ଏଠି କିଛି ବି ହୋଇପାରେ
କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର ଜଗତର ପ୍ରଖ୍ୟାତ ଅଭିନେତା ଅନୁପମ ଖେର୍ ମୁଖ୍ୟ ଅତିଥି ତଥା ସାଧାରଣ ଜନତାଙ୍କ…
ବୈଦିକ ଶିକ୍ଷା ବ୍ୟବସ୍ଥା
ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ କରୁଥିଲେ। ଉପନୟନ ସଂସ୍କାରରେ ଦୀକ୍ଷିତ ହେବା ପରେ କଠୋର ବ୍ରହ୍ମଚର୍ଯ୍ୟ ଅବଲମ୍ବନ ପୂର୍ବକ…
କେବଳ ନଜର ନୁହେଁ
ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ କରି ନିଜର ପ୍ରଭାବ ଜାହିର କରି ରଖିଛି। ପାକିସ୍ତାନ ମଧ୍ୟସ୍ଥତାରେ ଶାନ୍ତି ଆଲୋଚନାରେ…
ଏଇ ଭାରତରେ
ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍ସୀ ବି.ଭି.ଙ୍କ ଜୀବନରେ। ସେ ଅଟୋ ଚଳାଉଛନ୍ତି। ଉଲ୍ଲେଖନୀୟ ବିଷୟ ହେଉଛି, ସେ ଅଟୋ ଚଳାଇବା…
ପ୍ରତିବାଦରେ ବାଧା
ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ। ଶୁଣାଣି ସମୟରେ ବିଚାରପତି ପ୍ରଶ୍ନ କରିଥିଲେ, ”ଆପଣ ଏହାକୁ କାହିଁକି ବନ୍ଦ କରୁନାହାନ୍ତି?…
ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ
ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ ଆମ ଶୈଶବକୁ ଜୀବନ୍ତ ରଖିଛି। ଓଡ଼ିଆ ସାହିତ୍ୟରେ ବସ୍ତାନି କହିଲେ ମନେପଡ଼େ କାଳଜୟୀ…
ନିଶାମୁକ୍ତ ଯୁବସମାଜ
ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍ ଟୋବାକୋ ସର୍ଭେ (ଜିୱାଇଟିଏସ୍) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫ ପ୍ରତିଶତ ଛାତ୍ରୀଛାତ୍ର ବିଭିନ୍ନ ରୂପରେ ତମାଖୁ ସେବନ କରିଥାନ୍ତି। ବିଦ୍ୟାଳୟ ଓ ମହାବିଦ୍ୟାଳୟ…
ଆନନ୍ଦାନୁଭୂତି
ଉପନିଷଦ ଯୁଗର ଦିବ୍ୟଦ୍ରଷ୍ଟା ମହାନ୍ ଋଷିଗଣ ମାନବ ଜୀବନର ଅନ୍ତିମ ଲକ୍ଷ୍ୟ ନିର୍ଦ୍ଧାରଣକରି କହିଛନ୍ତି,‘ପରମାନନ୍ଦ ପ୍ରାପ୍ତି କରିବା।’ ସାଧୁସନ୍ଥ ଓ ଦିବ୍ୟ ପୁରୁଷଗଣ ମନୁଷ୍ୟକୁ ଜୀବନର ଅନ୍ତିମ ଲକ୍ଷ୍ୟ ହାସଲକରି ପରମାନନ୍ଦ ପ୍ରାପ୍ତ ହେବାକୁ କହିଆସିଛନ୍ତି । ଦେଖିବାକୁ ଗଲେ ଭଗବାନ୍ଙ୍କ…
ବିଶ୍ୱରୂପ ଦର୍ଶନର ଆର୍ଥିକ ଦୃଷ୍ଟିକୋଣ
ଭାଗବତ ଗୀତାରେ ବିଶ୍ୱରୂପ ଦର୍ଶନ ବିଷୟରେ ଉଲ୍ଲେଖ ରହିଛି। ଶ୍ରୀମଦ ଭଗବଦଗୀତା ମାନବଜାତି ପାଇଁ ହେଉଛି ଏକ ଅମୂଲ୍ୟ ଜ୍ଞାନର ଭଣ୍ଡାର। ଏହା ଜୀବନ ଜୀବିକାର ଦିବ୍ୟ ମାର୍ଗଦର୍ଶିକା। ଏହାର ଶିକ୍ଷା, ବ୍ୟକ୍ତି ଓ ସମାଜକୁ ସତ୍ୟ, ନ୍ୟାୟ ଓ କଲ୍ୟାଣ…
ଯୋଗ୍ୟ ପ୍ରାର୍ଥୀଙ୍କ ଅଭାବ
ସଂରକ୍ଷଣ ବ୍ୟବସ୍ଥା ସମାଜରେ ତଳେ ପଡ଼ିଥିବା ଅବହେଳିତ ଓ ଅନଗ୍ରସର ଜାତିସମୂହର କ୍ଷୀପ୍ର ବିକାଶ ପାଇଁ ଉଦ୍ଦିଷ୍ଟ। ଏହା ସମତାଭିତ୍ତିକ ସମାଜ ଗଠନ ଓ ସମାନ ଭାଗୀଦାରି ସୁଯୋଗ ସୃଷ୍ଟିି କରେ। ଏପରି ଏକ ବ୍ୟବସ୍ଥାର ସଫଳତା ସକାରାତ୍ମକ ଆଭିମୁଖ୍ୟ ଉପରେ…
ଦୂରଦର୍ଶନର ପୁନର୍ଗଠନ
ଦୂରଦର୍ଶନରେ ଏକ ବଡ଼ ଧରଣ ପରିବର୍ତ୍ତନର ସଙ୍କେତ ମିଳୁଛି। ସରକାର ଯୋଗାଯୋଗ ରଣନୀତିରେ ପରିବର୍ତ୍ତନ ପାଇଁ ପ୍ରଥମେ ସରକାରୀ ପ୍ରସାରଣ ସଂସ୍ଥାକୁ ବାଛିଥାନ୍ତି। ୧୯୯୪ ବ୍ୟାଚ୍ ଭାରତୀୟ ସୂଚନା ସେବା(ଆଇଆଇଏସ୍) ଅଧିକାରୀ ରୀନା ସୋନୋୱାଲଙ୍କୁ ମହାନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ଦିଆଯାଇଛି ଏବଂ…
ପ୍ରତିଦିନ ନିର୍ବାଚନ
ଏବେ ମୁଦ୍ରିତ ଗଣମାଧ୍ୟମ ନ ହେଲେ ବି ବୈଦ୍ୟୁତିକ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ଖୋଲିଲେ ଲାଗେ ଓଡ଼ିଶା ବା ଭାରତବର୍ଷରେ ନିର୍ବାଚନ ଅନୁଷ୍ଠିତ ହେଉଛି। ପ୍ରତ୍ୟକ୍ଷରେ ଅବା ପରୋକ୍ଷରେ ସେହି ପ୍ରକାର ଭାବଭଙ୍ଗୀ, ଉଚ୍ଚାରଣ ଓ ଭାଷାର ଠାଣି, ସେହି…

