ସମ୍ପାଦକୀୟ

ବୋତଲ ବେପାର

ପାଣିର ଉପସ୍ଥିତି ଯୋଗୁ ପୃଥିବୀରେ ଆମେ ତିଷ୍ଠିଛେ। ସେହି ପାଣି ଏବେ ଦ୍ରୁତଗତିରେ ପ୍ରଦୂଷିତ ହେବାରେ ଲାଗିଛି। କୁହାଯାଉଛି, ଭବିଷ୍ୟତରେ ସବୁଠାରୁ ବଡ଼ ସଙ୍କଟ ଭାବେ ଜଳ ଉଭା ହେବ। ନିକଟ ଅତୀତକୁ ଦେଖିଲେ ମଧ୍ୟପ୍ରଦେଶର ଇନ୍ଦୋରରେ ଦୂଷିତ ପାଣି ପିଇ…

ଏଇ ଭାରତରେ

ପଶ୍ଚିମବଙ୍ଗ ବାଙ୍କୁଡ଼ା ସେନଜୁତି ମାହାତୋ ଓ ଅଭିଷେକ ଚୌଧୁରୀ ସେହି ଅଞ୍ଚଳର ଖଜୁରି ଗୁଡ଼ ଉତ୍ପାଦନ କରି ସେଠାକାର ଏହି ପାରମ୍ପରିକ ଉତ୍ପାଦକୁ ବଞ୍ଚାଇ ରଖିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି। ସେନଜୁତି ଜବାହରଲାଲ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ…

କୃଷିଭିତ୍ତିିକ ଶିଳ୍ପର ସ୍ଥିତି

ଓଡ଼ିଶାରେ ପୁରୁଣା ସରକାର ଯିବା ପରେ ନୂଆ ସରକାରଙ୍କ ଆଗମନ ପରେ ଅନେକ ଯୋଜନା ଓ କାର୍ଯ୍ୟକ୍ରମ ଚାଲିଛି, ହେବା ମଧ୍ୟ ସ୍ବାଭାବିକ। ତେବେ ଏସବୁ ଭିତରେ ଗୋଟିଏ ଛୋଟିଆ ପ୍ରସଙ୍ଗ ଉପରେ ମୁଁ ଆଲୋଚନା ରଖୁଛି। ବର୍ତ୍ତମାନର ବଜାର ଦରକୁ…

ଇନ୍ଦୋର: ସ୍ବଚ୍ଛ ଭାରତର ଦୁଃଖ

ମଧ୍ୟପ୍ରଦେଶର ଇନ୍ଦୋର ସହରରେ ପ୍ରଦୂଷିତ ଜଳ ପିଇ ଜାନୁଆରୀ ମାସରେ ୧୦ ଜଣ ବ୍ୟକ୍ତିଙ୍କର ପ୍ରାଣହାନି ଘଟିବା ସହ ବହୁ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହେଲେ। ଏହି ଘଟଣା ପରିପ୍ରେକ୍ଷୀରେ ସରକାର ଇନ୍ଦୋର ମହାନଗର ନିଗମ କମିଶନରଙ୍କୁ ବଦଳି ଓ…

ସ୍ବାସ୍ଥ୍ୟ ପାଇଁ ୦.୫%

କ୍ରମାଗତ ୯ମ ଥର ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଫେବୃଆରୀ ୧ରେ ୨୦୨୬-୨୭ ଆର୍ଥିକ ବର୍ଷ ସକାଶେ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀଙ୍କ ଭାଷଣ ପରେ ହଠାତ୍‌ ଶେୟାର ବଜାର ସେନ୍‌ସେକ୍ସ ୧୮୦୦ରୁ ଊର୍ଦ୍ଧ୍ୱ ପଏଣ୍ଟ ହ୍ରାସ ପାଇଥିଲା। ଆର୍ଥିକ…

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌ କରିଥିଲେ। ମହିମା ଧର୍ମ ହେଉଛି ଓଡ଼ିଶାର ନିଜସ୍ବ ଧର୍ମ। ଏହା ବିଶ୍ୱର ଅନ୍ୟତମ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ ଦଶକରେ ଯେତେବେଳେ ଭାରତରେ ସାମ୍ୟବାଦ ନାଁ ଶୁଣିବାମାତ୍ରେ ଭୟରେ ଥରହର ହେଉଥିଲେ ଅଭିଜାତ…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି, ଆପରାଧିକ ଆଇନ ବିଷୟରେ ଶାସନ ସ୍ବେଚ୍ଛାଚାରୀ ହେବା କଥା ନୁହେଁ। ଏହି ବିଷୟଟି…

ତିନି ଘଣ୍ଟାର ଗସ୍ତ

ନୂଆଦିଲ୍ଲୀରେ ମଧ୍ୟାହ୍ନ ଭୋଜନ ସମୟରେ ଏକ ବିଜ୍‌ନେସ ସମ୍ପର୍କିତ ଆଲୋଚନା ପାଇଁ ତିନି ଘଣ୍ଟା ଯଥେଷ୍ଟ ସମୟ। ତେବେ ଗତ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ ଯେତେବେଳେ ୟୁଏଇ ରାଷ୍ଟ୍ରପତି ମହମ୍ମଦ ବିନ୍‌ ଜାଏଦ ଆସିଥିଲେ, ସେତେବେଳେ ଏହି ଗସ୍ତ…

ରାମାୟଣରେ ସତୀ ସିଦ୍ଧାନ୍ତ

ରାମାୟଣର ଏକ ଓଡ଼ିଆ ସଂସ୍କରଣରେ ବର୍ଣ୍ଣନା କରାଯାଇଛି ଯେ, ଋଷି ଗୌତମ ତାଙ୍କ କନ୍ୟା ଅଞ୍ଜନି ଓ ଦୁଇ ପୁତ୍ରଙ୍କ ସହ ସମୁଦ୍ରକୂଳରେ ଚାଲୁଥିଲେ। ବାଲି ତାତି ଥିଲା, ଏଣୁ ଗୌତମ ଋଷି ଦୁଇ ବାଳକଙ୍କୁ ଉଠାଇ ନେଇ କାଖେଇ ଧରି…

ନାରୀ ପାଇଁ ଭୋଟ ଅଧିକାର

ରାଣରୁ ଜଣାଯାଏ ମଦ୍ର ଦେଶର ନରପତି ଅଶ୍ୱପତି କନ୍ୟା ସନ୍ତାନଟିଏ ଲାଭକରିବା ଉଦ୍ଦେଶ୍ୟରେ ସହସ୍ରାଧିକ ଯଜ୍ଞ କରିଥିଲେ। ସେହିଭଳି ମିଥିଳାର ରାଜା ଜନକ ଏକଦା ଆକାଶରେ ସୁନ୍ଦରୀ ଅପ୍‌ସରା ମେନକାଙ୍କୁ ଦେଖି ତାଙ୍କ ପରି କନ୍ୟାର ପିତା ହେବାକୁ ପ୍ରୟାସ କରିଥିଲେ…

ତଦନ୍ତର ରିଆଲିଟି ଶୋ

ପ୍ରାତଃ ଭ୍ରମଣ ପାଇଁ ମୁଁ ମୋ ଘର ପାଖ ଏକ ପାର୍କକୁ ପ୍ରତିଦିନ ଯାଏ। ପାର୍କରେ ଡ୍ୟୁଟି କରୁଥିବା ଜଣେ ସିକ୍ୟୁରିଟି ଗାର୍ଡ ଦିନେ ମୋ ନିକଟକୁ ଆସି ମୋତେ କହିଲା, ”ସାର, ଆପଣ ତ ପ୍ରାୟ ପ୍ରତିଦିନ ଏଠାକୁ ଆସୁଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri