ୟୁଜିସି ନିୟମାବଳୀ ଡ୍ରାଫ୍ଟ
ଦୀର୍ଘଦିନ ଧରି ଦେଶର ଉଚ୍ଚଶିକ୍ଷା ବ୍ୟବସ୍ଥା ବିଦେଶୀ ଢାଞ୍ଚାରେ ପରିଚାଳିତ ହେଉଥିଲା। ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ସ୍ବାଧୀନତା ପରବର୍ତ୍ତୀ ସମୟରେ ମଧ୍ୟ ସ୍ବଦେଶୀ ନୁହେଁ, ପରନ୍ତୁ ଶିକ୍ଷାଦାନର ପ୍ରଣାଳୀ ଓ ପ୍ରକ୍ରିୟା ଥିଲା ବିଦେଶୀ। କାରଣ ସେତେବେଳେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…
ଶ୍ରମ ପିପାସୁ ଉଚ୍ଚ ପଦାଧିକାରୀ
ସମ୍ପ୍ରତି କର୍ମକ୍ଷେତ୍ରରେ ଦୈନନ୍ଦିନ କାର୍ଯ୍ୟ ସମୟ ବୃଦ୍ଧି ନେଇ ଇନ୍ଫୋସିସ୍ର ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତି ଏବଂ ଲାର୍ସନ ଆଣ୍ଡ ଟୁବ୍ରୋର ଅଧ୍ୟକ୍ଷ ଦେଇଥିବା ମନ୍ତବ୍ୟ ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ପରିବେଶରେ ଉତ୍ପାଦକତା ଏବଂ କାର୍ଯ୍ୟ- ଜୀବନ ସନ୍ତୁଳନ ବିଷୟରେ ବିତର୍କକୁ ଉଜାଗର କରେ।…
ଦୁଇଟି ନିଷ୍ପତ୍ତି
କେନ୍ଦ୍ର ନେଇଥିବା ଦୁଇଟି ନିଷ୍ପତ୍ତିକୁ ନେଇ ପଞ୍ଜାବ ଏବଂ ହରିୟାଣାର ଅଂଶୀଦାର ରାଜଧାନୀ ଚଣ୍ଡିଗଡ଼ ପୁଣି ଥରେ ଦୃଷ୍ଟି ଆକର୍ଷଣ କରିଛି । ଏଭଳି ନିଷ୍ପତ୍ତି ରାଜନୈତିକ ଦ୍ୱନ୍ଦ୍ୱ ବା ଉତ୍ତେଜନା ସୃଷ୍ଟିକରିଛି। ବିଶେଷକରି ପ୍ରଶାସନିକ ପରିବର୍ତ୍ତନ ତଥା ଅମଲାତାନ୍ତ୍ରିକ ଅଦଳବଦଳ…
ଏଇ ଭାରତରେ
ମକା ଖାଇଲା ବେଳେ ତାହାକୁ ବାନ୍ଧି ରଖିଥିବା ତନ୍ତୁଜାତୀୟ ଖୋଳକୁ ବର୍ଜ୍ୟ ମନେକରି ବାହାରେ ଫିଙ୍ଗି ଦିଆଯାଏ। ସମସ୍ତେ ଭାବନ୍ତି, ଏସବୁ ଅଦରକାରୀ ଜିନିଷ। କିନ୍ତୁ ବିହାର ମୁଜାଫରପୁରର ନାଜ୍ ଓଜେର ଏହି ବର୍ଜ୍ୟରୁ ଚକୋଲେଟ ଖୋଳ, ଚା କପ୍, ପାଉଚ,…
ପ୍ରତିଶ୍ରୁତି ରକ୍ଷା ପାଇଁ ଉଦ୍ୟମ
ଗଣତାନ୍ତ୍ରିକ ରାଷ୍ଟ୍ରରେ ନିର୍ବାଚନ ପ୍ରକ୍ରିୟାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜାତୀୟ ଏକତା ଓ ରାଷ୍ଟ୍ରର ସାର୍ବଭୌମତ୍ୱ ରକ୍ଷାକରିବା ପାଇଁ ଉତ୍ତମ ସରକାର ଓ ନିର୍ମଳ ଶାସନର ଆବଶ୍ୟକତା ପଡ଼ିଥାଏ। ଅଷ୍ଟାଦଶ ସାଧାରଣ ନିର୍ବାଚନ ଏବଂ ଓଡ଼ିଶାର ସପ୍ତଦଶ ରାଜ୍ୟ ବିଧାନସଭା ନିର୍ବାଚନ ଥିଲା…
ସାମ୍ପ୍ରତିକ ଶିକ୍ଷା ଓ ଶିକ୍ଷାୟତନ ସମସ୍ୟା
ଅଧୁନା ସମାଜରେ ଶିକ୍ଷା ଏକ ପ୍ରସଙ୍ଗଭିତ୍ତିକ ପ୍ରବନ୍ଧ ସଦୃଶ ସବୁଠି ଚର୍ଚ୍ଚାର ବିଷୟବସ୍ତୁ; ହୁଏତ ସେ ପୁରାତନ ଶିକ୍ଷାର ବିଷୟବସ୍ତୁର ଶୀର୍ଷକ ମଳିନ ପଡିଯାଇ ନୂତନତା ଭରିଯାଇଛି। ଯେଉଁଠି ଶିକ୍ଷାର୍ଥୀର ଭାବ ଶୈକ୍ଷିକ ବାତାବରଣ ମଧ୍ୟରେ ବଦଳିଯାଇଛି। ଶିକ୍ଷା ଏବଂ ସଂସ୍କୃତି…
ଟ୍ରମ୍ପ୍, ଚାଇନା ଓ କରୋନା
କୋଭିଡ୍-୧୯ ବା କରୋନା ମହାମାରୀରେ ବିଶ୍ୱର ପାଖାପାଖି ୭୧ ଲକ୍ଷ ଲୋକଙ୍କର ମୃତ୍ୟୁ ଘଟିଥିଲା, ଯାହାଦ୍ୱାରା ୨୦୧୯ରୁ ୨୦୨୧ ମଧ୍ୟରେ ବୈଶ୍ୱିକ ସମ୍ଭାବିତ ଆୟୁଷ ୧.୬ ବର୍ଷ ହ୍ରାସ ପାଇଥିଲା। ମହାମାରୀ ଅନେକ ଦେଶରେ ଅର୍ଥ ବ୍ୟବସ୍ଥା, ଜୀବନ ଜୀବିକାକୁ ଧୂଳିସାତ୍…
ଧର୍ମରେ ନୃତ୍ୟ
ନୃତ୍ୟ ହେଉଛି ସଂସ୍କୃତିର ଏକ ଅବିଚ୍ଛେଦ୍ୟ ଅଙ୍ଗ। ନୃତ୍ୟ ଏକ ପ୍ରଦର୍ଶନର ବିଷୟ ହୋଇଥିବାରୁ ଏହା ସ୍ଥାନ କାଳପାତ୍ରରେ ପରିବର୍ତ୍ତନ ହୁଏ। ତେଣୁ ସଙ୍ଗୀତ ପରି ଏହା ଏକ ଅବର୍ଣ୍ଣନୀୟ ଐତିହ୍ୟ। ହିନ୍ଦୁ ମନ୍ଦିର କଳାରେ ଦେବତାମାନେ ଯଥା ଶିବ ନୃତ୍ୟ,…
ଏଇ ଭାରତରେ
କେବଳ ଶିକ୍ଷାଦାନରେ ସୀମିତ ନ ରହି ସ୍କୁଲର କଳେବର ବଦଳାଇବାରେ ପ୍ରମୁଖ ଭୂମିକା ନେଇଛନ୍ତି ମଧ୍ୟପ୍ରଦେଶର ଜଣେ ଶିକ୍ଷକ। ରାଜଗଡ଼ର ମୋହନପୁର କଲୋନୀରେ ଥିବା ଇଣ୍ଟିଗ୍ରେଟେଡ ମିଡିଲ ସ୍କୁଲର ଶିକ୍ଷକ ଗୋପାଳ ବାଲଓ୍ବାଲାଙ୍କ ଉଦ୍ୟମରେ ଏହା ସମ୍ଭବ ହୋଇପାରିଛି। ଗୋପାଳ ତାଙ୍କ…
ବନରୁ ଜୀବନ
ପରିବର୍ତ୍ତନର ବିରାଟ କଳାବାଦଲ ଆଜି ସାରା ବିଶ୍ୱର ଭାଗ୍ୟାକାଶକୁ ଆଚ୍ଛାଦିତ କରିଛି। କ୍ରମାଗତ ବୃଦ୍ଧି ପାଉଥିବା ତାପମାତ୍ରା, ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦେଖିବାକୁ ମିଳିଛି। ପରିବେଶ ପ୍ରଦୂଷଣ ଓ ତାପମାତ୍ରାର ଅସ୍ବାଭାବିକ ବୃଦ୍ଧି କାରଣରୁ ଭୂପୃଷ୍ଠରୁ ତଥା ଜଳଭାଗରୁ ଅନେକ ପ୍ରଜାତିର…
ଟ୍ରମ୍ପଙ୍କ ହିସାବ
ଜାନୁଆରୀ ୨୦ରେ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ନେବେ । ଏହି ସମାରୋହକୁ ସେ କେତୋଟି ହାତଗଣତି ଦେଶର ମୁଖ୍ୟତଃ ଦକ୍ଷିଣପନ୍ଥୀ ନେତାମାନଙ୍କୁ ନିମନ୍ତ୍ରଣ କରିଛନ୍ତି, ଯେଉଁମାନଙ୍କର ବିଚାରଧାରା ଟ୍ରମ୍ପଙ୍କ ସହ ସମାନ। ଆମେରିକା ୧୭୭୬ରେ ଏକ…
ସମୟର ସ୍ବରୂପ
କେବେ ଭାବିଛନ୍ତି, ଯଦି ସମୟକୁ ରୋକି ହୁଅନ୍ତା ଆଉ ପୁଣି ବିଗତ ସମୟକୁ ଫେରେଇ ଆଣି ହୁଅନ୍ତା, ଏ ସାରା ସଂସାରଟା କେତେ ବିଚିତ୍ର ଲାଗନ୍ତା ସତେ। ଜନ୍ମ ମରଣ ସବୁ ଖେଳଘର ପରି ଲାଗନ୍ତା । କିଏ ବାପା କିଏ…
Archives


