ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ କର୍ମରେ ଲିପ୍ତ ରହିବା) କାର୍ମିକ ଅସମନ୍ୱୟ ସୃଷ୍ଟିକରେ ଏବଂ ଯାହାକୁ ସକାରାତ୍ମକ ଓ ଭଲକର୍ମ…
ଆସାମର ହାତୀ-ଟ୍ରେନ୍ ଧକ୍କା
ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ ରେକର୍ଡ ହୋଇଥିବା ସବୁଠାରୁ ଘାତକ ଟ୍ରେନ୍-ହାତୀ ଧକ୍କା। ସଂସଦରେ ଶେୟାର କରାଯାଇଥିବା ସରକାରୀ ତଥ୍ୟ…
ଶିକ୍ଷା ଓ ଶିକ୍ଷକ
ଶିକ୍ଷା ହେଉଛି ଗୋଟିଏ ଦେଶର ସବୁଠୁ ମୌଳିକ ଓ ଶକ୍ତିଶାଳୀ ସାମାଜିକ ଭିତ୍ତିଭୂମି। ଏହା କେବଳ ପାଠପଢ଼ା, ପରୀକ୍ଷା, ସାର୍ଟିଫିକେଟ କିମ୍ବା ଚାକିରି ପାଇବାର ଉପାୟ ମାତ୍ର ନୁହେଁ; ଏହା ମଣିଷର ଚିନ୍ତାଧାରା, ନୀତିବୋଧ, ଦାୟିତ୍ୱବୋଧ ଓ ସାମାଜିକ ସଚେତନତାକୁ ଗଢ଼ି…
Archives


