ଜୀବନରେ ଚାପର ତାପ
ପ୍ରତ୍ୟେକ ବସ୍ତୁ ଓ ବ୍ୟକ୍ତିର ନିଜସ୍ବ ଚାପ ଓ ଚାପଶକ୍ତି ରହିଛି। ବିଜ୍ଞାନରେ ବାୟୁଚାପ ଓ ଜଳଚାପ ପଢ଼ିଛେ। ଗ୍ଲାସରେ ଜଳପୂର୍ଣ୍ଣ କରି ତା’ ଉପରେ ପୋଷ୍ଟକାର୍ଡ଼ ରଖି ତଳମୁହାଁ କରିଦେଲେ ଜଳର ଚାପଠାରୁ ବାୟୁର ଚାପ ଅଧିକ ଯୋଗୁ ଜଳ…
ଭାଇରସ୍ ଖେଳ
କୋଭିଡ୍-୧୯ ବା କରୋନା ଭୂତାଣୁ ସଂକ୍ରମଣ ସାମ୍ନାକୁ ଆସିବାର ୫ବର୍ଷ ପରେ ଏବେ ହ୍ୟୁମାନ ମେଟା ନ୍ୟୁମୋ ଭାଇରସ୍ (ଏଚ୍ଏମ୍ପିଭି) ସଂକ୍ରମଣକୁ ନେଇ ନୂଆ ପରିସ୍ଥିତି ସୃଷ୍ଟି ହୋଇଛି। କରୋନା ଭୂତାଣୁ ଭଳି ଏଚ୍ଏମ୍ପିଭି ଦ୍ରୁତ ଗତିରେ ବ୍ୟାପୁଥିବା କୁହାଯାଉଛି। ସରକାରୀ…
ଏଇ ଭାରତରେ
ସହରର ଡମ୍ପୟାର୍ଡ କଥା ଶୁଣିଲେ ଲୋକେ ନାକ ଟେକନ୍ତି। ସେହି ପୂତ୍ତିଗନ୍ଧମୟ ସ୍ଥାନ ବାଟ ଦେଇ ଯିବାକୁ ଘୃଣା କରନ୍ତି। କିନ୍ତୁ ମାଙ୍ଗାଲୋର ବାସିନ୍ଦା ଜିଥ୍ ମିଲାନ ରୋକେ ଡମ୍ପୟାର୍ଡକୁ ସବୁଜ ଜଙ୍ଗଲ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସେ…
ଡିଜିଟାଲ ଯୁଗରେ ଭାରତୀୟ ସଂସ୍କୃତି
ସାମାଜିକ ଗଣମାଧ୍ୟମ ସୂଚନା ପ୍ରସାରଣକୁ ସହଜ କରିଦେଇଛି ସତ, କିନ୍ତୁ ଏହା ଭୁଲ୍ ତଥ୍ୟକୁ ଅଧିକ ମାତ୍ରାରେ ବିସ୍ତାର କରୁଛି। ଭାରତୀୟ ସଂସ୍କୃତିର ସଂରକ୍ଷଣ ତଥା ସୁରକ୍ଷା ପାଇଁ ସାମାଜିକ ଗଣମାଧ୍ୟମର ବିଭିନ୍ନ ମଞ୍ଚରେ ଠିକ୍ ତଥା ନିିର୍ଭରଯୋଗ୍ୟ ସୂଚନା ସୁନିଶ୍ଚିତ…
କୃଷକ ରେଜିଷ୍ଟ୍ରି: ବିତର୍କ ହେଉ
ଡିସେମ୍ବର ୨୮ ତାରିଖ ୨୦୨୪ରେ ଓଡ଼ିଶାର ପ୍ରମୁଖ ଖବରକାଗଜମାନଙ୍କରେ ବିଜ୍ଞାପନ ପ୍ରକାଶ ପାଇଛି ଯେ ଜାନୁଆରୀ ୧ତାରିଖରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କୃଷକ ରେଜିଷ୍ଟ୍ରି କାର୍ଯ୍ୟ ଆରମ୍ଭ ହେବ। ସେଥିପାଇଁ ପଞ୍ଚାୟତସ୍ତରୀୟ କ୍ୟାମ୍ପକୁ କୃଷକମାନେ ଆଧାର କାର୍ଡ, ଭୂଲେଖ ପଟ୍ଟା, ଆଧାର…
କେବଳ ପୁରୁଷ ନୁହେଁ
ଗୋଟେ ଧାରଣା ରହିଆସିଛି ଯେ, ପୁରୁଷମାନେ ଆକ୍ରମଣକାରୀ ଓ କଠୋର ହୋଇଥିବା ବେଳେ ମହିଳାମାନେ ସର୍ବଦା ପୀଡ଼ିତା। ଯେତେବେଳେ କୌଣସି ମହିଳାଙ୍କୁ ନେଇ ଘରୋଇ ହିଂସା ଦେଖାଦେଇଥାଏ ସେତେବେଳେ କନ୍ୟା ପକ୍ଷ ବରପକ୍ଷ ଉପରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଥାଆନ୍ତି। ଭାରତରେ…
ହିଂସା ଉଦ୍ରେକକାରୀ ଜିନ୍
ସଦରେ କଳିଝଗଡ଼ା ହେଲେ ସବୁ ରାଜନେତା ଭାଗ ନିଅନ୍ତି ନାହିଁ, କେତେକ ସଂସଦର କୂଅ ଭିତରକୁ ଯାଆନ୍ତି ତ କେତେକ ବାଚସ୍ପତିଙ୍କ ପାଖକୁ ଯାଇ ପାଟି କରନ୍ତି, ଅଳ୍ପ କେତେ ଜଣ ମାଇକ୍ ଫୋପଡ଼ାଫୋପଡ଼ି କରନ୍ତି ତ ଜଣେ ଅଧେ ପ୍ରତିପକ୍ଷର…
ଅସ୍ପଷ୍ଟ ଆଭିମୁଖ୍ୟ
ପୂଜାସ୍ଥଳ(ବିଶେଷ ପ୍ରାବଧାନ) ଅଧିନିୟମ, ୧୯୯୧ ଯେକୌଣସି ପୂଜାସ୍ଥଳୀର ରୂପାନ୍ତରଣକୁ ବାରଣ କରେ। ୧୫ ଅଗଷ୍ଟ ୧୯୪୭ରେ ପୂଜାସ୍ଥଳର ଧର୍ମୀୟ ସ୍ଥିତି ଯାହା ରହିଥିଲା ତାହାକୁ ପରିବର୍ତ୍ତନ ନ କରିବା ଲାଗି ଏହି ଆଇନରେ କୁହାଯାଇଛି। ଭିନ୍ନ ଭାବରେ ଲେଖାଯାଇଥିବା ଏହି ଆଇନ…
ଅନେକ ଆଶା, ଭରସା
ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ, ଏଠି ବର୍ଷାର ଅଭାବ ନାହିଁ, ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଏଇ ପ୍ରଦେଶରେ ଖଣିଜ ସମ୍ପଦ ଅପର୍ଯ୍ୟାପ୍ତ ଏବଂ ଉପକୂଳବର୍ତ୍ତୀ ରାଜ୍ୟ ଭାବେ ସମୁଦ୍ରତଟ ପ୍ରାୟ ୪୮୫ କିଲୋମିଟର ଦୀର୍ଘ। ଏ ସବୁର ସଦୁପଯୋଗ ଦ୍ୱାରା ଆମ…
ପ୍ରବାସୀ ଭାରତୀୟ ଦିବସ: ଓଡ଼ିଆଙ୍କ ପାଇଁ ସଂକଳ୍ପର ଦିବସ
ଏଥର ଓଡ଼ିଶାରେ ଅନୁଷ୍ଠିତ ହେଉଛି ପ୍ରବାସୀ ଭାରତୀୟ ଦିବସ। ଭାରତ ସରକାରଙ୍କ ବିଦେଶ ମନ୍ତ୍ରଣାଳୟର ଏହି ମହତ୍ୱାକାଂକ୍ଷୀ କାର୍ଯ୍ୟର ଉଦ୍ଦେଶ୍ୟ ବିଭିନ୍ନ ଦେଶରେ ରହୁଥିବା ଭାରତୀୟମାନଙ୍କୁ ଏକ ସୂତ୍ରରେ ବାନ୍ଧି ସମ୍ପର୍କ ସ୍ଥାପନ କରିବା। ପରସ୍ପର ସହ ଆଲୋଚନା ପାଇଁ ଏହା…
ଏକ ସଂଯୋଗ
ନିକଟରେ ନୂଆଦିଲ୍ଲୀରେ ସଚିବ ସ୍ତରୀୟ ଅଦଳବଦଳକୁ ନେଇ କେତେକେ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ଏହି ଅଦଳବଦଳର ଯୁକ୍ତିଯୁକ୍ତତା ପଛରେ ରହସ୍ୟ ରହିଛି। କିନ୍ତୁ ବର୍ତ୍ତମାନ ପାଇଁ ଆସନ୍ତୁ ଏଗୁଡ଼ିକ ମଧ୍ୟରୁ କେତୋଟିର ରହସ୍ୟ ଉନ୍ମୋଚନ କରିବା। ପ୍ରଥମରେ ହେଉଛି କାର୍ମିକ ଓ ପ୍ରଶିକ୍ଷଣ…
ଏଇ ଭାରତରେ
କୁହାଯାଏ ଜ୍ଞାନ ଅର୍ଜନ କରିବାର କୌଣସି ନିର୍ଦ୍ଦିଷ୍ଟ ବୟସ ନ ଥାଏ। ସେଥିପାଇଁ ତ ୮୧ ବର୍ଷ ବୟସରେ ବି ପୁଣି ଥରେ ପାଠ ପଢ଼ିବା ଆରମ୍ଭ କରିଛନ୍ତି ସତ୍ପାଲ ଅରୋରା। ରାଜସ୍ଥାନ ଚିତ୍ତୋରଗଡ଼ର ପ୍ରତାପଗଡ଼ ଗ୍ରାମରେ ତାଙ୍କ ଘର। କିଛି…
Archives


