ସମ୍ପାଦକୀୟ

କାରାଗାର ଏବେ ଅଣନିଃଶ୍ୱାସୀ

ଭାରତୀୟ କାରାଗାରଗୁଡିକ ଏବେ ଅଣନିଶ୍ୱାସୀ। ଏହା ହିଁ ବାସ୍ତବତା, ଯାହା ସରକାରୀ ତଥ୍ୟ ଉପରେ ପର୍ଯ୍ୟବସିତ। ଆମ ଦେଶରେ ଜନସଂଖ୍ୟା ବୃଦ୍ଧି ଅନୁସାରେ ଅପରାଧୀଙ୍କ ସଂଖ୍ୟା ବଢ଼ୁଛି। ବିଡମ୍ବନାର ବିଷୟ, ସେହି ଅନୁସାରେ କାରାଗାର ସଂଖ୍ୟା କିମ୍ବା ଏହାର ଅନ୍ତେବାସୀ ଆସନ…

ପ୍ରତିକାର ଛାଟ

ପର୍ବତାରୋହଣ ଦୁଃସାହସିକ କ୍ରୀଡ଼ା ପର୍ଯ୍ୟାୟଭୁକ୍ତ। କିନ୍ତୁ ସେଥିରେ ପ୍ରତିଦ୍ୱନ୍ଦ୍ୱିତା ଶୀର୍ଷ ଛୁଇଁଥିବାରୁ ଗିରିଶୃଙ୍ଗରେ ପହଞ୍ଚତ୍ବାର ରୋମାଞ୍ଚ ପୂର୍ବଭଳି ଆକର୍ଷଣ ସୃଷ୍ଟି କରୁନାହିଁ। ବରଂ ଏହା ଅନେକ ଅନଭିଜ୍ଞଙ୍କ କୋଳାହଳ ଯୋଗୁ ଏକ ଫ୍ୟାଶନ ପାଲଟି ଯାଇଛି। କେବଳ ସେତିକିରେ ଅଟକି ଯାଉନାହିଁ…

ହୁଟିଙ୍କ ମାଡ଼

ଇରାନ୍‌ ସମର୍ଥିତ ୟେମେନ୍‌ର ହୁଟି ଉଗ୍ରବାଦୀମାନେ ମେ ୪ ତାରିଖରେ ଇସ୍ରାଏଲର ବୃହତ୍ତମ ସହର ତେଲ୍‌ ଆଭିଭ୍‌ର ବେନ୍‌ ଗୁରିଅନ୍‌ ଏୟାରପୋର୍ଟ ନିକଟରେ ବାଲାଷ୍ଟିକ ମିଶାଇଲ ମାଡ଼ କରିଛନ୍ତି। ଏହି ମିଶାଇଲ ଇସ୍ରାଏଲର ୪ ସ୍ତରୀୟ ଏୟାର ଡିଫେନ୍ସ ସିଷ୍ଟମକୁ ଭେଦ…

ଶିକ୍ଷାନୁଷ୍ଠାନରେ ବନ୍ଧୁମିଳନ

ଏବେ ପ୍ରାୟ ଶିକ୍ଷାନୁଷ୍ଠାନରେ ପୁରୁଣା ସହପାଠୀମାନେ ଏକତ୍ରିତ ହେବାକୁ ଆଗ୍ରହୀ। ସେମାନେ ସମସ୍ତେ ବର୍ତ୍ତମାନର ବରିଷ୍ଠ ନାଗରିକ। କାରଣ ଏ ପ୍ରକାର ବନ୍ଧୁ ମିଳନର ଆୟୋଜନ ସାଧାରଣତଃ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ କିମ୍ବା ହୀରକ ଜୟନ୍ତୀରେ କରାଯାଇଥାଏ। ଉପସ୍ଥିତ ବନ୍ଧୁମାନେ ଦୀର୍ଘାୟୁ…

ସମବାୟରେ ନିର୍ବାଚିତ ପ୍ରତିନିଧି ପଦର ମହତ୍ତ୍ୱ

ଯେତେବେଳେ ଜଣେ ବ୍ୟକ୍ତି ପ୍ରତିନିଧି ପଦରେ ନିର୍ବାଚିତ ହୁଅନ୍ତି, ସେତେବେଳେ ସେ ତାଙ୍କର ଇଚ୍ଛାକୁ ପ୍ରତିନିଧିତ୍ୱ କରନ୍ତି ନାହିଁ। ସେ ପ୍ରକୃତରେ ନିଜକୁ ନିର୍ବାଚିତ କରିଥିବା ଜନତାଙ୍କର ଆଶା, ଆକାଂକ୍ଷା, ଅଭାବ ଅସୁବିଧା ଓ ଅଧିକାରକୁ ହିଁ ପ୍ରତିନିଧିତ୍ୱ କରିଥାନ୍ତି। ଯେଉଁ…

ଫାଟ କରିବ ଜାତିଗଣନା

ଓଡ଼ିଆରେ ଲୋକେ କହିଥାଆନ୍ତି-‘ବାର ଜାତି ତେର ଗୋଲା, ବୈଷ୍ଣବ ହେଲେ ସବୁ ଗଲା’। ଏଠାରେ କେଉଁ ନିର୍ଦ୍ଦିଷ୍ଟ ଜାତିକୁ ଉପଲକ୍ଷ୍ୟ କରି କଟାକ୍ଷ କରିବା ଉଦ୍ଦେଶ୍ୟ ନୁହେଁ। ପ୍ରସଙ୍ଗ ହେଲା ଏପ୍ରିଲ ୩୦ରେ ରାଜନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିପିଏ)…

ଏଇ ଭାରତରେ

କେରଳର ଜୋଶେଫ୍‌ କରାକାଡୁ ଡ୍ରାଗନ ଫ୍ରୁଟ୍ସ ଚାଷ କରି ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ସେ ନିଜସ୍ବ ଉଦ୍ୟମରେ ଜଣେ ସଫଳ ଡ୍ରାଗନ ଫ୍ରୁଟ୍ସ ଚାଷୀ ହୋଇପାରିଛନ୍ତି। ଜୋଶେଫ୍‌ଙ୍କ ବୟସ ୭୪। ସେ ପାଖାପାଖି ୧ ଏକର ଜମିରେ ୨୦ ପ୍ରକାର…

ଦେହ ଦେଉଳରେ ଦିଅଁ ଦର୍ଶନ

ସ୍କୃତରେ ଉକ୍ତିଟିଏ ଅଛି ‘ଦେହୋ ଦେବାଳୟ ପ୍ରୋକ୍ତୋ ଜୀବଃ ପ୍ରୋକ୍ତୋ ସନାତନଃ’ ଅର୍ଥାତ୍‌ ଏ ଦେହ ହେଉଛି ଏକ ଦେବାଳୟ, ଯାହା ଭିତରେ ପରମାତ୍ମା ସୂକ୍ଷ୍ମ ରୂପରେ ଥାଆନ୍ତି। କିନ୍ତୁ ମନରେ ପ୍ରଶ୍ନ ଆସେ ଦେହକୁ ସିନା ଦେଉଳ ସହ ତୁଳନା…

କି ଅଦ୍ଭୁତ ମାନସିକତା

ଏହି ଆଲେଖ୍ୟଟି ଏକ ସତ୍ୟ ଘଟଣା, ଯାହାର ପ୍ରତ୍ୟକ୍ଷଦର୍ଶୀ ମୁଁ ନିଜେ, ତାହାକୁ ଉପକ୍ରମ ହିସାବରେ ନେଇ ଆରମ୍ଭ କରିବାକୁ ଯାଉଛି। କଟକର ଏକ ଘରୋଇ ହସ୍ପିଟାଲରେ ମୋର ସହଧର୍ମିଣୀ ଚିକିତ୍ସାଧୀନ ଥିଲେ। ସେଦିନ ଅପରେଶନ ପାଇଁ ତାଙ୍କୁ ଓଟି ଭିତରକୁ…

ଏବକାର ଭାରତ-ପାକିସ୍ତାନ

୧୯୯୦ ଦଶକରୁ ଆରମ୍ଭ କରି ଏଇ ବିଗତ କିଛିବର୍ଷ ପର୍ଯ୍ୟନ୍ତ ଭାରତ ହାଇଫେନ୍‌ ଦୂରୀକରଣ (ଅର୍ଥାତ୍‌ ନିଜକୁ ସ୍ବତନ୍ତ୍ର ଭାବେ ଉପସ୍ଥାପନ କରିବା) ଉପରେ ଗୁରୁତ୍ୱ ଦେଇ ଆସୁଛି। ଏହି ଆଲୋଚ୍ୟ ହାଇଫେନ୍‌ଟି ବିଶେଷକରି ‘ଇଣ୍ଡୋ-ପାକ୍‌’ ବା ‘ଭାରତ-ପାକିସ୍ତାନ’ ଭିତରେ ଥିବା…

ଏଇ ଭାରତରେ

ଭାରତର ବିଭିନ୍ନ ଅଞ୍ଚଳରେ ଭ୍ରାମ୍ୟମାଣ ଲାଇବ୍ରେରି ଲୋକଙ୍କ ପାଖରେ ବହି ପହଞ୍ଚାଇ ଦେଇପାରୁଛି। ଉତ୍ତରାଖଣ୍ଡ ଓ ରାଜସ୍ଥାନରେ ଏହି ଲାଇବ୍ରେରି ଚାଲିଛି ଘୋଡ଼ା ଓଟଙ୍କ ସାହାଯ୍ୟରେ। ଉତ୍ତରାଖଣ୍ଡର ଦୁର୍ଗମ ଗାଁ ଗୁଡ଼ିକୁ ଘୋଡ଼ା ଲାଇବ୍ରେରି ଯାଇ ଲୋକଙ୍କ ପାଖରେ ପହଞ୍ଚିଯାଉଛି। ଏହି…

ମାଟିର ମହକ

ଯୁଗେ ଯୁଗେ ମାଟିକୁ ନେଇ ବିବାଦ ରହିଆସିଛି। ମାଟିର ଗୁଣ ଯଥା ଉର୍ବର, ଅନୁର୍ବର, ସମତଳ, ଜଙ୍ଗଲ, ପାହାଡ଼-ପର୍ବତ ଇତ୍ୟାଦି କଥା କହି ବିଚାର କରନ୍ତି ନାହିଁ ବରଂ ତାକୁ ଆଧାର କରି ନିଜର ପରିଚୟ ଜାହିର କରିବା ହେଉ କିମ୍ବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri