ସମ୍ପାଦକୀୟ

ଆଜାଦ୍‌ଙ୍କ ଯୋଜନା

୧୯୪୬ରେ କଂଗ୍ରେସ ଅଧ୍ୟକ୍ଷ ଭାବରେ ଅବୁଲ କଲାମ ଆଜାଦ୍‌ ସିଦ୍ଧାନ୍ତ ନେଇଥିଲେ ଯେ ଅବିଭକ୍ତ ଭାରତରେ ସମ୍ବିଧାନ ସଂଘୀୟ ହେବା ଆବଶ୍ୟକ। ଅର୍ଥାତ୍‌ ଜାତୀୟ ଏକତାକୁ ସମ୍ବୋଧନ କଲାବେଳେ ଯଥାସମ୍ଭବ ବିଷୟଗୁଡ଼ିକରେ ପ୍ରଦେଶକୁ ସମ୍ପୂର୍ଣ୍ଣ ସ୍ବତନ୍ତ୍ରତା ପ୍ରଦାନ କରିବା ଉଚିତ ବୋଲି…

ଉତ୍କର୍ଷ ଓଡ଼ିଶା ୨୦୨୫: ସ୍ବପ୍ନ ସାକାର ପାଇଁ ପ୍ରବେଶପଥ

କୃତିକ ସମ୍ପଦରେ ପରିପୂର୍ଣ୍ଣ ଓଡ଼ିଶାର ସାମଗ୍ରିକ ବିକାଶରେ ଆରମ୍ଭ ହେବାକୁଯାଉଛି ଏକ ସମ୍ପୂର୍ଣ୍ଣ ନୂଆ ଯୁଗ। ବିକଶିତ ଓଡ଼ିଶାର ସ୍ବପ୍ନ ସାକାର ପାଇଁ ରାଜ୍ୟ ସରକାର ବଦ୍ଧପରିକର। ଓଡ଼ିଶାକୁ ଏକ ସମୃଦ୍ଧ ଓ ଶିଳ୍ପୋନ୍ନତ ରାଜ୍ୟ ଭାବେ ଗଢ଼ିତୋଳିବାକୁ ଡବଲ ଇଞ୍ଜିନ…

ମିୟାୱାକି-ବନୀକରଣର ନୂତନ ମାର୍ଗ

ପ୍ରୟାଗରାଜ ପୁଣ୍ୟସ୍ଥଳୀରେ ସମ୍ପ୍ରତି ଆରମ୍ଭ ହୋଇଥିବା ୨୦୨୫ ମହାକୁମ୍ଭ ମେଳାର ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମରେ ନିୟୁତ ସଂଖ୍ୟାରେ ଭକ୍ତଙ୍କର ସମାଗମକୁ ଦୃଷ୍ଟିରେ ରଖି ସ୍ଥାନୀୟ ମହାନଗର ନିଗମ ସମର୍ପିତ ଭାବରେ ଅନେକ ଦିଗରୁ ପୂର୍ବପ୍ରସ୍ତୁତି ଜାରିରଖିଛି। ଏଥିରେ ଅନ୍ତର୍ଭୁକ୍ତ ରହିଛି…

ସଂସ୍କୃତିର କଥା କୁହେ ସମ୍ବିଧାନ

୧୯୪୯, ନଭେମ୍ବର ୨୬ରେ ଭାରତ ସମ୍ବିଧାନକୁ ଗ୍ରହଣ କରିଥିଲା ଏବଂ ୧୯୫୦, ଜାନୁଆରୀ ୨୬ରେ ଏହାକୁ ଲାଗୁ କରାଯାଇଥିଲା। ଏହା ଭାରତୀୟ ଇତିହାସରେ ଏକ ନୂତନ ଯୁଗର ଆରମ୍ଭକୁ ଚିହ୍ନିଟ କରିଥିଲା। ଆଜିକାଲି କିଛି ଲୋକ ଭାରତୀୟ ସମ୍ବିଧାନ ବିଷୟରେ ବହୁତ…

ହ୍ବିସିଲବ୍ଲୋୟରଙ୍କ ବଦଳି

ଜମ୍ମୁ-କଶ୍ମୀରର ଦୁର୍ନୀତି ନିବାରଣ ବ୍ୟୁରୋ(ଏସିବି)ର ତିନିଜଣ ଅଧିକାରୀଙ୍କୁ ସ୍ବରାଷ୍ଟ୍ର ବିଭାଗରେ ପୁନଃନିଯୁକ୍ତ କରାଯାଇଛି। ସେମାନେ ଶ୍ରୀନଗର ସ୍ମାର୍ଟ ସିଟି ମିଶନରେ ହୋଇଥିବା ବ୍ୟାପକ ଦୁର୍ନୀତି ଅଭିଯୋଗର ତଦନ୍ତ କରୁଥିଲେ। ପ୍ରୋଜେକ୍ଟ କାର୍ଯ୍ୟକାରିତାରେ ବଡ଼ ଦୁର୍ନୀତି ହୋଇଥିଲା ବୋଲି ଏସ୍‌ପି ଅବଦୁଲ ଓ୍ବାହିଦ…

ଏଇ ଭାରତରେ

କେଦାରନାଥର ବନ୍ୟା ହିରେଶା ବର୍ମାଙ୍କ ଜୀବନରେ ଏକ ପରିବର୍ତ୍ତନ ଆଣିଛି । ହିରେଶା ଶିକ୍ଷା ଶେଷକରି ଦିଲ୍ଲୀରେ ଆଇଟି ସେକ୍ଟରରେ କାର୍ଯ୍ୟ କରୁଥିଲେ। ୨୦୧୩ରେ ଘଟିଥିବା କେଦାରନାଥର ପ୍ରଳୟଙ୍କରୀ ବନ୍ୟା ପରେ ସେହି ଅଞ୍ଚଳରେ ଅସହାୟ ମହିଳାମାନଙ୍କୁ ସହଯୋଗ କରିବାକୁ ଆଗେଇ…

ଅତିଥି ପରିଚୟ

ଦେଉଳଠାରୁ ମୁଖଶାଳା ବଡ଼ ହେବା ପରି ଆଜିକାଲି ସଭାସମିତିରେ ଅତିଥି ପରିଚୟ ପ୍ରଦାନ,ଆବଶ୍ୟକତାଠାରୁ ଅଧିକ ବିଜ୍ଞାପନ ଏବଂ ଗାଲୁଗପର କୌଶଳପୂର୍ଣ୍ଣ ମାଧ୍ୟମ ହୋଇଯାଇଛି। ସଭାକାର୍ଯ୍ୟ ଆରମ୍ଭହେବା ମାତ୍ରେ ପ୍ରଦୀପ ପ୍ରଜ୍ଜ୍ୱଳନ, ମା’ ସରସ୍ବତୀ କି ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ପୁଷ୍ପାର୍ଘ୍ୟ ପ୍ରଦାନ, ସଭା…

ପନିପରିବା କେତେ ନିରାପଦ

ସ୍ବାସ୍ଥ୍ୟଗତ କାରଣରୁ ବର୍ତ୍ତମାନ ଲୋକମାନଙ୍କ ମଧ୍ୟରେ ତାଜା ପନିପରିବା ଓ ଫଳ ଖାଇବା ବୃଦ୍ଧିପାଉଛି। ବଜାରରେ ବିକ୍ରି ହେଉଥିବା ଫଳଗୁଡ଼ିକର ଆକର୍ଷଣୀୟ ରଙ୍ଗ ଗ୍ରାହକମାନଙ୍କୁ ଆକୃଷ୍ଟକରେ। ଫଳଗୁଡ଼ିକ ଅଧିକ ଦିନ ରହିଲେ ବ୍ୟବସାୟୀ ଲାଭବାନ୍‌ ହୁଅନ୍ତି। ଏହି କାରଣରୁ ଫଳଗୁଡ଼ିକୁ ବିଭିନ୍ନ…

ଦିଶାହୀନ ବିକାଶ ଲକ୍ଷ୍ୟ

୨୦୧୫ରେ ବିଭିନ୍ନ ଦେଶର ସରକାର ମିଳିତ ଜାତିସଂଘର ସଷ୍ଟେନେବଲ ଡେଭେଲପମେଣ୍ଟ ଗୋଲ୍ସ(ଏସ୍‌ଡିଜିଏସ୍‌) ବା ନିରନ୍ତର ବିକାଶ ଲକ୍ଷ୍ୟଗୁଡ଼ିକୁ ଗ୍ରହଣ କରିଥିଲେ। ୨୦୩୦ ସୁଦ୍ଧା ଏହି ଲକ୍ଷ୍ୟ ସବୁ ହାସଲ କରିବାକୁ ସ୍ଥିର କରାଯାଇଥିଲା। ସେତେବେଳେ ସେମାନେ କ୍ଷୁଧା ଏବଂ ଦାରିଦ୍ର୍ୟ ଦୂରକରିବା…

ଉଚ୍ଚତା

ବ୍ୟକ୍ତି ପ୍ରଶଂସା ତଥା ପ୍ରତିଷ୍ଠା ପାଇଁ ନିଜ ଉଚ୍ଚତା ନିର୍ମାଣ କାମରେ ଆଜିକାଲି ବିଶେଷଭାବେ ରହୁଥିବା ପରିଲକ୍ଷିତ ହୁଏ। ଗାଆଁ ଗହଳରେ ଯାହାର ଘର ସବୁଠୁ ଉଚ୍ଚ, ସେଇଟା ମୋ’/ଆମ ଘର କହି କିଛି ଲୋକ ଗର୍ବ ଅନୁଭବ କରିଥାନ୍ତି। କେଉଁଠି…

ଆଇଏନ୍‌ଏର ପରାକ୍ରମୀ ସେନାଧ୍ୟକ୍ଷ

ଦିଓ ପରିବର୍ତ୍ତନ ପ୍ରକୃତିର ନିୟମ ତଥାପି ମଣିଷ ତା’ ଅତୀତକୁ ଛାଡ଼ି ରହିପାରିବ ନାହିଁ। କାରଣ ଇତିହାସ ବୃହତ୍‌ ଚିନ୍ତାଧାରା ଓ ବ୍ୟକ୍ତିତ୍ୱକୁ ପୁନରାବୃତ୍ତି କରି ମାନବ ସମାଜକୁ ବିକାଶ ପଥରେ ଅଗ୍ରଗତି ହେବା ପାଇଁ ପ୍ରେରଣା ଯୋଗାଇ ଥାଏ। ବିଶେଷ…

ସଂସ୍କୃତି ଓ ସଙ୍ଗୀତ

ଯେତେବେଳେ ଭଗବାନ୍‌ ଶିବ ଗୀତ ଗାଇବା ଆରମ୍ଭ କଲେ ସେତେବେଳେ ବିଷ୍ଣୁ ତରଳିଗଲେ ଏବଂ ତାଙ୍କ ଶରୀର ଗଙ୍ଗା ଜଳରେ ପରିଣତ ହେଲା। ରାବଣ ବିଷ୍ଣୁଙ୍କ ଅସ୍ଥିକୁ ବିମ୍‌ ଭାବେ ଏବଂ ସ୍ନାୟୁକୁ ବାଦ୍ୟଯନ୍ତ୍ରର ତାର ବା ତନ୍ତ୍ରୀ ଏବଂ ମୁଣ୍ଡକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri