ସମ୍ପାଦକୀୟ

ଏମାନେ ବି ଥିଲେ ମେଧାବୀ

ଦେଶ ଶାସନରେ ଯେଉଁ ଦଳ ଥାଉ ନା କାହିଁକି ଦେଶ ଚଳାନ୍ତି ଅମଲାମାନେ। ଏମାନେ ସରକାରଙ୍କ ପାଇଁ ନୀତି ନିର୍ଦ୍ଧାରଣ କରନ୍ତି ଏବଂ ନିର୍ଦ୍ଧାରିତ ନୀତିକୁ କାର୍ଯ୍ୟକାରୀ କରନ୍ତି। ଏହି ନିର୍ଦ୍ଧାରିତ ନୀତି କାହିଁରେ କେତେ ସୋପାନ ଦେଇ ଉପରୁ ତଳଯାଏଁ…

ସେ ଯେଉଁ ସଙ୍ଗୀତ ସାନ୍ନିଧ୍ୟ

ଅବନ୍ଧୁ ଜୀବନ ଅସୂର୍ଯ୍ୟ ମହୀ/ଦେହ ଧରି କିଏ ପାରିବ ରହି!“- ଖୁବ୍‌ ମର୍ମସ୍ପର୍ଶୀ ଏ କାବି୍ୟକ ଉଚ୍ଚାରଣ ଜୀବନ ଓ ବଞ୍ଚିବା ସମ୍ପର୍କରେ କେଡ଼େବଡ଼ ସତ୍ୟଟିଏ ଉପସ୍ଥାପନ ନ କରେ! ସୂର୍ଯ୍ୟ ନ ଥିବେ ଅଥଚ ସଂସାର ଥିବ ପୁଣି ବଞ୍ଚିବା…

ଅନ୍ୟାୟ ବଣ୍ଟାହେଉଛି

ସମାଧାନ ନ ହୋଇ ପଡ଼ିରହିଥିବା ଅନେକ କୋଟି ମାମଲା ଦ୍ୱାରା ଭାରତୀୟ ନ୍ୟାୟ ବ୍ୟବସ୍ଥା ଭାରାକ୍ରାନ୍ତ ହୋଇଗଲାଣି। ଏହି ବିଷୟରେ ଅନେକ ଲେଖା ଓ ଆଲୋଚନା ଏବଂ ସମ୍ମିଳନୀ କରାଯାଉଥିବା ପରିଲକ୍ଷିତ ହେଉଛି। ଅନେକ ସମ୍ମିଳନୀରେ କାର୍ଯ୍ୟରତ କିମ୍ବା ଅବସରପ୍ରାପ୍ତ ବିଚାରପତିମାନେ…

ଏଇ ଭାରତରେ

କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଚାଳିତ ରୋବୋ ନିର୍ମାଣ କରିଛନ୍ତି ୨୨ ବର୍ଷୀୟ ରାହୁଲ ଆର୍‌ପାକା। ସେ ଏହାର ନାମ ରଖିଛନ୍ତି ରକ୍ଷକ। କାରଣ ଏହା ଫସଲକୁ ଘାସ ଦାଉରୁ ରକ୍ଷାକରିବ। ଫସଲକୁ ଘାସ କ୍ଷତି କରୁଥିବାରୁ ଏହାକୁ ବାଛିବାରେ କୃଷକମାନେ ଅଧିକ…

ମିଠା ସ୍ବର

ଆମମାନଙ୍କ ଭିତରେ ଅନେକଙ୍କ ଧାରଣା ଯେ ଅଭିନେତା ବା କଣ୍ଠଶିଳ୍ପୀମାନେ କେବଳ ନିଜର ସ୍ବର ଉପରେ ଧ୍ୟାନ ଦେବା ଦରକାର। ମାତ୍ର ସମସ୍ତଙ୍କ ପାଇଁ ସ୍ବରର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ନିକଟରେ ୟୁନିଭର୍ସିଟି ଅଫ୍‌ ମିଚିଗାନ ହେଲ୍‌ଥ ସିଷ୍ଟମ୍‌ର ଏକ ରିପୋର୍ଟର…

ନୂତନ ଆର୍ଥତ୍କ ମହାଶକ୍ତି

ବିଶ୍ୱରେ ଆଜି ପର୍ଯ୍ୟନ୍ତ ସୁପରପାଓ୍ବାର ବୋଲାଇ ଆସିଥିବା ଆମେରିକା ତା’ର ପ୍ରତିପତ୍ତି ଏବେ ହରାଇବାକୁ ଯାଉଛି। ‘ବିନାଶ କାଳେ ବିପରୀତ ବୁଦ୍ଧି’ ଗୋଟିଏ ପରେ ଗୋଟିଏ ଟ୍ରମ୍ପ୍‌ଙ୍କ ମୁଣ୍ଡକୁ ଜୁଟୁଛି। ଆଜି ପର୍ଯ୍ୟନ୍ତ ଆମେରିକାକୁ ଟକ୍କର ଦେବା ପାଇଁ କୌଣସି ରାଷ୍ଟ୍ର…

ବିକ୍ଷୋଭରୁ ପରିବର୍ତ୍ତନ

ବିଶ୍ୱବ୍ୟାପୀ ଜନବିକ୍ଷୋଭ ପୂର୍ଣ୍ଣିମାରେ ଜୁଆର ଭଳି ମାଡ଼ିଆସୁଛି। ସମ୍ପ୍ରତି ନେପାଳରେ ‘ଜେନ୍‌ ଜି’ ବର୍ଗ ଯେଉଁଭଳି ବିକ୍ଷୋଭ ପ୍ରଦର୍ଶନ କରି ସେଠାକାର ସରକାରକୁ ଗଡ଼ାଇଦେଲେ, ଯୁବବର୍ଗର ଶକ୍ତି କେତେ ତାହା ଜଣାପଡ଼ିଗଲା। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ନେପାଳରେ ‘ଜେନ୍‌ ଜି’ କୌତୂହଳ…

ନେପାଳ ନେତ୍ରୀ: ସୁଶୀଳା କାର୍କି

ମାଳୟ ଦେଶ ନେପାଳ ରାଜତନ୍ତ୍ରରୁ ମୁକ୍ତି ପାଇବା ପରେ ୨୦୦୮ରେ ଗଣତନ୍ତ୍ରରେ ପାଦ ଦେଇଥିଲା। ରାଜତନ୍ତ୍ର ଉଚ୍ଛେଦ ପରେ ଆଶା କରାଯାଉଥିଲା ଗଣତାନ୍ତ୍ରିକ ପ୍ରକ୍ରିୟା ମାଧ୍ୟମରେ ‘ନ୍ୟାୟ ନେପାଳ’ ଗଢ଼ି ଉଠିବ। ହେଲେ ଦୁଇ ଦଶନ୍ଧି ପୂରିବା ପୂର୍ବରୁ ଏହି ଛୋଟିଆ…

ଦୋଷ ଦେବା କାହାକୁ

ନିକଟରେ ଚାଇନାର ଉତ୍ଥାନ ସମ୍ପର୍କରେ ବ୍ୟାଖ୍ୟା କରି ଆମେରିକୀୟ ଶିକ୍ଷାବିତ୍‌ ଡାନ୍‌ ଓ୍ବାଙ୍ଗ ଏକ ପୁସ୍ତକ ଲେଖିଛନ୍ତି। ସେ ତାଙ୍କ ସିଦ୍ଧାନ୍ତରେ ଦର୍ଶାଇଛନ୍ତି, ଚାଇନା ହେଉଛି ଏକ ଇଞ୍ଜିନିୟରଙ୍କ ସମାଜ ଏବଂ ସେଠାକାର ସରକାର ଇଞ୍ଜିନିୟରଙ୍କ ଦ୍ୱାରା ଚାଲିଛି। ଅନ୍ୟ ପକ୍ଷରେ…

ଗାଜାରେ ଭୋକର ସଂଜ୍ଞା

ଲଳିତେନ୍ଦୁ ପଲାଉରୀ ହମାସ-ଇସ୍ରାଏଲ ଯୁଦ୍ଧରେ ୬୫ହଜାରରୁ ଅଧିକ ଗାଜାବାସୀଙ୍କ ମୃତ୍ୟୁ ହେଲାଣି। ଏମାନେ ବାରମ୍ବାର ବିସ୍ଥାପିତ ହେଉଛନ୍ତି। ଗାଜାରେ ପ୍ରମୁଖ ସମସ୍ୟା ପାଲଟିଛି ଖାଦ୍ୟ ସଙ୍କଟ। ମୁଠାଏ ଦାନା ପାଇଁ ଏମାନେ ଗାଜା ହ୍ୟୁମାନିଟାରିଆନ ଫାଉଣ୍ଡେଶନ ସହାୟତା କେନ୍ଦ୍ର ନିକଟରେ ଲମ୍ବା…

ଆଧାର: ଏକ ଅନାବଶ୍ୟକ ଯୋଜନା

ସୌଭାଗ୍ୟ ସୁନ୍ଦରରାୟ ଗତ ଅଗଷ୍ଟ ୧୦ ତାରିଖରେ ଆଇଆଇଟି-ରୁର୍‌କିର ପ୍ରାୟ ୩୦ ହଜାର ଛାତ୍ରୀଛାତ୍ରଙ୍କ ବ୍ୟକ୍ତିଗତ ତଥ୍ୟ ସାର୍ବଜନୀନ ହୋଇଯାଇଛି। ଏହି ପ୍ରଘଟ ସମ୍ପର୍କରେ ଅନୁଧ୍ୟାନ ପାଇଁ ଏକ ଆଭ୍ୟରୀଣ କମିଟି ଗଠନ କରାଯାଇଛି। ଆଇଆଇଟି-ରୁର୍‌କି ହେଉଛି ଦେଶର ଅଗ୍ରଣୀ ବୈଷୟିକ…

ପ୍ରତିଶୋଧାତ୍ମକ ରାଜନୀତି

ବେଆଇନ ବାଲି ଚାଲାଣକୁ ନେଇ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର ଓ ଆଇପିଏସ୍‌ ଅଧିକାରୀ ଅଞ୍ଜନା କ୍ରିଷ୍ଣାଙ୍କ ମଧ୍ୟରେ ବିବାଦ ଦେଖାଯାଇଛି। ରାଜନେତା ଓ ବାବୁଙ୍କ ମଧ୍ୟରେ ଏଭଳି ଟଣାଓଟରା ବହୁ ସମୟରେ ଦେଖାଯାଏ ଓ ଦୀର୍ଘଦିନ ଧରି ଲାଗିରହେ। ପାଓ୍ବାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?