ସମ୍ପାଦକୀୟ

ଅଖଣ୍ଡତାକୁ ବିପଦ

ରାଜନୀତିରେ ଏବେ ପ୍ରଭାବ ବିସ୍ତାର ପାଇଁ ଏକ ନୂଆ ମାନସିକତା ସାମ୍ନାକୁ ଆସିଛି। ପ୍ରଥମେ ଜାତି, ତା’ପରେ ଧର୍ମ ଆଧାରିତ ରାଜନୀତିର ଖେଳ ଭାରତୀୟମାନେ ଦେଖିବାର ସୁଯୋଗ ପାଇଲେ। ଏବେ ଜନସଂଖ୍ୟାକୁ ନେଇ ରାଜନୀତି ଆରମ୍ଭ ହେଲାଣି। ଭାରତ ଭଳି...

ଏଇ ଭାରତରେ

କେବଳ ଶିକ୍ଷାଦାନରେ ସୀମିତ ନ ରହି ସ୍କୁଲର କଳେବର ବଦଳାଇବାରେ ପ୍ରମୁଖ ଭୂମିକା ନେଇଛନ୍ତି ମଧ୍ୟପ୍ରଦେଶର ଜଣେ ଶିକ୍ଷକ। ରାଜଗଡ଼ର ମୋହନପୁର କଲୋନିରେ ଥିବା ଇଣ୍ଟିଗ୍ରେଟେଡ୍‌ ମିଡିଲ ସ୍କୁଲର ଶିକ୍ଷକ ଗୋପାଳ ବାଲଓ୍ବାଲାଙ୍କ ଉଦ୍ୟମରେ ଏହା ସମ୍ଭବ ହୋଇପାରିଛି। ଗୋପାଳ...

ହସ ଥେରାପି

ଜଣେ ଧନୀ ଏବଂ ପ୍ରତିଷ୍ଠିତ ବ୍ୟକ୍ତି ମାନସିକ ବିଷାଦରୁ ମୁକ୍ତି ପାଇବା ପାଇଁ ମନୋବିଶେଷଜ୍ଞଙ୍କ ସହିତ ଦେଖା କରିବାକୁ ଆବଶ୍ୟକ ମଣିଲେ। ବିଶେଷଜ୍ଞଙ୍କ ସହିତ କିଛି ସମୟର କଥୋପକଥନ ପରେ ସେ ବ୍ୟକ୍ତିଙ୍କୁ କହିଲେ ଯେ ତାଙ୍କର କିଛି ବି...

ବିଶ୍ୱ ଆଶ୍ଚର୍ଯ୍ୟ ପଥରେ ଓଡ଼ିଶା

ସରକାର ଘୋଷଣା କରିଛନ୍ତି ଯେ, ୨୦୩୬ ସୁଦ୍ଧା ଓଡ଼ିଶା ଏକ ‘ବିକଶିତ’ ରାଜ୍ୟ ହୋଇଯିବ। ଓଡ଼ିଶା ଯଦି ଆଉ ମାତ୍ର ୧୨ ବର୍ଷରେ ‘ବିକଶିତ’ ରାଜ୍ୟ ହୋଇଯିବ ତେବେ ତାହା ଏକ ସର୍ବକାଳୀନ ବିଶ୍ୱସ୍ତରୀୟ ଆଶ୍ଚର୍ଯ୍ୟ ହେବା ନିଶ୍ଚିତ। ଲୋକଙ୍କର...

ଆଇଲାଲୋ ‘ଦାନା’

ବାତ୍ୟା ଆସୁଛି, ପରିବା କିଣି ପକାଇବା। ଘରେ ଲୁଣ, ଲଙ୍କା, ଖାଇବାତେଲ ସହିତ ଡିଜେଲ ଓ ପେଟ୍ରୋଲ ମଧ୍ୟ କିଣି ଠୁଳ କରିବା। ସେଇଥିପାଇଁ ଧାଡ଼ିରେ ଛିଡ଼ା ହେବାକୁ କଷ୍ଟ ଲାଗିଲେ ମଧ୍ୟ ତାହା କରିବା। ପିଲାଙ୍କୁ ଘର ବାହାରକୁ...

ଏଇ ଭାରତରେ

ଗୋଟେ ମଇଁଷିର ଦାମ୍‌ ୧ ଲକ୍ଷ ଟଙ୍କାରୁ ଅଧିକ ହେବା କଥା ହୁଏତ କେହି ଭାବି ନ ଥିବେ। ମାତ୍ର ମଇଁଷିର ଦାମ୍‌ ବି ୨୩ କୋଟି ଟଙ୍କା ହୋଇପାରେ ଏକଥା ଅନେକଙ୍କୁ ଆଚମ୍ବିତ କରିପାରେ। ମାତ୍ର ଏଭଳି ଭିନ୍ନ...

ମାତାପିତା ସନ୍ତାନର ନିର୍ମାତା

ଯତ୍ନଶୀଳ ମାତାପିତା ଆସନ୍ତାକାଲିର ଶିଳ୍ପୀ। ସନ୍ତାନର ଜୀବନରେଖା ଓ ମେରୁଦଣ୍ଡ। ଏକ ଅନୁଷ୍ଠାନ। ସବୁଠୁ ବଡ଼ ସୌଭାଗ୍ୟ ମାଆ ଓ ବାପା ହେବା ଓ ସବୁଠୁ ବଡ଼ ଆଶୀର୍ବାଦ ମାତାପିତାଙ୍କୁ ପାଇବା। ସନ୍ତାନ ସମ୍ପର୍କ ନିବିଡ଼ ଓ ବିରଳ। ମାତାପିତାଙ୍କ...

ଅସ୍ମିତା: କାହା ପାଇଁ କେମିତି

ଛିଦିନ ତଳେ ଆମ ପ୍ରାତଃ ଭ୍ରମଣରେ ଆଲୋଚ୍ୟର ବିଷୟ ଥିଲା ଅସ୍ମିତା। ପଟ୍ଟନାୟକ ବାବୁ ପ୍ରଥମେ କଥା ଆରମ୍ଭ କରି କହିଥିଲେ ଯେ ଗତ ଚାରି ପାଞ୍ଚ ମାସ ହେବ ସବୁଆଡ଼େ ଅସ୍ମିତାକୁ ନେଇ ଚର୍ଚ୍ଚା ଚାଲିଛି। କିନ୍ତୁ ମୁଁ...

ଥଣ୍ଡାପଡୁନି ମଣିପୁର

ଏବେ ଭାରତ-କାନାଡା ସମ୍ପର୍କ ବିଗିଡ଼ି ଯାଇଥିବାରୁ ତାହା ଉପରେ ଦେଶବ୍ୟାପୀ ଆଲୋଚନା ଜାରି ରହିଛି। କ’ଣସବୁ ପଦକ୍ଷେପ ନେଲେ ସ୍ଥିତିରେ ଉନ୍ନତି ଆସିବ ସରକାରୀ ସ୍ତରରୁ ଆରମ୍ଭ କରି ଗଣମାଧ୍ୟମ ଯାଏ ସବୁଆଡ଼େ ଏହି ପ୍ରସଙ୍ଗ ଉପରେ ନଜର। କୌଣସି...

ସରୋଗେଟ୍‌ ମଦର

ସରୋଗେସୀ କରୁଥିବା ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଛୁଟି ଘୋଷଣା କରାଯାଇଛି। ସରୋଗେସୀ ଦ୍ୱାରା ମାତୃତ୍ୱ ଓ ପିତୃତ୍ୱ ପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଛୁଟି ପ୍ରଦାନ ମହିଳା ସରକାରୀ କର୍ମଚାରୀଙ୍କୁ ୧୮୦ ଦିନର ମାତୃତ୍ୱ ଛୁଟି...

ଅଲୋଡ଼ା ଶିଶୁଙ୍କ ପ୍ରଶ୍ନ

ଷ୍ଟାଙ୍କ ସୃଷ୍ଟିରେ ଶିଶୁଟିଏ ବୋଧହୁଏ ବିଶ୍ୱର ସୁନ୍ଦରତମ ସୃଜନ। ଶିଶୁଟିଏ ଈଶ୍ୱରୀୟ ଆତ୍ମାର ଅମର ଅବତାର। ତା’ର ଜନ୍ମଦାତ୍ରୀ ଜନନୀ ପାଇଁ ଶିଶୁ ସନ୍ତାନଟିଏ ସବୁକାଳରେ ଏକ ବାଞ୍ଛିତ ବରଦାନ, ମାତୃତ୍ୱର ଏକ ମୁଗ୍‌ଧ ଅନୁଭବ। ଜୀବନର ସକଳ ପ୍ରାପ୍ତି...

ଭୋଗିବାକୁ ବାଧ୍ୟ

ଅନ୍ତର୍ଜାତୀୟ ନିୟମ-ଆଧାରିତ ବ୍ୟବସ୍ଥା ହେଉଛି ବାସ୍ତବରେ ଜଙ୍ଗଲୀ ଶାସନ ପାଇଁ ବ୍ୟବହୃତ ଏକ ବକ୍ରୋକ୍ତି ଏବଂ ଏହା ହିଁ ବୈଶ୍ୱିକ କ୍ଷମତା ରାଜନୀତିର ସଂଜ୍ଞା ନିରୂପଣକରେ। ପ୍ରାୟ ୨୪୦୦ ବର୍ଷ ପୂର୍ବେ ଲିଖିତ ଏକ ପ୍ରସିଦ୍ଧ ଇତିହାସ ବହି ଥିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri