ପରିବେଶ ସଂରକ୍ଷଣର ଅଜଣା କଥା
ପରିବେଶ ସଂରକ୍ଷଣ ବର୍ତ୍ତମାନର ପ୍ରମୁଖ ଆହ୍ବାନଗୁଡିକ ଭିତରୁ ଅନ୍ୟତମ ା ପରିବେଶ ସୁରକ୍ଷା ନୂଆକଥା ନୁହେଁ। ଆଗରୁ ଏଥିପାଇଁ ବହୁ ଆନ୍ଦୋଳନ ହୋଇଛି। ପରିବେଶପ୍ରେମୀମାନେ ପ୍ରାଣବଳି ବି ଦେଇଛନ୍ତି। ୧୯୭୪ ମାର୍ଚ୍ଚ ୨୬ରେ ଉତ୍ତରାଖଣ୍ଡର ପାର୍ବତୀୟ ଇଲାକାରେ ବଢୁଥିବା ଅଙ୍ଗୁ (ଔଷଧୀୟ…
ଉତ୍କର୍ଷ ଓଡ଼ିଶା-୨୦୨୫ ଏକ ସଂକଳ୍ପ
ଆସନ୍ତା ସପ୍ତାହରେ ଉତ୍କର୍ଷ ଓ ସମାବେଶ ହେବାକୁ ଥିବାବେଳେ, ଏହାର ୧୦ଦିନ ପୂର୍ବରୁ ସିଙ୍ଗାପୁର ସହ ୮ଟି ପ୍ରକଳ୍ପ ଉପରେ ଆମେ ବୁଝାମଣାପତ୍ର ସ୍ବାକ୍ଷର କରିଛୁ। ୨ ଦିନିଆ ଓ ଗସ୍ତରେ ଥିବା ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ଏହା…
ଗଭୀର ଅମଲା
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ତାଙ୍କ ତଦାରଖରେ ଆମେରିକା ସରକାରଙ୍କ ବିରାଟକାୟ ଅମଲାତନ୍ତ୍ର ବ୍ୟବସ୍ଥାକୁ ସୁଧାରିବା ସହିତ କ୍ଷୁଦ୍ର କରିବା ପାଇଁ ଏକ ନୂତନ ବିଭାଗ ଖୋଲିଛନ୍ତି। ଏହାର ନାମ ହେଉଛି ଡିପାର୍ଟମେଣ୍ଟ ଅଫ୍ ଗଭର୍ନମେଣ୍ଟ ଏଫିସିଏନ୍ସି ( ଡିଓଜିଇ)। ଏହାର…
ଦୟାର ଦୟନୀୟ ଅବସ୍ଥା
ଯେଉଁ ନଦୀଜଳରେ କପିଳମୁନି ସ୍ନାନକରିବା ସହ ତପସ୍ୟାକରି ମୋକ୍ଷପ୍ରାପ୍ତି ହୋଇଥିଲେ,ଉକ୍ତ ନଦୀରେ ଅବଗାହନକରି ପଞ୍ଚପାଣ୍ଡବ ପାପମୁକ୍ତ ହୋଇଥିଲେ ଏବଂ ଯେଉଁ ନଦୀ ଦିନେ ଦୟାପରବଶ ହୋଇ କଳିଙ୍ଗ ଯୁଦ୍ଧରେ ନିହତ ଲୋକଙ୍କୁ କୋଳେଇନେଇ ନିଜେ ରକ୍ତରଞ୍ଜିତ ହୋଇଥିଲା,ଯେଉଁ ନଦୀ ମଗଧର କ୍ରୂର…
ଦକ୍ଷତା ବିକାଶରେ ପାଠାଗାର
ନିକଟରେ ପ୍ରାଥମିକ ଶିକ୍ଷକଙ୍କ ନିମନ୍ତେ ପାଠାଗାରର ବ୍ୟବହାର ସମ୍ପର୍କରେ ଏକ ତାଲିମରେ ଯୋଗଦାନ କରିବାର ସୁଯୋଗ ପାଇଥିଲି। ତାଲିମ ଥିଲା ବିଦ୍ୟାଳୟରେ ପାଠାଗାରର ସୃଜନାତ୍ମକ ବ୍ୟବହାରକୁ ନେଇ। ତାଲିମ ପୂର୍ବରୁ ମୋର ଧାରଣା ଥିଲା, ଲାଇବ୍ରେରୀକୁ ନେଇ ଏକ ତାଲିମର ଆବଶ୍ୟକତା…
ମେଳା ବି ଡିଜି
ଉତ୍ତରପ୍ରଦେଶ ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭମେଳାର ସେକ୍ଟର ୧୯ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟି ୧୮ଟି ତମ୍ବୁ ପୋଡ଼ି ପାଉଁଶ ହୋଇଯାଇଛି। ଦେଖିବାକୁ ଗଲେ ଏହି ଘଟଣାକୁ ଏକ ମାରାତ୍ମକ ଘଟଣା ବୋଲି କହିହେବ ନାହିଁ। କିନ୍ତୁ ଆବଶ୍ୟକତାଠାରୁ ଅଧିକ ପ୍ରଚାର ହୋଇଛି ଏହି…
ଏଇ ଭାରତରେ
ଆଇଏଏସ୍ ଅଧିକାରୀ ସୁଶାନ୍ତ ଗୌରବଙ୍କ ଉଦ୍ୟମରେ ଝାଡ଼ଖଣ୍ଡର ଏକ ଜିଲାରେ ମାଣ୍ଡିଆ ଉପତ୍ାଦନ ୩୦୦ ପ୍ରତିଶତ ବୃଦ୍ଧି ହୋଇପାରିଛି। ଆଇଏଏସ୍ ଅଧିକାରୀ ଗୌରବ ଝାଡ଼ଖଣ୍ଡର ଗୁମଲା ଜିଲାକୁ ସେ ମାଣ୍ଡିଆ ରାଜଧାନୀରେ ପରିଣତ କରିଦେଇଛନ୍ତି। ୨୦୧୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ସୁଶାନ୍ତ…
ଟ୍ରମ୍ପ୍ଙ୍କ ଆରମ୍ଭ
ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ୨୦ ଜାନୁଆରୀ ୨୦୨୫ରେ ଡୋନାଲ୍ଡ ଟ୍ରମ୍ପ୍ ଶପଥ ନେବେ। ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧବିରତି ସକାଶେ ଚୁକ୍ତି ହୋଇଯାଇଥିବାରୁ ଶପଥ ଗ୍ରହଣର ୨୪ ଘଣ୍ଟା ପୂର୍ବରୁ ୧୯ ଜାନୁଆରୀରେ ଏହା କାର୍ଯ୍ୟକାରୀ ହୋଇଛି। ଇତିମଧ୍ୟରେ…
ଏଇ ଭାରତରେ
ପ୍ଲାଷ୍ଟିକ ପ୍ରଦୂଷଣ ଏବେ ପରିବେଶ ପାଇଁ ବିପଦ ସୃଷ୍ଟି କରିଛି ଓ ଭବିଷ୍ୟତରେ ଏହା ଜୀବଜଗତ ପ୍ରତି ଘାତକ ହେବ ବୋଲି ବୈଜ୍ଞାନିକମାନେ ସତର୍କ କରିଦେଇଛନ୍ତି। ଏ ଦୃଷ୍ଟିରୁ ଯେଉଁମାନେ ପ୍ଲାଷ୍ଟିକ ବର୍ଜ୍ୟର ପୁନଃ ଉପଯୋଗ କରି ବ୍ୟବହାରଯୋଗ୍ୟ ତଥା ପରିବେଶ…
ପଟ ପରିବର୍ତ୍ତନ
ତାସ ଖେଳୁଛନ୍ତି ଯଦି ପଟ ପରିବର୍ତ୍ତନ ହୋଇଗଲା, ଜାଣ ଆପଣଙ୍କ ଖରାପ ବେଳା ଆସିଗଲା। ନିଜର ଆବଶ୍ୟକତା ଥତ୍ବା ପଟ ତୁମ ବିରୋଧୀ ଖେଳାଳି ପାଖକୁ ଆସିଗଲା ମାନେ ଆପଣଙ୍କ ଅବସ୍ଥା ସାଂଘାତିକ। ଅର୍ଥ ସହ ତାସ ଖେଳୁଥତ୍ବେ ଯଦି ଆପଣ…
ରାଜାଙ୍କ ଘୋଡ଼ା ଓ ସନ୍ନ୍ୟାସୀଙ୍କ ଦାଢ଼ି
ହହୁ ପୁରାକାଳରେ ଜଣେ ରାଜା ଥତ୍ଲେ ଯେ ତାଙ୍କ ପ୍ରତିଷ୍ଠା, ପ୍ରତିପତ୍ତି ଓ ପ୍ରତାପ ପରାକ୍ରମରେ ଖଣ୍ଡମଣ୍ଡଳ ଥରହର ହେଉଥତ୍ଲା। ଦିନେ ରାଜା ଘୋଡ଼ାରେ ବସି ରାଜ୍ୟ ପରିକ୍ରମା କରୁଥତ୍ଲା ବେଳେ ଦେଖତ୍ଲେ ଜଣେ ସନ୍ନ୍ୟାସୀଙ୍କୁ। କେଇଜଣ ଶିଷ୍ୟ ଓ ଶ୍ରଦ୍ଧାଳୁ…
ଦାରିଦ୍ର୍ୟ ଓ ଅସମାନତା
ତିନୋଟି ବୃହତ୍ ଦକ୍ଷିଣ ଏସୀୟ ଦେଶରେ ୩ଟି ମୁଖ୍ୟ ସମସ୍ୟା ରହିଛି। ପ୍ରଥମଟି ହେଉଛି ଦାରିଦ୍ର୍ୟ ଏବଂ ଦୁର୍ବଳ ଅର୍ଥନୈତିକ ଅଭିବୃଦ୍ଧି। ଦ୍ୱିତୀୟଟି ହେଉଛି ଆଭ୍ୟନ୍ତରୀଣ ଜାତୀୟତାବାଦ ଯାହା ପ୍ରତ୍ୟେକ ଦେଶର ନିଜସ୍ବ ସଂଖ୍ୟାଲଘୁଙ୍କ ପାଇଁ ଉଦ୍ଦିଷ୍ଟ। ତୃତୀୟଟି ହେଉଛି ବୃହତ୍…
Archives


