ସମ୍ପାଦକୀୟ

ଏଇ ଭାରତରେ

ଚୋର ବିଭିନ୍ନ ଜିନିଷ ଚୋରି କରିବା କଥା ସମସ୍ତେ ଶୁଣିଥିବେ। ହେଲେ ଚୋରି କରିଥିବା ଜିନିଷକୁ ଚୋର କେବେ ସେହି ସ୍ଥାନକୁ ଫେରାଇବାକୁ ଆସିବା କଥା ଶୁଣିଛନ୍ତି! ଏକଥା ହୁଏତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ମନେ ହୋଇପାରେ। ମାତ୍ର ଏଭଳି ଏକ ଘଟଣା…

ପୁରୁଷ ଆଇନ କେତେ ଜରୁରୀ

ପୁରୁଷଙ୍କ ପାଇଁ ସ୍ବତନ୍ତ୍ର କମିଶନ ଗଠନ କରିବାର ନିଷ୍ପତ୍ତି ନେବା ଏକ ଜଟିଳ ପ୍ରସଙ୍ଗ। କାରଣ ସମାଜର ଗୋଟିଏ ବର୍ଗ ଏହାର ଆବଶ୍ୟକତା ଥିବାର କହୁଥିବାବେଳେ ଅନ୍ୟ ଏକ ବର୍ଗ ଏହା ଆଦୌ ଗ୍ରହଣୀୟ ନୁହେଁ ବୋଲି ଦର୍ଶାଉଛନ୍ତି। ତେବେ ପୁରୁଷ…

ନୀତିଭ୍ରଷ୍ଟ ଶିକ୍ଷା ଓ ଛାତ୍ରୀଛାତ୍ର

ନିକଟ ଅତୀତରେ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଥିବା ଦୁଇଟି ଭିଡିଓ ବେଶ୍‌ ହୃଦୟସ୍ପର୍ଶୀ। ପ୍ରଥମଟି ଆନ୍ଧ୍ରପ୍ରଦେଶର ଗୋଟିଏ ସ୍କୁଲରେ ପ୍ରାର୍ଥନା ଚାଲିଥିବାବେଳେ ପ୍ରଧାନଶିକ୍ଷକ ନିଜେ କାନ ଧରି ଉଠ୍‌ବସ୍‌ ହେବା ପରେ ପିଲାଙ୍କ ସାମ୍‌ନାରେ ସାଷ୍ଟାଙ୍ଗ ପ୍ରଣିପାତ କରୁଥିଲେ। ଘଟଣାଟି ଅସଙ୍ଗତ…

ଭୁଲିବାନି ଯଶଓ୍ବନ୍ତଙ୍କୁ

ଗଣତନ୍ତ୍ରର ୩ ମୁଖ୍ୟ ସ୍ତମ୍ଭ ବିଧାନପାଳିକା, ନ୍ୟାୟପାଳିକା ଓ କାର୍ଯ୍ୟପାଳିକାର ସାମ୍ବିଧାନିକ କର୍ତ୍ତବ୍ୟ ପାଳନକୁ ନେଇ ସାଧାରଣରେ ଆଲୋଚନା ହୋଇଥାଏ। ଭାରତରେ ମଧ୍ୟ ସେହି ସ୍ଥିତି ଜୋର୍‌ ଧରିଛି। ଯେହେତୁ ପ୍ରତିଟି ଖମ୍ବ ନିଜ ଗୁଣରେ ଗରୀୟାନ ସେହେତୁ ସେମାନେ ନିଜକୁ…

ଚାଇନାର ପ୍ରତିରୋଧ

ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଅନୁଯାୟୀ ସାରା ବିଶ୍ୱର ବାଣିଜ୍ୟ ମନ୍ତ୍ରଣାଳୟଗୁଡ଼ିକ ଆମେରିକାକୁ ସେମାନଙ୍କ ମାମଲା ସମ୍ପର୍କରେ ବିଚାର ପାଇଁ ନିବେଦନ କରିବାକୁ ଲାଇନ ଲଗାଉଛନ୍ତି। ଆମେ ସେମାନଙ୍କ ସହ ଅଛୁ କି? ନା, ଆମେ ନାହଁୁ। ସପ୍ତାହାନ୍ତରେ ପ୍ରକାଶିତ ଏକ ଖବରରେ ବାଣିଜ୍ୟ…

ଏଇ ଭାରତରେ

କେରଳର ଆର୍‌. ବିଶ୍ୱନ ମହୁ ଚାଷକରି ବର୍ଷକୁ ୨୫ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ତାଙ୍କ ଫାର୍ମରେ ଏବେ ୬,୦୦୦ ମହୁ ବାକ୍ସ ଅଛି ଓ ସେଥିରୁ ବର୍ଷକୁ ୯୦-୧୧୦ ଟନ୍‌ ମହୁ ଉପତ୍ାଦନ ହେଉଛିି। ବିଶ୍ୱନଙ୍କ ଜନ୍ମ ଥିରୁଭାନନ୍ତପୁରମ ଜିଲା…

ଓଡ଼ିଶାର ବିକାଶ ଓ ଶ୍ରୀଜଗନ୍ନାଥ

ଗୋଟିଏ ରାଜ୍ୟର ବିକାଶ ବିବିଧ ଉତ୍ସ ଦ୍ୱାରା ହୋଇଥାଏ। ତନ୍ମଧ୍ୟରେ ପର୍ଯ୍ୟଟନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଓଡ଼ିଶା କଳା, ସଂସ୍କୃତି, ପ୍ରାକୃତିକ ପରିବେଶ ତଥା ଧାର୍ମିକ ସ୍ଥଳପୂର୍ଣ୍ଣ ରାଜ୍ୟ ହୋଇଥିବାରୁ ଆମେ ଉପରୋକ୍ତ ତତ୍ତ୍ୱଗୁଡ଼ିକୁ ନେଇ ବିକାଶର ସ୍ବପ୍ନ ଦେଖିପାରିବା। ଆମର…

ମୁକ୍ତ ଅଭିବ୍ୟକ୍ତି ପାଇଁ ନ୍ୟାୟପାଳିକା

ଛୋଟମୋଟ ଘଟଣାରେ ନାଗରିକର ବାକ୍‌ ସ୍ବାଧୀନତା ଦଳି ଦିଆଯାଇପାରିବ ନାହିଁ ବୋଲି ନିକଟରେ ଗୁଜରାଟ କଂଗ୍ରେସ ସାଂସଦ ଇମ୍ରାନ ପ୍ରତାପଗ୍ରହୀଙ୍କ ବିରୋଧରେ ପୋଲିସ ଦାୟର କରିଥିବା ଫୌଜଦାରି ମାମଲାକୁ ରଦ୍ଦ କରିବା ଅବସରରେ ସୁପ୍ରିମକୋର୍ଟ କହିଛନ୍ତି। କଂଗ୍ରେସ ସାଂସଦଙ୍କ ଏକ କବିତାକୁ…

ଟାରିଫ୍‌ ଝଡ଼

ଟାରିଫ୍‌ ଝଡ଼କୁ ନିୟନ୍ତ୍ରଣକରିବା ପାଇଁ ବାବୁମାନେ ନିଆରା ତରିକା ଆପଣାଇଛନ୍ତି ଏବଂ ନିକଟରେ ବିଜ୍ଞାନ ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ଏହାର ଏକ ସ୍ପଷ୍ଟ ଦୃଷ୍ଟାନ୍ତ। ଟ୍ରମ୍ପ୍‌ ପ୍ରଶାସନର ଟାରିଫ୍‌ ଧମକ ଯୋଗୁ ବାଣିଜ୍ୟ ମନ୍ତ୍ରଣାଳୟ ଚଳଚଞ୍ଚଳ ହୋଇ ଉଠିଥିଲା। ପରେ ଔପଚାରିକ…

ଚାଇନାରେ ବିବାହ ସଙ୍କଟ

ଗତବର୍ଷ ଚାଇନାରେ ନୂଆ ବିବାହ ସଂଖ୍ୟା ଏକ ପଞ୍ଚମାଂଶ ହ୍ରାସ ପାଇଥିଲା। ଫଳରେ ୨୦୨୪ରେ ଥିବା ଜନ୍ମସଂଖ୍ୟା ୯.୫୪ ମିଲିୟନ ତୁଳନାରେ ୨୦୨୫ରେ ୭.୩ରୁ ୭.୮ ମିଲିୟନକୁ ଖସି ଆସିବାର ସମ୍ଭାବନା ଦେଖାଯାଇଛି। ବିଶ୍ୱ ଜନସଂଖ୍ୟାରେ ଚାଇନାର ଅଂଶ ୧୭.୨ ପ୍ରତିଶତ।…

ଏଇ ଭାରତରେ

ମହାରାଷ୍ଟ୍ରର ଏଭଳି ଅନେକ ଆଦିବାସୀବହୁଳ ଗାଁଗୁଡ଼ିକରେ ସୌରଶକ୍ତି ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି କେମିକାଲ ଇଞ୍ଜିନିୟର ତନବୀର ଇନାମଦାର। କେବଳ ଏତିକି ନୁହେଁ, ସେ ପାହାଡ଼ ଉପରେ ଥିବା ଗାଁ ନିକଟରେ ଜଳପ୍ରପାତ ଥିଲେ ସେଥିରୁ ବିଦ୍ୟୁତ ଉତ୍ପାଦନ କରି ଯୋଗାଇ ଦେଉଛନ୍ତି।…

ବଞ୍ଚିବାକୁ ଦିଅ

ହାଇଦ୍ରାବାଦର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ନିକଟରେ ଏକ ଆଇଟି ପାର୍କ ନିର୍ମାଣ ପାଇଁ ୪ ଶହ ଏକର ଜଙ୍ଗଲକୁ ବୁଲ୍‌ଡୋଜର ଲଗେଇ ରାତାରାତି ସଫା କରିବାର ଅମାନବୀୟ ନିଷ୍ପତ୍ତି ଆଜି ସମସ୍ତ ପରିବେଶବିତ୍‌ ଏବଂ ପଶୁପକ୍ଷୀପ୍ରେମୀଙ୍କୁ ଗଭୀର ଆଘାତ ଦେଇଛି। ମୁଖ୍ୟତଃ ମୟୂର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri